Home Left

ସରକାରୀ ମେଡିକାଲରେ ବିଛାଡ଼ି ହୋଇ ପଡ଼ିଛି ମୃତଦେହ

ଭୋପାଳ, ୧୨ା୪- ମେଡିକାଲରେ ଏଣେତେଣ ପଡ଼ି ରହିଛି ମୃତଦେହ। କେବଳ ଚଟାଣାରେ କିମ୍ବା ବାହାରେ ନୁହେଁ, ମେଡିକାଲ ପରିସରରେ ଯେଉଁଠାରେ ଫାଙ୍କା ଯାଗ ମିଳିଲା ସେଠାରେ ରଖାଯାଇଛି କୋଭିଡ୍‌ କାରଣରୁ ଘଟିଥିବା ଲୋକଙ୍କ ମୃତୁଦେହ। ଛତିଶଗଡ଼ ରାଜଧାନୀ ରାୟପୁରର ସବୁଠୁ ବଡ଼…

ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ କର୍ମଚାରୀ ଆକା୍ରନ୍ତ ହୋଇଥିବା ଜଣାପଡିବା ପରେ କଲେଜ କର୍ତ୍ତୃପକ୍ଷ ଆଗାମୀ ଏକ ସପ୍ତାହ ଅର୍ଥାତ୍‌…

ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ରୋକିବା ନିମନ୍ତେ ଜିଲାରୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶକୁ ସଂଯୋଗ କରୁଥିବା ସମସ୍ତ ୫…

ବାଇପାସ୍‌ ସର୍ଜରୀ ପରେ ଏମ୍ସରୁ ଫେରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୪: ହୃତ୍‌ପିଣ୍ଡରେ ବାଇପାସ୍‌ ସର୍ଜରୀ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଏମ୍ସରୁ ଫେରିଛନ୍ତି। ରାଷ୍ଟ୍ରପତି ଭବନରେ ପହଞ୍ଚତ୍ବା ପରେ କୋବିନ୍ଦ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିବା ସମସ୍ତଙ୍କୁ ଧନ୍ୟବାଦ ଜଣାଇନ୍ତି। ଏଥିସହିତ ଏମ୍ସ ଏବଂ ଆର୍ମି ହସ୍ପିଟାଲର…

ବିରଳ ରେକର୍ଡର ଅଧିକାରୀ ହେଲେ ଗେଲ୍‌

ମୁମ୍ବାଇ, ୧୨ା୪- ୟୁନିଭର୍ସ ବସ ଭାବେ ଜଣାଶୁଣା କ୍ରିସ୍‌ ଗେଲ୍‌ ସୋମବାର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସେ ଲଗାଇଛନ୍ତି ୩୫୦ ଛକା। କୌତୁହଳର ବିଷୟ ହେଲା ଯେ, ଅନ୍ୟ…

ରାଜସ୍ଥାନ ଆଗରେ ଚଳିତ ଆଇପିଏଲର ସବୁଠୁ ବଡ଼ ଟାର୍ଗେଟ୍‌

ମୁମ୍ବାଇ, ୧୨ା୪- ଓ୍ବାଙ୍ଖଡେ ଷ୍ଟାଡିୟମ ଏବେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପାଲଟିଛି ସ୍ବର୍ଗ। ସୋମବାର ଦେଖିବାକୁ ମିଳିଛି ଛକା ଓ ଚୌକାର ବର୍ଷା। ବୋଲରଙ୍କୁ କେବଳ ଭାଗ୍ୟ ହିଁ ସାହା। ରାଜସ୍ଥାନ ରୟାଲ୍ସ ବୋଲରଙ୍କୁ କିଛି ଏଭଳି ଦୃଶ୍ୟ ଦେଖାଇଛନ୍ତି କିଙ୍ଗ୍ସ ପଞ୍ଜାବର…

ଓଡ଼ିଶାକୁ ଲାଗିଥିବା ଛତିଶଗଡ଼, ଝାଡ଼ଖଣ୍ଡ ସୀମା ସିଲ୍‌

ସୁନ୍ଦରଗଡ଼, ୧୨।୪ : ରାଜ୍ୟର ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ସରକାରଙ୍କ ଚିନ୍ତା ବଢିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡକୁ ଲାଗିଥିବା ଏହି ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ସୀମା ସିଲ୍‌…

ହୋଟେଲରେ ବସି ଖାଇ ପାରିବେନି ଗ୍ରାହକ

ଟିଟିଲାଗଡ଼, ୧୨।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ମଙ୍ଗଳବାରଠାରୁ ଉପଖଣ୍ଡରେ ଥିବା ଜଳଖିଆ ଦୋକାନ, ରେଷ୍ଟୁରାଣ୍ଟ ଓ ହୋଟେଲରେ ବସିକି ଖାଇପାରିବେ ନାହିଁ ଗ୍ରାହକ। ଏହାବଦଳରେ ଦୋକାନୀଙ୍କୁ ଖାଦ୍ୟ ପାର୍ସଲ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ନିର୍ବାଚନ ପ୍ରଚାର କରିପାରିବେ ନାହିଁ ମମତା

କୋଲକାତା, ୧୨ା୪- ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ ଆୟୋଗ (ଇସି)। ତୃଣମୂଳ କଂଗ୍ରେସ ସୁପ୍ରିମୋ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନିର୍ବାଚନ ରାଲି ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଭାଗ ଭାଗ…

ନିର୍ବାଚନ ପାଇଁ ୨ ସପ୍ତାହରେ ବଢ଼ିଛି ୩୦୦ ଗୁଣା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୨ା୪- ନିର୍ବାଚନର ସମ୍ମୁଖୀନ ହୋଇଥିବା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ କୋଭିଡ୍‌-୧୯ ପଜିଟିଭଙ୍କ ସଂଖ୍ୟା ଦୁଇ ଗଣା ବଢ଼ିଯାଇଛି। ଆସାମ ଓ ପଶ୍ଚିମବଙ୍ଗରେ ନିର୍ବାଚନ ଆୟୋଗ (ଇସି) ତାରିଖ ଘୋଷଣା କରିବା ପୂର୍ବରୁ ଚାଲୁଥିଲା ପ୍ରଚାର…

ଆଶାରେ ରହିଗଲା ଇଞ୍ଜିନିୟର ହେବା

କେନ୍ଦୁଝର,୧୨ା୪: କେନ୍ଦୁଝର ଟାଉନ ଥାନା ଅଧୀନ ଜାମୁନାଳିଆଠାରେ ଥିବା ସରକାରୀ ଇଞ୍ଜିନିୟରିଂ କଲେଜ ପଛପଟ ଥିବା ପୋଖରୀରେ ବୁଡ଼ି ସୋମବାର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଇଞ୍ଜିନିୟରିଂ କଲେଜର ମେକାନିକାଲ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର…

ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?