ଧୋନିଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର
ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ ସଞ୍ଜୁଙ୍କୁ ହଳଦିଆ ଜର୍ସି ପିନ୍ଧି ଦେଖିବାର ସୁଯୋଗ ପାଇଁ ଉତ୍ସାହର ସହିତ ଅପେକ୍ଷା…
ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ। ଏହି ମୁକାବିଲା ଚିନ୍ନାସ୍ବାମୀ ଷ୍ଟାଡିୟମରେ ହେବ। ଏହି…
୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…
ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ, ତେବେ ଏପରି କାର୍ଯ୍ୟକୁ ସଂଘର୍ଷରେ ସିଧାସଳଖ ସମ୍ପୃକ୍ତି ଭାବରେ ବ୍ୟାଖ୍ୟା କରାଯିବ। ଇରାନର…
ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..
ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ…
‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ
ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ ଧରି ଜଣେ ମହିଳାଙ୍କୁ ବଳାତ୍କାର ଏବଂ ବ୍ଲାକମେଲ କରିବାର ଅଭିଯୋଗ ରହିଛି। ଅଭିଯୁକ୍ତ…
ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା
ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି ଯେ ତାଙ୍କ ପ୍ରଶାସନ ଦୁଇଟି ଆମେରିକୀୟ ଲଢ଼ୁଆ ବିମାନକୁ ତାଙ୍କ ଅଞ୍ଚଳରେ ଅବତରଣ…
ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…
ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଦେଖୋ ଆପନା ଦେଶ ବିଷୟରେ ଏକ ସ୍କୁଲ ସ୍ତରୀୟ ବ୍ରୋସର୍…
ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ
ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା ସଦସ୍ୟତା ଟେକନିକ ପ୍ରଶ୍ନରେ ଫସିଯାଇଛି। ଉଭୟ ନେତା ମାର୍ଚ୍ଚ ୧୬ ତାରିଖରେ ରାଜ୍ୟ…
ଗଞ୍ଜାମରେ ଗ୍ୟାସ୍ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ
ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍। ଫଳରେ ଖାଉଟି ତଥା ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି। ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ…
ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…
ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’
ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ କରିଛନ୍ତି ଯେ ଘରୋଇ ଏଲପିଜିର ପର୍ଯ୍ୟାପ୍ତ ଷ୍ଟକ ଉପଲବ୍ଧ ଅଛି ଏବଂ ମନ୍ତ୍ରଣାଳୟ…
ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ
ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ ରାସ୍ତାରେ ଧାନ ବସ୍ତା ରଖି ଧାରଣା ଦେଇଥିଲେ। ଏପରିକି ଚାଷୀମାନେ ତହସିଲଦାରଙ୍କ ଗାଡିକୁ…

