Home Left

ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ କିଙ୍ଗ୍ସ

ମୁମ୍ବାଇ, ୧୨ା୪- ଚଳିତ ଆଇପିଏଲର ଚତୁର୍ଥ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ଅଧିନାୟକ ଭାବେ ସଞ୍ଜୁଙ୍କ ଏହା କ୍ୟାରିୟରର ପ୍ରଥମ ଆଇପିଏଲ ମ୍ୟାଚ୍‌। ବ୍ୟାଟିଂ ଫ୍ରେଣ୍ଡଲି ପିଚ୍‌ ଓ…

ପୂରା ହୋଇଛି ଧୋନୀଙ୍କ ଉଇକେଟ ନେବାର ସ୍ବପ୍ନ

ନୂଆଦିଲ୍ଲୀ, ୧୨ା୪- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉଇକେଟ ନେବା ମୋର ଦୀର୍ଘ ଦିନର ସ୍ବପ୍ନ ଥିଲା। ଏହା ମୁଁ ପୂରଣ କରିଛି ବୋଲି କହିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ପେସର ଅଭେଶ ଖାନ। ସିଏସ୍‌କେ ବିପକ୍ଷ ମ୍ୟାଚ୍‌ରେ ୨୪…

ରାଜଧାନୀରୁ ୧୯୦ ପଜିଟିଭ ଚିହ୍ନଟ: ଚିନ୍ତା ବଢାଉଛି ଖଣ୍ଡଗିରି

ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍‌ସିର…

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ ମଧ୍ୟପ୍ରଦେଶ ସମେତ ୧୦ଟି ରାଜ୍ୟରେ କରୋନା ସ୍ଥିତି ଭୟାବହ ହେବାରେ ଲାଗିଛି। ସମସ୍ତ କଟକଣା…

ଜୀବିତ ବ୍ୟକ୍ତିଙ୍କ ଡେଥ୍‌ ସାର୍ଟିଫିକେଟ…

ପାଟନା,୧୨।୪: ଦେଶରେ କରୋନା ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶ୍ମଶାନ ଘାଟରେ ମଧ୍ୟ ଏହାର ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କରୋନାକୁ ନେଇ ଯେଉଁଠି ଲୋକମାନଙ୍କୁ ଅତ୍ୟଧିକ ସଜାଗ, ସଚେତନତା ରହିବା ଜରୁରୀ ହୋଇପଡ଼ିଛି ସେଠାରେ କେତେକ ହସ୍ପିଟାଲରୁ…

ଦିଦି ମଣିଷ ମାରିବାରେ ବିଶ୍ୱାସ କରନ୍ତି: ମୋଦି

ନୂଆଦିଲ୍ଲୀ,୧୨।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ସରିଛି। ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୭ରେ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବର୍ଦ୍ଧମାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏଥିରେ ମୋଦି ମୁଖ୍ୟମନ୍ତ୍ରୀ…

ଏବେ ରୋଷେଇ କରିବେ ବେବୋ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାଁ ସବୁଠାରୁ ବ୍ୟସ୍ତ ଅଭିନେତ୍ରୀ ଭାବେ ବେଶ୍‌ ଜଣାଶୁଣା। ଅଭିନୟରେ ସବୁବେଳେ କିଛି ନୂଆ କରି ଦେଖାଇବାର ଇଛା ରଖିଥିବା ବେବୋ ଏବେ ଭିନ୍ନ ଅବତାରରେ ଦର୍ଶକଙ୍କ ସମ୍ମୁଖକୁ ଆସିବେ। ପ୍ରଥମ ଗର୍ଭାବସ୍ଥା ଭଳି…

ଚନ୍ଦନେଶ୍ୱର ଶୈବପୀଠରେ ମହାନୀଳ ପର୍ବ: ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼

ଭୋଗରାଇ,୧୨।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହୁଗୁଳୀ ଗ୍ରାମର ଚନ୍ଦନେଶ୍ୱର ମହାଦେବଙ୍କ ସହିତ ଅନ୍ୟାନ୍ୟ ଶୈବ ପୀଠରେ ମହାନୀଳ ପର୍ବ ସୋମବାର ଅନୁଷ୍ଠିତ ହୋଇଛି। ଏହି ଉପଲକ୍ଷେ ଭୋରରୁ ଶ୍ରଧ୍ୟାଳୁଙ୍କ ଭିଡ ଜମିଛି। ଓଡ଼ିଶା ସମେତ ଦୂରଦୂରାନ୍ତରୁ ଆସିଥିବା ଶୈବ ଭକ୍ତମାନେ…

ଦୁଇ ବିଶ୍ୱବିଦ୍ୟାଳୟ କୁଳପତି ନିଯୁକ୍ତ: ଜାଣନ୍ତୁ କେଉଁଠି କିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ଦୁଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର ନିଯୁକ୍ତ ହୋଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରାଯାଇଛି । ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ପ୍ର. ଉମାବଲ୍ଲଭ ମହାପାତ୍ରଙ୍କୁ କୁଳପତି ଭାବେ ନିଯୁକ୍ତ କରାଯାଇଥିବା…

ମାତିଲେ ଚୋର: ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ନେଇଗଲେ ପ୍ରାୟ ୨ଲକ୍ଷ ଟଙ୍କା

ପୁରୁଷୋତ୍ତମପୁର, ୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ଥିବା ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ପ୍ରାୟ ୨ ଲକ୍ଷ ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି। ପ୍ରକାଶ ଯେ,…

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଅଜିତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣିବା…

ବାପାଙ୍କ ଏହି କଥା ଶୁଣି ବଲିଉଡ ଛାଡିବା ନିଷ୍ପତ୍ତି ବଦଳାଇଥିଲେ ଅଭିଷେକ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ କିଛି ସ୍ମରଣୀୟ ଭୂମିକାରେ ଅଭିନୟ କରିଛନ୍ତି। କିନ୍ତୁ ଏହା ପରେ ମଧ୍ୟ ତାଙ୍କୁ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥାଏ। ଅନେକ ଥର ତାଙ୍କୁ ବିଫଳତାର ମଧ୍ୟ ସାମ୍ନା କରିବାକୁ ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?