Home Left

କୃଷକ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ: କରିପାରିବେନି କୌଣସି ରାସ୍ତା ବନ୍ଦ

ନୂଆଦିଲ୍ଲୀ,୧୭ ।୧୨:କେନ୍ଦ୍ରର କୃଷି ଆଇନକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନର ଶୁଣାଣି କରାଯାଉଛି । ଶୁଣାଣି ସମୟରେ ମୁଖ୍ୟ ବିଚାରପତି(ସିଜେଆଇ) ଏଏସ୍ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି କୃଷକଙ୍କର ଆନ୍ଦୋଳନ କରିବାର ଅଧିକାର ରହିଛି । ଏଥିରେ ଆମେ…

ବିରାଟ କୋହଲିଙ୍କ ହାତରୁ ବୋହିଲା ରକ୍ତ: ଭାରତ ୪୦ ଓଭରରେ ୭୨/୨

ଆଡିଲେଡ,୧୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦିବାରାତ୍ର ପ୍ରଥମ ଟେଷ୍ଟ ଆଡିଲେଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଭାରତୀୟ ଦଳ ଧୀମା ବ୍ୟାଟିଂ କରିଛି। ଦଳ ୪୦ ଓଭରରେ ୨ ଉଇକେଟ…

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଥିବା ଗୁରୁବାର ସୂଚନା ମିଳିଛି। ତେବେ ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ…

ଘର ସଫେଇ ପାଇଁ ଉଲଗ୍ନ ମହିଳା ଯୋଗାଉଛି ଏହି କମ୍ପାନୀ, ପ୍ରତି ଘଣ୍ଟାକୁ ନେଉଛି ଏତିକି ଚାର୍ଜ

ଘର ସଫା କରିବା ପାଇଁ ବିଭିନ୍ନ ଏଜେନ୍ସି ଅଛି, ଯାହା ସୁଇପର ସୁବିଧା ଯୋଗାଇଥାଏ। ମାତ୍ର ଆଜିକାଲି ଏକ କମ୍ପାନୀ ଏହାର ଅଜବ ଅଫର ଯୋଗୁ ଚର୍ଚ୍ଚାରେ ରହିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଏହି କମ୍ପାନୀ ଘରେ ସଫାସୁତରା ପାଇଁ ଲଗ୍‌ଜରୀ,…

ଶୂନରେ ଆଉଟ୍‌ ହେଲେ ପୃଥ୍ବୀ ଶ: ଲୋକେ କହିଲେ ‘ଗୋଟିଏ ବଲ୍‌ରେ ସଚିନ-ସେହଓ୍ବାଗ-ଲାରାଙ୍କ ଉଇକେଟ୍‌ ନେଇଗଲେ ଷ୍ଟାର୍କ

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛି। ଯୁବ ଓପନର ପୃଥ୍ବି ଶଙ୍କୁ ସୁଯୋଗ ମିଳିଥିବା ବେଳେ ପ୍ରଥମ ପାଳିରେ ସେ ଖାତା ଖୋଲିପାରିନାହାନ୍ତି। ଗୋଲାପୀ ବଲ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ର ଦ୍ୱିତୀୟ ବଲ୍‌ରେ ପୃଥ୍ବୀଙ୍କୁ…

ଅସନ୍ତୁଷ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଦେବ କଂଗ୍ରେସ: ଡିସେମ୍ବର ୧୯ରେ ନେତାଙ୍କୁ ଭେଟିପାରନ୍ତି ସୋନିଆ

ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ନେତୃତ୍ୱ ପରିବର୍ତ୍ତନ ନେଇ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଅସନ୍ତୁଷ୍ଟଙ୍କୁ ଚୁପ କରାଇବା ପାଇଁ କଂଗ୍ରେସ ପକ୍ଷରୁ ନୂଆ ଯୋଜନା କରାଯାଇଛି। ଡିସେମ୍ବର ୧୯ରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେତେକ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେତେକ…

କୂଅରୁ ମିଳିଲା ନିଖୋଜ ଶିଶୁପତ୍ରର ମୃତଦେହ

ଢେଙ୍କାନାଳ ଅଫିସ୍‌,୧୭।୧୨: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁ ଦାଣ୍ଡରେ ଖେଳୁ ଖେଳୁ ନିଖୋଜ ହୋଇଯାଇଥିଲା ଚନ୍ଦନ ସାହୁଙ୍କ ୩ ବର୍ଷର ପୁଅ କାଳିଆ। ବହୁ ଖୋଜାଖୋଜି ପରେ ପରିବାର ଲୋକେ ଛୁଆଟିର ପତ୍ତା ପାଇ ନ ଥିଲେ। ତେବେ…

ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ପ୍ରସ୍ତୁତି: ସୁରକ୍ଷାରେ ରହିବେ ଅଧିକ ଯବାନ

ନୂଆଦିଲ୍ଲୀ,୧୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ସୁରକ୍ଷା ଏଜେନ୍ସି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ଆକ୍ରମଣ ପରେ ଶାହାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି…

୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା: ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ଆଶା ନୋହିଲା

ବେଙ୍ଗାଲୁରୁ,୧୭।୧୨: କର୍ନାଟକରେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବା ପରିବର୍ତ୍ତେ ୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା ଦେଇ ଭାଜପାରେ ଜାରି ରହିଥିବା ଅସନ୍ତୁଷ୍ଟଙ୍କ ମୁହଁ ବନ୍ଦ କରିବାକୁ ସକ୍ଷମ ହୋଇଛନ୍ତି। ବିଭିନ୍ନ ନିଗମ ଏବଂ ବୋର୍ଡ ଅଧ୍ୟକ୍ଷ ଭାବେ ବିଧାୟକଙ୍କୁ…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ପାକିସ୍ତାନର ପ୍ରସିଦ୍ଧ ତଥା କିମ୍ବଦନ୍ତୀ ଅଭିନେତ୍ରୀ ଫରିଦା ବେଗମ ଆଉନାହାଁନ୍ତି। ଲାହୋରରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ୭୩ ବର୍ଷ ହୋଇଥିଲା। ସେ ଦୀର୍ଘ ସମୟ ଧରି ପାକିସ୍ତାନୀ ସିନେମାରେ ଅଭିନୟ କରିଥିଲେ ଏବଂ ବଡ ପରଦାରେ ଏକ ଅବିସ୍ମରଣୀୟ…

ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ ରାସ…

ଅମିତାଭ ବଚ୍ଚନଙ୍କ ସବୁଠୁ ପସନ୍ଦର କାର୍‌, ପଡୋଶୀଙ୍କ ଦେଖି କରୁଥିଲେ ଇର୍ଷା

ବଲିଉଡ୍‌ ସୁପର୍‌ଷ୍ଟାର ଅମିତାଭ ବଚ୍ଚନ ଏବେ କୌନ ବନେଗା କରୋଡପତି ଶୋ’ ହୋଷ୍ଟ ଭୂମିକାରେ ଅଛନ୍ତି। ଏହି ଶୋ’ ମାଧ୍ୟମରେ ଦେଶରୁ ବିଭିନ୍ନ ପ୍ରାନ୍ତରୁ ଆସିଥିବା ପ୍ରତିଯୋଗୀଙ୍କ ସହ ନିଜ ମନର କଥା ବାଣ୍ଟନ୍ତି। ନିକଟରେ ଅମିତାଭ ବଚ୍ଚନଙ୍କ ସାମ୍ନାରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri