ଜେଲରେ ଗଲା ମ୍ୟାଡ୍ଅଫ୍ଙ୍କ ଜୀବନ
ଓ୍ବାଶିଂଟନ୍, ୧୬ା୪: ହଜାର ହଜାର ନିବେଶକଙ୍କ ପାଇଁ ଭରସାର ଅନ୍ୟନାମ ପାଲଟିଥିଲେ ବର୍ନାଡ ମ୍ୟାଡ୍ଅଫ୍। ତାଙ୍କ ନିକଟରେ ନୋବେଲ ବିଜେତା ଏଲି ଓ୍ବିସେଲ, ଫିଲ୍ମ ନିର୍ମାତା ଷ୍ଟିଭେନ ସ୍ପାଇଲବର୍ଗ, ଅଭିନେତା କେଭିନ୍ ବେକନ, କାଏରା ସେଜଓ୍ବିକ୍ଙ୍କ ସମେତ ବହୁ ବ୍ୟାଙ୍କ, କଲେଜ,…
କିଆରାଙ୍କୁ ୧୦ ମିନିଟ ପାଇଁ ଭେଟିବାକୁ ଚାହୁଁଛନ୍ତି ଏହି ପ୍ରଶଂସକ: ଅଭିନେତ୍ରୀଙ୍କ ଉତ୍ତର ଏବେ ଚର୍ଚ୍ଚାରେ
ବଲିଉଡ୍ ଅଭିନେତ୍ରୀ କିଆରା ଆଡ୍ଭାନୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରଶଂସକଙ୍କ ପାଇଁ ସେ ସବୁବେଳେ ନୂୂଆ ନୂଆ ଫଟୋ ଶେୟାର କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କ ଫଟୋ ଏବଂ ଭିଡିଓକୁ ଦେଖିବା ପାଇଁ ଚାହିଁ ବସିଥାନ୍ତି। ଏହାର ଏକ ଜ୍ୱଳନ୍ତ…
ଦିଲ୍ଲୀ ହାତରୁ ମ୍ୟାଚ୍ ଛଡ଼ାଇ ନେଲେ ମୋରିସ
ମୁମ୍ବାଇ,୧୫।୪ : ଚଳିତ ସପ୍ତାହରେ ଆଇପିଏଲରେ ଦେଖିବାକୁ ମିଳୁଛି ଗୋଟିଏ ପରେ ଗୋଟିଏ ରୋମାଞ୍ଚକ ମ୍ୟାଚ୍। ପୂର୍ବ ୩ ଦିନ ଭଳି ଗୁରୁବାର ପ୍ରଥମେ ବ୍ୟାଟିଂ କରିଥିବା ଦଳକୁ ମିଳି ନ ଥିଲା ଜିତିବା ସୁଖ। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଧାର୍ଯ୍ୟ…
ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ
ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସିଡିପିଓ ସୁପ୍ରଭା ମହାପାତ୍ରଙ୍କ ଅଭିଯୋଗ ମୁତାବକ…
କାର୍ଯ୍ୟ ବନ୍ଦ ଧମକ ଦେଲେ ବର୍ଷେ ହେଲା ଦରମା ପାଇ ନ ଥିବା ଶବଦାହ କର୍ମୀ
ବେଙ୍ଗାଲୁରୁ,୧୫।୪ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବର୍ତ୍ତମାନ କରୋନା ବିସ୍ଫୋରଣ ଭଳି ସ୍ଥିତି। ସାଧାରଣ ଠାରୁ ଢ଼େର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ଫଳରେ ଶବଦାହ କେନ୍ଦ୍ରର କର୍ମୀଙ୍କ ଉପରେ ବଢ଼ି ଚାଲିଛି ଚାପ। କିନ୍ତୁ ସେମାନଙ୍କୁ ଦୀର୍ଘ ମାସ ହେଲା…
ଘୁଞ୍ଚିଲା ଏନ୍ଇଇଟି ପିଜି ପରୀକ୍ଷା
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍ଇଇଟି (ନ୍ୟାଶନାଲ ଏଲିଜିବଲ୍ କମ୍ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଆସନ୍ତା ରବିବାର ହେବାର ଥିଲା। ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି…
କୁମ୍ଭମେଳାରେ କରୋନା ବିସ୍ଫୋରଣ
ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି ଆଶଙ୍କା କରାଯାଉଛି। ମେଳା ଅଞ୍ଚଳରେ ଗତ ୫ ଦିନ ମଧ୍ୟରେ ୨,୩୬,୭୫୧ ନମୁନା ପରୀକ୍ଷା…
ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ
ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ ଜିଲା…
କୋହଲି ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର
ଲଣ୍ଡନ,୧୫।୪ : ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। କ୍ରିକେଟର ବାଇବେଲ କୁହାଯାଉଥିବା ଓ୍ବିଜଡେନ ଅଲମାନକର ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ସେ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ କ୍ରମାଗତ…
ଦିଲ୍ଲୀ ଦଳରେ ଦୁଇ ନୂଆ ଖେଳାଳି
ମୁମ୍ବାଇ, ୧୫ା୪- ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ମୁମ୍ବାଇର ବାମହାତୀ ଯୁବ ସ୍ପିନର ଶାମ୍ସ ମୁଲାନୀଙ୍କୁ ସାମୟିକ ଭାବେ ଦଳରେ ସାମିଲ କରିଛି। ତେବେ କରୋନାରେ ଆକ୍ରାନ୍ତ ଅକ୍ଷର ପଟେଲଙ୍କ ବଦଳ ଖେଳାଳି ଭାବେ ଦଳରେ ସ୍ଥାନ ପାଇଛନ୍ତି। ଜଣେ କରୋନା ଆକ୍ରାନ୍ତ…
ଘରୁ ମୟୁର ଜବତ କଲା ବନ ବିଭାଗ
ଭବାନୀପାଟଣା,୧୫।୪: କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ କର୍ମଚାରୀ ଗୁରୁବାର କଲମପୁର ଅଞ୍ଚଳର ସନ୍ତୋଷ ଅଗ୍ରୱାଲଙ୍କ ଘରେ ଚଢାଉ କରି ଏକ ମୟୁର ଉଦ୍ଧାର କରାଯାଇଛି। ସନ୍ତୋଷ ମୟରୁକୁ ଘରେ ରଖିଥିବା ନେଇ ବନବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଫରେଷ୍ଟ ଆକ୍ଟ ଅନୁଯାୟୀ…
ବୋଲରଙ୍କ ଭରସାରେ ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ, ୧୫ା୪- ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ବର୍ତ୍ତମାନ ବୋଲରଙ୍କ ଭରସାରେ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୪୭ ରନ୍ କରିଛି। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନଙ୍କ…

