ଡ୍ରଗ୍ସ ମାମଲାରେ ମୁକୁଳିଲେ ଅପରାଧି: ବୀରତା ପୁରସ୍କାର ଫେରାଇ ଦେଲେ ମହିଳା ପୋଲିସ ଅଧିକାରୀ
ଇମ୍ଫାଲ,୨୦ ।୧୨: ମଣିପୁରର ଅତିରିକ୍ତ ପୋଲିସ ଅଧିକାରୀ(ଏଏସ୍ପି) ଥୋନାଓଜମ ବୃନ୍ଦା ଏକ ଡ୍ରଗ୍ସ ମାମଲାରେ କୋର୍ଟଙ୍କ ରାୟ ପରେ ନିଜର ମୁଖ୍ୟମନ୍ତ୍ରୀ ବୀରତା ପୁରସ୍କାର ଫେରାଇ ଦେଇଥିବା ଜଣାପଡିଛି । ଏହି ମାମଲାରେ ୭ ଜଣଙ୍କ ବିରୋଧରେ ମାମଲା ହୋଇଥିଲା ।…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ବିଛାଇଥିଲେ ଲ୍ୟାଣ୍ଡମାଇନ: ଯୋଜନା ପଣ୍ଡ
ଚିତ୍ରକୋଣ୍ଡା,୨୦।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମାମୁଡି ପିପିଲପଦର ଅଞ୍ଚଳରୁ ଶନିବାର ବିଏସ୍ଏଫ ଯବାନମାନେ ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି। ବିଏସ୍ଏଫ୍ ଯବାନ ଉକ୍ତ ରାସ୍ତା ଦେଇ ଯିବାଆସିବା କରୁଥିବା ବେଳେ ସେମାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏଭଳି ଯୋଜନା କରିଥିବା…
ନେହା କକ୍କରଙ୍କୁ ଆଦିତ୍ୟ ନାରାୟଣ କହିଲେ ଇର୍ଷାଳୁ, ଜାଣନ୍ତୁ ପୂରା ଘଟଣା
ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ ‘ଇଣ୍ଡିଆନ ଆଇଡଲ’ର ୧୨ ସିଜିନ୍ ଆରମ୍ଭ ହୋଇଛି। ଶୋ’ର ନୂଆ ପ୍ରୋମୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ସବୁଥର ପରି ଏଥର ଶେଟରେ ଜଜ୍ ବିଶାଲ ଦାଦଲାନି, ହିମେଶ ରେଶମିଆ, ନେହା କକ୍କର ଶୋ’ର…
ଟେଷ୍ଟ କ୍ୟାରିୟରରେ ଅଧିନାୟକ ଭାବେ ବିରାଟଙ୍କ ସହ ପ୍ରଥମ ଥର ଘଟିଲା ଏପରି: ଶେଷ ହେଲା..
ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଜିତି ସ୍ବଦେଶ ଫେରିବାକୁ ଆଶା ରଖିଥିଲେ ଅଧିନାୟକ ବିରାଟ କୋହଲି। ହେଲେ ତାହା ହୋଇପାରିଲା ନାହିଁ। ବିରାଟଙ୍କ ନେତୃତ୍ୱରେ ଦଳ ଇତିହାସରେ ସବୁଠାରୁ ଖରାପ ପ୍ରଦର୍ଶନ କରିଥିଲା। ମାତ୍ର ଅଢ଼େଇ ଦିନରେ ଅଷ୍ଟ୍ରେଲିଆ…
ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା
କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ…
ଏଲ୍ଏସିରେ ଉତ୍ତେଜନା: ନୂଆ ଜେନେରାଲଙ୍କୁ ନିଯୁକ୍ତି ଦେଲେ ଚାଇନା ରାଷ୍ଟ୍ରପତି
ବେଜିଂ,୨୦।୧୨: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଓ୍ବେଷ୍ଟର୍ନ ଥିଏଟର କମାଣ୍ଡ ପାଇଁ ନୂଆ ଜେନେରାଲଙ୍କୁ ନିଯୁକ୍ତ କରିଛନ୍ତି। ୨୦୧୭ରେ ଡୋକଲାମରେ ଚାଇନା ସୈନ୍ୟ ବାହିନୀର ନେତୃତ୍ୱ ନେଇଥିବା…
ସ୍ତ୍ରୀଙ୍କ ସହ ଝଗଡ଼ା କରି ସ୍ବାମୀ ନେଲେ ଅଜବ ପଦକ୍ଷେପ, ଯାହା ଆଗରୁ କେବେ ଶୁଣି ନ ଥିବେ
ଇଟାଲୀର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଝଗଡ଼ା କରିବା ପରେ ନିଜ ମନକୁ ଶାନ୍ତ କରିବା ପାଇଁ ଘରୁ ବାହାରି ଚାଲିଗଲେ। ସେ ଏତେ ରାଗି ଯାଇଥିଲେ ଯେ କୌଣସି ଗାଡ଼ି ମୋଟରରେ କେଉଁଆଡ଼େ ନ ଯାଇ ସିଧା ୪୫୦ କିଲୋମିଟର…
ଲାଇଭ ରିପୋର୍ଟିଂ ସମୟରେ ମହିଳା ରିପୋର୍ଟରଙ୍କ ପଛରେ ପଡ଼ିଗଲା ବିଲେଇ, ଆଉ ତା’ ପରେ
ଲେବାନାନର ରାଜଧାନୀ ବେରୁଟ ବନ୍ଦରରେ ହୋଇଥିବା ବିସ୍ଫୋରଣର ତଦନ୍ତ ସମ୍ପର୍କରେ ସୂଚନା ଦେଉଥିବା ଜଣେ ମହିଳା ରିପୋର୍ଟରଙ୍କ ସହ ଲାଇଭ ରିପୋର୍ଟିଂ ସମୟରେ ଏହି ହୃଦୟସ୍ପର୍ଶୀ ଘଟଣା ଘଟିଛି। ରିପୋର୍ଟ କରିବା ସମୟରେ ଏକ ବିଲେଇ ରିପୋର୍ଟରଙ୍କ ନିକଟକୁ ଆସି ତାଙ୍କ…
ରୋଜଗାର ଟଙ୍କାରେ ମୋ ଆଡମିଶନ ହୋଇଥିଲା: ଡ. ତ୍ରିନାଥ ପଟ୍ଟନାୟକ
ନୟାଗଡ଼ ଜିଲାର ଓଡଗାଁରେ ମୋ ଜନ୍ମ। ସ୍ଥାନୀୟ ରଘୁନାଥ ବିଦ୍ୟାପୀଠରୁ ଏକାଦଶ ପାସ୍ କରିବା ପରେ ପୁରୀ ସଂସ୍କୃତ ବିଶ୍ବବିଦ୍ୟାଳୟରେ ପଢ଼ି ସେଠାରୁ ସଂସ୍କୃତରେ ପିଜି ସାରିଥିଲି। ସଂସ୍କୃତ ବ୍ୟତୀତ ହିନ୍ଦୀରେ ବି ମୁଁ ରାଷ୍ଟ୍ରଭାଷା ରତ୍ନ ଏବଂ ସାହିତ୍ୟ ରତ୍ନ…
ଛୋଟ ନବାବଙ୍କ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର ସୁଅ
ମୁମ୍ବାଇ: ବଲିଉଡ୍ର ଛୋଟ ନବାବ ତଥା କରୀନା କପୁର ଖାନ୍ଙ୍କ ପୁଅ ତୈମୁରଙ୍କ ଆଜି ହେଉଛି ଜନ୍ମଦିନ। ସେ ଆଜି ୪ ବର୍ଷରେ ପଦାର୍ପଣ କରିଛନ୍ତି। ସବୁଠାରୁ ଲୋକପ୍ରିୟ ଷ୍ଟାର କିଡ୍ସଙ୍କ ମଧ୍ୟରୁ ତୈମୁର ଅନ୍ୟତମ। ଛୋଟ ହେଲେ ମଧ୍ୟ ତୈମୁର…
ନେପାଳରେ ରାଜନୈତିକ ସଙ୍କଟ: ପ୍ରଧାନମନ୍ତ୍ରୀଙ୍କ ସଂସଦ ଭଙ୍ଗ ନିଷ୍ପତ୍ତି
କାଠମାଣ୍ଡୁ,୨୦।୧୨: ନେପାଳରେ ରାଜନୈତିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରବିବାର ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି କ୍ୟାବିନେଟ୍ର ଏକ ଜରୁରିକାଳୀନ ବୈଠକ ଡକାଇ ସଂସଦ ଭଙ୍ଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ପ୍ରସ୍ତାବକୁ ମଞ୍ଜୁରୀ ପାଇଁ ରାଷ୍ଟ୍ରପତି ବିଦ୍ୟା…
ବୋହୂ ବିଦେଶିନୀ ମନ ଓଡ଼ିଆ
ଓଡ଼ିଶାର ସଂସ୍କୃତି, ପରମ୍ପରା ଅନନ୍ୟ। ଯାହାକୁ ଏବେ ଭଲ ପାଇ ବସିଛନ୍ତି କେତେଜଣ ବିଦେଶୀ ଝିଅ। ସେମାନଙ୍କ ଭିତରୁ କେତେକେ ଓଡ଼ିଆ ଯୁବକଙ୍କୁ ପ୍ରେମବିବାହ କରି ଖୁସିରେ ଘର ସଂସାର ବି କଲେଣି। ଆଉ ଓଡ଼ିଆ ଘର ବୋହୂମାନଙ୍କର ଚାଲିଚଳଣ, ବେଶଭୂଷା…
Archives


