ସୁଇଜରଲାଣ୍ଡର ସଂସଦରେ ସମଲିଙ୍ଗୀ ବିବାହକୁ ମଞ୍ଜୁରୀ
ଜେନେଭା, ୧୮।୧୨- ସମଲିଙ୍ଗୀ ଦମ୍ପତିଙ୍କ ବିବାହକୁ ମଞ୍ଜୁରୀ ଦେବା ପାଇଁ ସୁଇଜରଲ୍ୟାଣ୍ଡର ସଂସଦରେ ଶୁକ୍ରବାର ଦିନ ଏକ ବିଲ ପାରିତ ହୋଇଛି। ୟୁରୋପର ଏହି ଦେଶରେ ସମଲିଙ୍ଗୀ ବିବାହ ଆଇନଗତ ନୁହେଁ। ମାତ୍ର ସଂସଦରେ ବିଲ ପାରିତ ହେବା ଦ୍ୱାରା ଅନ୍ୟ…
ମୁମ୍ବାଇରେ ନିଜ ପିତାଙ୍କ ସହ ନଜର ଆସିଲେ ଅନୁଷ୍କା
ମୁମ୍ବାଇ,୧୮।୧୨-ମୁମ୍ବାଇରେ ଗୁରୁବାର ନିଜ ପିତାଙ୍କ ସହ ନଜର ଆସିଛନ୍ତି ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା। ଅନୁଷ୍କା ଏକ ଧଳା ରଙ୍ଗର ଡ୍ରେସ ପିନ୍ଧିଥିବା ବେଳେ ଏହା ଉପରେ ଏକ ଡେନିମ ଜ୍ୟାକେଟ ପିନ୍ଧିଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଏହି ଭିଡିଓ ବେଶ…
ହାଥରସ୍ ଗଣବଳାତ୍କାର: ଚାର୍ଜସିଟ୍ ଦାଖଲ କଲା ସିବିଆଇ
ଲକ୍ଷ୍ନୌ, ୧୮।୧୨- ଉତ୍ତରପ୍ରଦେଶର ହାଥରସ ଜିଲାରେ ଘଟିଥିବା ଗଣବଳାତ୍କାର ଘଟଣା ଲୋକଲୋଚନକୁ ଆସିବାର ପ୍ରାୟ ୩ ମାସ ପରେ ଶୁକ୍ରବାର ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଅଭିଯକ୍ତଙ୍କ ବିରୋଧରେ ଗଣବଳାତ୍କାର ଓ ହତ୍ୟା ସହ ଏସ୍ସି/ଏସ୍ଟି ଆକ୍ଟ…
ଏମ୍ସରେ ଭର୍ତ୍ତି ହେଲେ ଆଇସିଏମ୍ଆର ମୁଖ୍ୟ ବଳରାମ ଭାର୍ଗବ
ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍)ର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ। ଶୁକ୍ରବାର ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
କୃଷକଙ୍କ ସହ ଧାରଣାରେ ବସି ଚର୍ଚ୍ଚାକୁ ଆସିଲେ ସ୍ୱରା
ମୁମ୍ବାଇ: ବଲିଉଡ୍ ନାୟିକା ସ୍ୱରା ଭାସ୍କର ଏବେ କିଛି ନା କିଛି କାରଣକୁ ନେଇ ଆସୁଛନ୍ତି ଚର୍ଚ୍ଚାକୁ । ସୋସିଆଲ ମିଡିଆରେ ଦେଶ ସହ ଜଡିତ ବିଷୟକୁ ନେଇ ନିଜର ବେକାବୁ ବୟାନ ଦେଇ ଏହି ନାୟିକା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…
ଶୁଭେନ୍ଦୁଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କଲେନି ବାଚସ୍ପତି
କୋଲକାତା,୧୮।୧୨-ଗତକାଲି ବିଧାୟକ ପଦରୁ ଇସ୍ତଫା ଦେଇଥିବା ଟିଏମ୍ସିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ। ବର୍ତ୍ତମାନ ପରିସ୍ଥିତିରେ ଶୁଭେନ୍ଦୁଙ୍କ ଇସ୍ତଫା ଗ୍ରହଣ କରାଯିବା ନାହିଁ…
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ କରୋନା
ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ। ଏ ନେଇ ଶୁକ୍ରବାର ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସ୍ବାସ୍ଥ୍ୟ…
ଅଢ଼େଇ ବର୍ଷ ବୟସରେ ୭ଜଣଙ୍କ ଜୀବନ ବଞ୍ଚାଇଲା ଏହି ଶିଶୁ: ଖେଳିବା ବେଳେ ଛାତରୁ ଗଳି ପଡ଼ି ଯାଇଥିଲା ଜୀବନ
ସୁରଟ,୧୮।୧୨: ଅଙ୍ଗଦାନ କରି ୭ଜଣଙ୍କୁ ନୂଆ ଜୀବନ ଦେଲା ଅଢ଼େଇ ବର୍ଷର ଶିଶୁ। ଗୁଜରାଟର ସୁରଟ ସହରରେ ଏଭଳି ଏକ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି। ଶିଶୁ ହେଲେ ଯଶ ଓଝା। ଡାକ୍ତରମାନେ ଯଶଙ୍କୁ ବ୍ରେନ୍ ଡେଡ୍ ଘୋଷଣା କରିବା ପରେ…
ଭାରତୀୟ ବୋଲିଂ ଆଗରେ ଫିକା ପଡ଼ିଲା ବ୍ୟାଟିଂ: ୧୪୩ ରନ୍ରେ ୮ ଉଇକେଟ ହରାଇଲା ଅଷ୍ଟ୍ରେଲିଆ
ଆଡିଲେଡ୍, ୧୮।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିବାରାତ୍ର ମ୍ୟାଚ୍ରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଙ୍ଗାରୁ ଦଳ। ଶୁକ୍ରବାର ପ୍ରଥମ ଇନିଂସର ୬୧ ଓଭର ସୁଦ୍ଧା ଅଷ୍ଟ୍ରେଲିଆ ଦଳ ୧୪୩ ରନ୍ କରି ୮ ଉଇକେଟ ହରାଇଛି। ଟିମ୍ ପେନ୍(୪୨) ଏବଂ…
ଦେଢ଼ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ନୟାଗଡ଼ ଅଫିସ,୧୮।୧୨: ନୟାଗଡ଼ ଜିଲା ଅବକାରୀ ବିଭାଗ ସିନ୍ଦୁରିଆ ବ୍ୟାଙ୍କ ଛକରେ ଶୁକ୍ରବାର ଚଢ଼ାଉ କରିଛି। ଚଢ଼ାଉରେ ପୋଲିସ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ଜଣଙ୍କୁ ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସଦର ନିରଞ୍ଜନ ମହାରଣା (…
ଖାଲି ପ୍ରେମ ନୁହେଁ, ପୁରୁଷ ସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା
ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା…
ବାଥଟବ୍ରେ ବାଘ…
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…
Archives


