Home Left

ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ ମଧ୍ୟ…

ଓଏସ୍‌ଏଲ୍‌ଏସ୍‌ଏ ସଦସ୍ୟ ସଚିବ ଭାବେ ଦାୟିତ୍ୱ ନେଲେ ବିଦ୍ୟୁତ୍‌ ମିଶ୍ର

କଟକ ଅଫିସ,୧୪ା୪: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ)ର ସଦସ୍ୟ ସଚିବ ଭାବେ ବିଦ୍ୟୁତ୍‌ କୁମାର ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କଟକସ୍ଥିତ ବିଭାଗୀୟ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରି ଜ୍ୟୋତି ରଞ୍ଜନ ଦାଶ ଓ କମଳାକାନ୍ତ କର…

ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା ନିର୍ବାଚନମଣ୍ଡଳୀସ୍ତରରେ କୋଭିଡ୍‌ ନିୟମ ଅନୁଯାୟୀ ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…

କୋଇଲା ତଳୁ ଯୁବକ ଉଦ୍ଧାର

ତାଳଚେର,୧୪ା୪(ନି.ପ୍ର.): ଟ୍ରେନ୍‌ ଓ୍ବାଗନରେ କୋଇଲା ବୋଝେଇ ବେଳେ ପୋତି ହୋଇଯାଇଥିବା ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ। ଉଦ୍ଧାର ଯୁବକଙ୍କୁ ଚିକିତ୍ସା ପାଇଁ ସେଣ୍ଟ୍ରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା…

ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା। ଏହାକୁ ବିଜେଡି ମଧ୍ୟ ପ୍ରସଙ୍ଗ କରି ଭାଜପା ଉପରେ ବର୍ଷିଛି। ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା…

ୟାକୁବଙ୍କୁ ୭ଦିନିଆ ରିମାଣ୍ଡରେ ନେଲା ପୋଲିସ

କଟକ ଅଫିସ, ୧୪।୪: ଏସ୍‌ସିବିରୁ ଫେରାର ଗ୍ୟାଙ୍ଗ୍‌ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍‌ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍‌ ସୋମବାର ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ନିଲମ୍ବିତ କନଷ୍ଟେବଳ ମହମ୍ମଦ ମୌସୁମ୍‌ଙ୍କ ଅଭିଯୋଗକ୍ରମେ ରୁଜୁ ହୋଇଥିବା…

ଏ ବର୍ଷ ଭଲ ବର୍ଷିବ

ଭୁବନେଶ୍ୱର, (ବ୍ୟୁରୋ)/ ନୂଆଦିଲ୍ଲୀ, ୧୪ା୪: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ପ୍ରଶାନ୍ତ ମହାସାଗରରେ ଏଲ-ନିନ୍ୟୋର ପ୍ରଭାବ ନାହିଁ। ପାଗ ଅନୁକୂଳ ରହିବ। ଓଡ଼ିଶା ସମେତ ସମଗ୍ର ଦେଶରେ ଭଲ ବର୍ଷା ହେବ। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ…

ଚିନ୍ତା ବଢ଼ାଇଛି ଟିକା ଅଭାବ

୧୧ ଜିଲାରେ ଟିକାକରଣ ବନ୍ଦ ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଟିକା ଅଭାବ ଚିନ୍ତା ବଢ଼ାଇଦେଲାଣି। ଟିକା ଅଭାବରୁ ଏବେ ୧୧ଟି ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା…

ପ୍ରେମିକାଙ୍କ ପାଇଁ ସ୍ତ୍ରୀଙ୍କୁ ନାମ ବଦଳାଇବାକୁ କହିଥିଲେ ଏହି ଅଭିନେତା, ରାଗିଯାଇ ସ୍ତ୍ରୀ କହିଲେ…

ଅଭିନେତା କବୀର ବେଦୀ ତାଙ୍କ ଫିଲ୍ମ ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ସେ ବର୍ତ୍ତମାନ ତାଙ୍କ ଜୀବନୀ ‘ଷ୍ଟୋରିଜ୍‌ ଆଇ ମଷ୍ଟ ଟେଲ୍‌ ଦ ଇମୋଶନାଲ ଲାଇଫ ଅଫ ଦ ଆକ୍ଟର’ ପୁସ୍ତକ ପବ୍ଲିସ ହୋଇଛି। ଏହି…

ଏହି ୪ ରାଶିର ବ୍ୟକ୍ତି ବହୁତ ସଚ୍ଚୋଟ: ଅନ୍ଧଭାବେ କରିହେବ ବିଶ୍ୱାସ

କାହା ଉପରେ ଭରସା କରିବା ସବୁଠାରୁ କଷ୍ଟକର। କାରଣ ଲୋକମାନେ ବାହାରୁ କିଛି ଦେଖାଯାଉଥିବା ବେଳେ ଭିତରୁ ଆଉ କିଛି ଥାନ୍ତି। ପ୍ରତ୍ୟେକ ଚେହେରା ପଛରେ ଏକ ନୂଆ ଚେହେରା ଲୁଚି ରହିଥାଏ। ତେବେ ଭରସାଯୋଗ୍ୟ ବ୍ୟକ୍ତିଟିଏ ଖୋଜି ପାଇବା ବର୍ତ୍ତମାନ…

୬ ମାସ ହେଲା ନାବାଳିକାଙ୍କୁ ବଳାତ୍କାର କରୁଥିଲେ ୫ ଯୁବକ

ଚେନ୍ନାଇ, ୧୩ା୪- ଗତ ୬ ମାସ ହେଲା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଡରାଇ ଧମକାଇ ବଳାତ୍କାର କରୁଥିଲେ ୫ ଯୁବକ। ତାମିଲନାଡୁର କୁଡ଼ାଲୋରରୁ ଆସିଛି ଏଭଳି ଅଭିଯୋଗ। ପୀଡ଼ିତାଙ୍କ ବାପା ଚେନ୍ନାଇରେ କାମ କରୁଥିବାରୁ ସେ ସମ୍ପର୍କୀୟଙ୍କ ଘରେ ରହୁଥିଲେ।…

ନିର୍ବାଚନ ପ୍ରଚାର ପାଇଁ କୁକୁର ଦେହରେ ମାରିଲେ ପୋଷ୍ଟର

ରାଇ ବରେଲି, ୧୩ା୪- ମତଦାତାଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ଖୁବ୍‌ ଅନନ୍ୟ ଓ ଅଦ୍ଭୁଦ ଉପାୟ ଆପଣେଇବା କିଛି ନୂଆ କଥା ନୁହେଁ। କିନ୍ତୁ ନିର୍ବାଚନ ପ୍ରଚାର ଲାଗି ମାନବିକତା ଭୁଲି କୁକୁରଙ୍କ ବ୍ୟବହାର କରିବା କେଉଁ ଆଡ଼ୁ ଠିକ୍‌?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?