Home Left

ଭାଜପାକୁ ଭୋଟ ଦେଲେ ବହିବ ରକ୍ତନଦୀ: କାନ୍ଥରେ ଧମକଭରା ଲେଖା

କୋଲକାତା,୨୦।୧୨: ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଭାଜପା ପଶ୍ଚିମବଙ୍ଗ ଜୟ ଲକ୍ଷ୍ୟ ନେଇ ଯୋଜନାବଦ୍ଧ ଭାବେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଏହାର ଗତିରୋଧ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ଅଣ୍ଟା…

ଆଖଡ଼ାଶାଳିିିଠାରେ ନଦୀ ଭିତ୍ତିକ ବନ୍ଦର ନେଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ମହାକାଳପଡ଼ା,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସ୍ଥାନୀୟ ଆଖଡ଼ାଶାଳିଠାରେ ମହାନଦୀ ଶାଖା ଗୁପ୍ତିଗିରି ମଧ୍ୟରେ ଏକ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଥିଲା। ପରେ ଏ ନେଇ ରାଜ୍ୟ ସରକାରଙ୍କ ପଧରୁ…

ରାନିବଖରୀରେ ହେବ ରାଜକୀୟ ରେଷ୍ଟୁରାଣ୍ଟ

ସମ୍ବଲପୁର,୨୦ା୧୨ (ବ୍ୟୁରୋ): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ କରି ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିରେ ଯୋଡିହୋଇଛି ନିମନ୍ତ୍ରଣ ଯୋଜନା। ଏହି ଯୋଜନାରେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱରରେ ଓଡିଆ ବ୍ୟଞ୍ଜନ ଯୋଗାଇଦେବାର ବ୍ୟବସ୍ଥା କରୁଛନ୍ତି।…

କୁମ୍ଭୀର ଆଁରେ ଉପାନ୍ତ ଗାଁ

କେନ୍ଦ୍ରାପଡା ଅଫିସ, ୨୦ା୧୨: ଆଳି ଓ ରାଜନଗର ସୀମାନ୍ତ ନଳଦିଆ ଗ୍ରାମ ପୋଖରୀରୁ ୬ ଫୁଟ୍‌ ଲମ୍ବର ଏକ ବଉଳା କୁମ୍ଭୀରକୁ ଗ୍ରାମବାସୀ ଧରି ବନବିଭାଗକୁ ଶୁକ୍ରବାର ହସ୍ତାନ୍ତର କରିଛନ୍ତି । ଏହାପୂର୍ବରୁ ଏକାଧିକ କୁମ୍ଭୀର ବ୍ରାହ୍ମଣୀ ନଦୀ କୂଳବର୍ତ୍ତୀ ଗାଁରେ…

ପରିତ୍ୟକ୍ତ ଗାଡ଼ି ଉଠାଇବାକୁ ସ୍ପେଶାଲ ଡ୍ରାଇଭ: ଟୁଇଟର, ଫେସ୍‌ବୁକ, ୧୦୦ ଡାଏଲ କରି ଜଣାନ୍ତୁ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜଧାନୀର ଅନେକ ସ୍ଥାନରେ ରାସ୍ତାପାର୍ଶ୍ୱରେ ପରିତ୍ୟକ୍ତ ଅବସ୍ଥାରେ ଅନେକ ଗାଡ଼ି ପଡ଼ିରହୁଛି। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିଗୁଡିକ ପଡ଼ିରହୁଥିବାରୁ ବହୁ ଜାଗା ମାଡ଼ିବସୁଛି, ଯାହାକି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି। ଏଥିପାଇଁ ଅନେକ ଦୁର୍ଘଟଣା ଘଟିବାର ମଧ୍ୟ ନଜିର ରହିଛି।…

ଏଥର ଭର୍ଚୁଆଲରେ ବଡ଼ଦିନ: କଟାଯିବନି କେକ୍‌, ଆଲିଙ୍ଗନ ବଦଳରେ ନମସ୍କାର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ବଡ଼ଦିନ ପାଳନ ଲାଗି ଚର୍ଚ୍ଚଗୁଡ଼ିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ୩ ତାରିଖ ପରେ ମନ୍ଦିର ଏବଂ ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଥିଲେ ମଧ୍ୟ ଚର୍ଚ୍ଚଗୁଡ଼ିକରେ କଟକଣା ମଧ୍ୟରେ ଖ୍ରୀଷ୍ଟମାସ ସେଲିବ୍ରେଶନକୁ ଅନୁମତି ମିଳିଛି।…

ଚାଇନାରେ ହେଉଥିଲା ସୂର୍ଯ୍ୟ ଦେବଙ୍କ ଉପାସନା

ବେଜିଂ,୨୦।୧୨: ପୁରାତନ ଚାଇନାରେ ସୂର୍ଯ୍ୟ ଦେବଙ୍କ ଉପାସନା କରାଯାଉଥିଲା। ଉତ୍ତର-ପଶ୍ଚିମ ଚାଇନାର ଝିଜିୟାଙ୍ଗ୍‌ ଉଇଗର ଅଞ୍ଚଳରୁ ଏକ ସ୍ମୃତିସୌଧରୁ ଏସମ୍ପର୍କରେ ତଥ୍ୟ ମିଳିଥିବା ପ୍ରତ୍ନତତ୍ତ୍ୱବିତ୍‌ ମାନେ ସୂଚନା ଦେଇଛନ୍ତି। ଏହି ସ୍ମୃତିସୌଧ ପ୍ରାୟ ୩୫୦୦ ବର୍ଷ ପୁରାତନ ବୋଲି କୁହାଯାଉଛି। ଇଲିସ୍ଥିତ…

ଗୋଡରେ ଚେନ୍‌ ବାନ୍ଧି ୨୫ ମିନିଟ୍‌ରେ ପହଁରିଲେ ୧ କି.ମି.

ବେଙ୍ଗାଲୁରୁ: ଗୋଡ଼ ଚେନ୍‌ରେ ବନ୍ଧାହୋଇଥିବା ଅବସ୍ଥାରେ ପଦ୍ମାସନରେ ସମୁଦ୍ର ମଧ୍ୟରେ ପହଁରି ରେକର୍ଡର ଆଶା ରଖିଛନ୍ତି କର୍ନାଟକର ଜଣେ ଶିକ୍ଷକ। ଉଡୁପି ଜିଲା କୁଣ୍ଡପୁର ଜାତୀୟସ୍ତରୀୟ କାଲ୍‌ମଞ୍ଜା ସରକାରୀ ସ୍କୁଲରେ ଶିକ୍ଷକତା କରୁଥିବା ନାଗରାଜ୍‌ ଖାର୍‌ଭି ଶୁକ୍ରବାର ଏଭଳି ଏକ ପ୍ରଚେଷ୍ଟାରେ…

ସରୋଜଙ୍କ ଲାଏ ଡିଟେକ୍‌ଶନ ଟେଷ୍ଟ କଲା ଏସ୍‌ଆଇଟି: ମା’ ଓ ଭଉଣୀଙ୍କୁ ଛାଡ଼ିଲା

ନୟାଗଡ଼ ଅଫିସ,୨୦ା୧୨: ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ବୋଥ୍ରାଙ୍କ ନେତୃତ୍ୱାଧୀନ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଯଦୁପୁର ଗାଁର ସରୋଜ ସେଠୀଙ୍କ ସମେତ ମା’ ଶୈଳବାଳା ଓ ବଡ଼ଭଉଣୀଙ୍କୁ ଶନିବାର ଭୋର ସମୟରେ ଉଠାଇ…

ସୁଲଭ ମୂଲ୍ୟରେ ପୁରୀରେ ରହଣି ସୁବିଧା: ୧୦୦ରୁ ୧୫୦ ଟଙ୍କାରେ ରହିପାରିବେ ଭକ୍ତ

ପୁରୀ ଅଫିସ,୨୦ା୧୨: ପୁରୀ ସହରରେ ଏବେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ରହଣି ସୁବିଧା ମିଳିବ। ମାତ୍ର ୧୦୦ରୁ ୧୫୦ଟଙ୍କା ମଧ୍ୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଭକ୍ତ ନିବାସ ନିର୍ମାଣ କରାଯାଇ ଏକକାଳୀନ ୪ରୁ ୫ହଜାର ଲୋକଙ୍କୁ ଯେପରି ଏହି ସୁବିଧା…

ଚାଷୀଙ୍କ ଘରେ ଖାଇଲେ ଶାହା

କୋଲକାତା, ୨୦।୧୨: ପଶ୍ଚିମବଙ୍ଗକୁ ଦୁଇଦିନିଆ ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ପୂର୍ବ ମେଦିନପୁରର ବଲିଜୁରୀ ଗ୍ରାମରେ ଜଣେ ଚାଷୀଙ୍କ ଘରେ ମଧ୍ୟାହ୍ନ ଭୋଜନ କରିଥିଲେ। ତାଙ୍କ ସହ ଭାଜପା ନେତା କୈଳାସ ବିଜୟଭର୍ଗୀୟ, ଦିଲୀପ ଘୋଷ ଏବଂ…

ଦଳ ଇଚ୍ଛାରେ କାର୍ଯ୍ୟ କରିବି: ରାହୁଲ

ନୂଆଦିଲ୍ଲୀ, ୨୦।୧୨: ଦଳୀୟ ସଂଗଠନରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦୀର୍ଘ ମାସ ପରେ ଶନିବାର ଭେଟିଥିଲେ। ରାହୁଲ ଗାନ୍ଧୀ ପୁଣି ଥରେ କଂଗ୍ରେସର ଅଧ୍ୟକ୍ଷ ପଦ ସମ୍ଭାଳିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri