କରୋନା ଭୂତାଣୁ ଉତ୍ପତ୍ତି ସନ୍ଧାନ: ଡବ୍ଲ୍ୟୁଏଚ୍ଓ ବିଶେଷଜ୍ଞ ଦଳ ଜାନୁୟାରୀରେ ଯିବେ ଚାଇନା
ଜେନେଭା,୧୯।୧୨: କରୋନା ଭୂତାଣୁର ଉତ୍ପତ୍ତି ସନ୍ଧାନ ପାଇଁ ଜାନୁୟାରୀର ପ୍ରଥମ ସପ୍ତାହରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)ର ବିଶେଷଜ୍ଞ ଦଳ ଚାଇନା ଗସ୍ତରେ ଯିବେ। ଏନେଇ ଡବ୍ଲ୍ୟୁଏଚ୍ଓ ଜରୁରୀକାଳୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ମୁଖ୍ୟ ଡ. ମାଇକେଲ ରୟାନ ସୂଚନା ଦେଇଛନ୍ତି। ବିଶେଷଜ୍ଞ ଦଳ…
ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ
ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ ଭିଜା ପଥର ପଡ଼ିଥିବାରୁ ତାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି l…
ବାପା ହେବେ ଆଉ ଜଣେ ଅଭିନେତା
‘ଟଶନ ଏ ଇଶ୍କ’, ‘ଖୁଶିୟୋକି ଗୁଲକ ଆଶି’ ଏବଂ ‘କସମ୍ ସେ’ ପରି ଟିଭି ଶୋ’ରେ କାମ କରିସାରିଥିବା ଅଭିନେତା ନମନ୍ ଖାଁ ଖୁବ୍ଶୀଘ୍ର ବାପା ହେବାକୁ ଯାଉଛନ୍ତି। ନମନ୍ଙ୍କ ଜନ୍ମଦିନରେ ସ୍ତ୍ରୀ ନେହା ତାଙ୍କୁ ଏହି ଉପହାର ଦେଇଥିଲେ। ଏବେ…
୩କୋଟିରୁ ଊର୍ଦ୍ଧ୍ୱ ଠକେଇ, ଓରିସନ୍ ଏମ୍ଡି ଗିରଫ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇଦେବାକୁ କହି ୩କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଲୁଚି ବୁଲୁଥିବା ଜଣେ ବିଲ୍ଡରଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଓରିସନ ଇଞ୍ଜିନିୟର୍ସ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ମନୋଜ କୁମାର…
ଏସ୍ଡିଜେଏମ୍ କୋର୍ଟରେ ହାଜର ହେଲେ ଅନୁଭବ
କଟକ ଅଫିସ, ୧୯।୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଶୁକ୍ରବାର କଟକ ଏସ୍ଡିଜେଏମ୍ କୋର୍ଟରେ ହୋଇଥିଲା। କିଛିଦିନ ତଳେ ସ୍ତ୍ରୀ ବର୍ଷା କରିଥିବା ଏକ ପାରିବାରିକ ହିଂସା ମାମଲାରେ ନିଜ ପକ୍ଷ ରଖିବା ପାଇଁ…
ବାପା ହେଲେ ଏହି ପ୍ରସିଦ୍ଧ ଅଭିନେତା
ଛୋଟ ପରଦାର ଲୋକପ୍ରିୟ ଅଭିନେତା ଅନସ ରସିଦଙ୍କ ଘରେ ଏବେ ଖୁସି ଖେଳିଯାଇଛି। କାରଣ ଅନସ ଏବେ ଏକ ପୁତ୍ର ସନ୍ତାନର ବାପା ହୋଇଛନ୍ତି। ଏ ନେଇ ଅଭିନେତା ପୁଅର କିଛି ଫଟୋ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଫଟୋରେ ଅନସଙ୍କ…
୨୦ରୁ ‘ପରୀକୁ ନ୍ୟାୟ ପଦଯାତ୍ରା’
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଓଡ଼ିଶାର ସଚେତନ ନାଗରିକ, ବୁଦ୍ଧିଜୀବୀ, ଛାତ୍ରନେତା, ସାମାଜିକ କର୍ମୀ ତଥା ସମାଜର ସମସ୍ତ କ୍ଷେତ୍ରର ନେତୃତ୍ୱ ନେଉଥିବା ବ୍ୟକ୍ତିବିଶେଷ ‘ପରୀ’କୁ ନ୍ୟାୟ ଦେବା ଲାଗି ଆଗେଇ ଆସନ୍ତୁ। ଏହାସହ ମାତୃଶକ୍ତି ଏବଂ ଶିଶୁ ସମ୍ପଦର ସୁରକ୍ଷା ପାଇଁ ଆଗକୁ ପାଦ…
ଜାତୀୟ ଦଳର ରାଜ୍ୟ ନେତା ମୂକ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଜାତୀୟ ଦଳର ରାଜ୍ୟ ନେତା ମୂକ ପାଲଟିଛନ୍ତି। ରାଜ୍ୟ ସ୍ବାର୍ଥକୁ ଅଣଦେଖା କରି ଶୀର୍ଷ ନେତାଙ୍କୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ଼ ପଦବୀ ହାସଲ କରିବା ସେମାନଙ୍କର ମୁଖ୍ୟ ଲକ୍ଷ୍ୟ ହୋଇଛି । ଓଡିଶାର ସ୍ବତନ୍ତ୍ର ଐତିହ୍ୟର…
ପ୍ରଧାନମନ୍ତ୍ରୀଙ୍କ ରାଲି ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ
ମୋଗାଦିସୁ,୧୯।୧୨: ସୋମାଲିଆରେ ନୂଆ ପ୍ରଧାନମନ୍ତ୍ରୀ ମହମ୍ମଦ ହୁସେନ ରୋବେଲଙ୍କ ରାଲି ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ରୋବେଲ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ତେବେ ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏକ ଷ୍ଟାଡ଼ିୟମ୍ରେ କାର୍ଯ୍ୟକ୍ରମରେ ଯୋଗଦେବାର…
ଦିଦିଙ୍କ ଘର ସଜଡ଼ା ଆରମ୍ଭ: ଜିତେନ୍ଦ୍ର ନେଲେ ୟୁ-ଟର୍ନ
କୋଲକାତା,୧୯।୧୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ଭାଜପା ପକ୍ଷରୁ ଏହାକୁ ଦୃଷ୍ଟିରେ ରଖି ମିଶନ ପଶ୍ଚିମବଙ୍ଗ ଆରମ୍ଭ ହୋଇଛି। ଶାସକ ତୃଣମୂଳର ବରିଷ୍ଠ ନେତାଙ୍କୁ ବାଡ଼ ଡିଆଁଇବା ଯୋଜନା ଭାଜପା ପକ୍ଷରୁ କରାଯାଇଛି। ଇତିମଧ୍ୟରେ ତୃଣମୂଳ ୫ ଜଣ ଅସନ୍ତୁଷ୍ଟ…
ସୁସ୍ଥ ହେଲେ ରେମୋ
ମୁମ୍ବାଇ: ବଲିଉଡ୍ କୋରିଓଗ୍ରାଫର ରେମୋ ଡିସୁଜାଙ୍କୁ କୋକିଳାବେନ ହସ୍ପିଟାଲରୁ ଛୁଟି ମିଳିଯାଇଛି । ହାର୍ଟ ଆଟାକ କାରଣରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ପୂର୍ବାପେକ୍ଷା ତାଙ୍କ ସ୍ୱାସ୍ଥ୍ୟ ଭଲ ରହିଥିବା କୁହାଯାଉଛି । ରେମୋ ନିଜେ ସୋସିଆଲ ମିଡିଆରେ ଏକ…
ଦେଶରେ ୧ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୯ ।୧୨: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି । ଶନିବାର ସକାଳ ସୁଦ୍ଧା ଗତ ୨୪ ଘଣ୍ଟାରେ ୨୫,୧୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ଅତିକ୍ରମ କରି…
Archives


