ଭାରତ ୨୪୪ ରନ୍ରେ ଅଲଆଉଟ୍
ଆଡିଲେଡ୍,୧୮।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିବାରାତ୍ର ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ପ୍ରଥମ ଇନିଂସରେ ୨୪୪ ରନ୍ରେ ଅଲଆଉଟ୍ ହୋଇଯାଇଛି। ପ୍ରଥମ ଦିନ ୬ ଉଇକେଟ୍ ହରାଇ ୨୩୩ ରନ୍ ସଂଗ୍ରହ କରିଥିଲା। ଦ୍ୱିତୀୟ ଦିନ ମାତ୍ର ୧୧ରନ୍ ଯୋଡିି…
ଫଳ ବଜାରରେ ଲାଗିଲା ନିଆଁ
ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି…
ଭାଜପା ପାଇଁ ବଢିଲା ଅଡୁଆ
ଚଣ୍ଡିଗଡ,୧୮।୧୨: ପଞ୍ଜାବ ଏବଂ ହରିୟାଣା ସମେତ ଅନେକ ରାଜ୍ୟର କୃଷକମାନେ କେନ୍ଦ୍ରୀୟ କୃଷି ଆଇନକୁ ବିରୋଧ କରୁଛନ୍ତି। ଏଭଳି ପରିସ୍ଥିତିରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର କୃଷକମାନଙ୍କୁ ବିଶ୍ୱାସ ଦେବାକୁ ଚେଷ୍ଟା କରୁଛନ୍ତି ଯେ ଏହି କୃଷି ଆଇନ କୃଷକଙ୍କ ସ୍ବାର୍ଥରେ…
ଖୁସି ଖବର ଦେଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଖୁବ୍ଶୀଘ୍ର ସେ ମା’ ହେବାକୁ ଯାଉଛନ୍ତି। ନିଜେ ନେହା ସୋସିଆଲ ମିଡିଆରେ ଏହି ଖୁସି ଖବର ଜଣାଇଛନ୍ତି। ନେହା ଇନ୍ଷ୍ଟାଗ୍ରାମ୍ରେ ସ୍ବାମୀ ରୋହନପ୍ରୀତ ସିଂହଙ୍କ ସହ ଏକ ସୁନ୍ଦର ତଥା…
ଘାଟିରେ ଓଲଟିଲା ବସ୍, ୨୫ ଯାତ୍ରୀ ଆହତ
ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ…
ମୁଖ୍ୟମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ
ରାଞ୍ଚି,୧୮।୧୨: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମପନ୍ତ ସୋରେନଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛନ୍ତି। ଜଣେ ମଡେଲ ଏହି ଅଭିଯୋଗ ଆଣିଛନ୍ତି। ନ୍ୟାସନାଲ କମିଶନ ଫର ମହିଳା (ଏନସିଡବ୍ଲ୍ୟୁ) ହେମନ୍ତ ସୋରେନ ଉପରେ ମଡେଲ ଦ୍ୱାରା ଲଗାଯାଇଥିବା ବଳାତ୍କାର ଅଭିଯୋଗକୁ ଗୁରୁତର ସହ ନେଇଛି।…
ଥରିଲା ଦିଲ୍ଲୀ
ନୂଆଦିଲ୍ଲୀ,୧୮।୧୨: ମଣିପୁର ପରେ ଦିଲ୍ଲୀରେ ଭୂକମ୍ପ ଝଟ୍କା ଲାଗିଛି। ଭୂକମ୍ପ ତୀବ୍ରତା ଏପର୍ଯ୍ୟନ୍ତ ଜଣାପଡି ନାହିଁ। କିନ୍ତୁ ମଧ୍ୟ ଧରଣରୁ ଭୂକମ୍ପ ଅନୁଭୂତ ହୋଇଥିବା କୁହାଯାଉଛି। ଭୂକମ୍ପ ଅନୁଭୂତ ହେବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଦିଲ୍ଲୀ…
ଫଟୋଗ୍ରାଫରଙ୍କୁ ଦେଖି ବିରକ୍ତ ହେଲେ ତୈମୁର: ରାଗରେ କହିଲେ ଏମିତି…
ବଲିଉଡ୍ ଅଭିନେତ୍ରୀ କରୀନା କପୁର ଏବଂ ସୈଫ୍ ଅଲ୍ଲୀ ଖାନ୍ଙ୍କ ପୁଅ ତୈମୁରଙ୍କର ଅନେକ ପ୍ରଶଂସକ ରହିଛନ୍ତି। ତୈମୁରଙ୍କର ଗୋଟିଏ ଲୁକ୍ ପାଇଁ ଫଟୋଗ୍ରାଫରମାନେ ତାଙ୍କ ଘର ସାମ୍ନାରେ ଘଣ୍ଟା ଘଣ୍ଟା ଅପେକ୍ଷା କରିଥାନ୍ତି। ନିକଟରେ ତୈମୁରଙ୍କର ଏକ ଭିଡିଓ ସୋସିଆଲ…
୨୦ରେ ମହାପ୍ରଭୁ ପିନ୍ଧିବେ ଘୋଡ଼
ପୁରୀ ଅଫିସ,୧୮ା୧୨: ଶୀତ ଜୋର୍ ଧରିବା ଆରମ୍ଭ କଲାଣି। ତେଣୁ ମହାପ୍ରଭୁଙ୍କୁ ଶୀତ ପ୍ରକୋପରୁ ସୁରକ୍ଷିତ ରଖିବା ପାଇଁ ଘୋଡ଼ ଲାଗି କରାଯିବ। ଦରଜି ସର୍ଦ୍ଦାର ପ୍ରକାଶ ମହାପାତ୍ର ଏହି ଘୋଡ଼ (ଶୀତବସ୍ତ୍ର) ତିଆରି କରିସାରି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର…
ନୌ ପର୍ଯ୍ୟଟନ ପାଇଁ ନୂଆ ସୁଯୋଗ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେରଳ ଭଳି ଓଡ଼ିଶାକୁ ଦେଶର ପ୍ରମୁଖ ନୌ ପର୍ଯ୍ୟଟନସ୍ଥଳୀରେ ପରିଣତ କରାଯିବ। ଜଳକ୍ରୀଡ଼ା ସହ ଆମୋଦପୂର୍ଣ୍ଣ ଜଳ ପର୍ଯ୍ୟଟନର ବିକାଶ ହେବ। ଏସିଆର ସର୍ବବୃହତ୍ ଲୁଣି ହ୍ରଦ ଚିଲିକା, ୪୮୨ କିମି ସୁଦୀର୍ଘ ଉପକୂଳ, ୮ ବୃହତ୍ ଜଳଭଣ୍ଡାର ସହ…
ପୁଣି କାନ୍ଦିଲେ ବାବା
ସୋସିଆଲ ମିଡିଆରେ ଦିଲ୍ଲୀର ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏବେ ନିଜ ଜୀବନ ଜୀବନ ବଞ୍ଚାଇବା ପ୍ରାର୍ଥନା କରିଛନ୍ତି। ସେ ଏତେ ଭୟରେ ଅଛନ୍ତି ଯେ ଘରୁ ବାହାରକୁ ଯିବାକୁ ଡରୁଛନ୍ତି। ବାବା…
କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା: ଶିଶୁ ମୁଣ୍ଡରେ ଇଟାବୋଝ
ମହାକାଳପଡା,୧୮ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଶୁମାନଙ୍କ ପ୍ରତିଭା ବିକାଶ କରିବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସମାଜରେ ନିଜର ସ୍ବାର୍ଥ ସାଧନ ପାଇଁ ଶିଶୁମାନଙ୍କୁ ଘରୋଇ, ନିର୍ମାଣ କାମ, ହୋଟେଲ ଓ ଅନ୍ୟ କାର୍ଯ୍ୟରେ ସ୍ବଳ୍ପ ମୂଲ୍ୟ…
Archives


