Home Left

ଏସବୁ ଦହି ସହିତ ମନା..

ଦହି ବିଭିନ୍ନ ପୋଷକ ତତ୍ତ୍ୱରେ ଭରପୁର। ତେବେ ଏହା ସହିତ କେତେକ ଖାଦ୍ୟ ଏକାଠି ନ ଖାଇବାକୁ ଚିକିତ୍ସକ ବାରଣ କରିଥାନ୍ତି। ଦହି ସହିତ ଖଟା ଫଳ ନ ଖାଇବାକୁ କୁହାଯାଇଥାଏ। ଦହିରେ ଥିବା ଲାକ୍ଟିକ୍‌ ଏସିଡ୍‌ ସହିତ ଖଟା ଫଳର…

ଗୋଲାପୀ ବଲ୍‌ରେ କାହିଁକି ଖେଳାଯାଏ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌

ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ଦିନିକିଆ ଏବଂ ଟି-୨୦ ପରେ ବିରାଟ ସେନା ପରେ ଏବେ ଟେଷ୍ଟ ସିରିଜ୍‌ ଖେଲିବାକୁ ଯାଉଛି। ଡିସେମ୍ବର ୧୭ଠାରୁ ସିରିଜ୍‌ର ପ୍ରଥମ ଆରମ୍ଭ ହେବାକୁ ଯାଉଛି। ଆଡିଲେଡରେ ପ୍ରଥମ ଦିବାରାତ୍ର ଟେଷ୍ଟ ଗୋଲାପୀ ବଲରେ…

ଅଧାଘଣ୍ଟା କାନ୍ଦିଥିଲେ ସଲମାନ…

ମୁମ୍ବାଇ, ୧୬।୧୨: ବଲିଉଡ୍‌ର କମେଡ଼ିଆନ୍‌ ଲକ୍ଷ୍ମୀକାନ୍ତ ବର୍ଡେଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକୀ ବୁଧବାର ପାଳିତ ହେଉଛି। କିଡ଼ନୀ ଆକାମୀ ହେବା ଯୋଗୁ ତାଙ୍କର ମୃତ୍ୟୁ ୨୦୦୪ ଡିସେମ୍ବର ୧୬ରେ ହୋଇଥିଲା। ତାଙ୍କ ମୃତ୍ୟୁରେ ସଲମାନ ଖାଁ ଛୋଟ ପିଲାଙ୍କ ଭଳି କଇଁକଇଁ…

ସ୍ବାମୀଙ୍କ ପାଇଁ ଖାଦ୍ୟ ପ୍ୟାକ୍‌ କରିବା ପୂର୍ବରୁ ଖାଇଥାନ୍ତି ସ୍ତ୍ରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କଥାରେ ଅଛି, ଖାଇବା ବାଣ୍ଟିବା(ଶେୟାର କଲେ) ଦ୍ୱାରା ଭଲପାଇବା ବଢ଼ିଥାଏ। ଏହାକୁ ନେଇ ଏବେ ଚର୍ଚ୍ଚାରେ ଜଣେ ମହିଳା। ଆମେରିକାର ଟେକ୍ସାସ୍‌ରେ ରୁହନ୍ତି ଟ୍ରେସି ହୋଓ୍ବେଲ ନାମ୍ନୀ ମହିଳା। ସେ ପେଶାରେ ଜଣେ ଫେସବୁକ୍‌ ୟୁଜର। ନିକଟରେ ଟ୍ରେସି ସୋସିଆଲ ମିଡିଆରେ…

ଶୀତଦିନେ ଏଥିରୁ ଅଧା ଗ୍ଲାସ…

ସପୁରୀରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଶୀତଦିନେ ସପ୍ତାହରେ ଥରେ ସପୁରୀ ଜୁସ୍‌ ଅଧଗ୍ଲାସେ ପିଇଲେ ବହୁ ଉପକାର ମିଳିଥାଏ। ଏଥିରେ ବ୍ରୋମାଲାଇନ୍‌ ନାମକ ଏଞ୍ଜାଇମ୍‌ ରହିଥାଏ। ଏହା ଶରୀରରେ ମ୍ୟୁକସସ୍ତରକୁ ସ୍ବାଭାବିକ କରିବାରେ ସହାୟକ ହୋଇଥାଏ। ସେହିପରି ଏଥିରେ…

ରାଜ୍ୟରେ ସୁସ୍ଥ ହେଲେ ୩୯୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୯୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୭୧ ଜଣ। ଖୋର୍ଦ୍ଧାରୁ ୪୬, ଅନୁଗୋଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡା ଓ ପୁରୀରୁ ୧୮,…

୧୮ ହଜାର ଟଙ୍କାରେ ବିକ୍ରି ହେଉଛି ଫେକ୍‌ କରୋନା ଭାଇରସ ଭାକ୍‌ସିନ

ବେଙ୍ଗାଲୁରୁ,୧୫।୧୨: କରୋନା ପାଣ୍ଡେମିକ୍‌ ପରିସ୍ଥିତିକୁ ପରାସ୍ତ କରିବାର ଏକମାତ୍ର ଉପାୟ ହେଉଛି ଭାକ୍‌ସିନ। ବିକ୍ରି ପାଇଁ କରୋନା ଟିକା ଉପଲବ୍ଧ ଥିବା ଡାର୍କନେଟରେ ଶହ ଶହ ଡୋମେନ ଦାବି କରୁଛନ୍ତି। କେତେକ କ୍ଷେତ୍ରରେ ଟିକାର ମୂଲ୍ୟ ୨୫୦ ଆମେରିକୀୟ ଡଲାର (ଭାରତୀୟ…

ଆସନ୍ତା ୨୦ ବର୍ଷରେ ବିଶ୍ୱର ଶ୍ରେଷ୍ଠ ୩ ଅର୍ଥନୀତିରେ ଅନ୍ତର୍ଭୁକ୍ତ ହେବ ଭାରତ: ଅମ୍ବାନୀ

ନୂଆଦିଲ୍ଲୀ,୧୫।୧୨: ଆସନ୍ତା ୨୦ ବର୍ଷ ମଧ୍ୟରେ ଭାରତ ବିଶ୍ୱର ଶ୍ରେଷ୍ଠ ତିନୋଟି ଅର୍ଥନୀତିରେ ଅନ୍ତର୍ଭୁକ୍ତ ହେବ। ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ସହ ଏକ ଭିଡିଓ ବାର୍ତ୍ତାଳାପରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏହା କହିଛନ୍ତି। ଅମ୍ବାନୀ କହିଛନ୍ତି, ହ୍ବାଟ୍ସଆପ୍‌ର…

ଅଷ୍ଟ୍ରେଲିଆ ଗସ୍ତ କଲେ ରୋହିତ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଅଷ୍ଟ୍ରେଲିଆ ଗସ୍ତକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ଆଗାମୀ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ମଙ୍ଗଳବାର ସକାଳୁ ଅଷ୍ଟ୍ରେଲିଆ ଗସ୍ତ କରିଛନ୍ତି। ଗତ ମାସରେ…

କାବୁଲ ଉପ ରାଜ୍ୟପାଳଙ୍କୁ ହତ୍ୟା କଲେ ଆତଙ୍କବାଦୀ

କାବୁଲ,୧୫।୧୨: ଆଫଗାନିସ୍ଥାନର ରାଜଧାନୀ କାବୁଲର ଉପ ରାଜ୍ୟପାଳ ଓ ତାଙ୍କ ସହାୟକ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ଏ ନେଇ ଦେଶର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଉପ ରାଜ୍ୟପାଳ ମେହବୁବୁଲା ମୋହେବି ମଙ୍ଗଳବାର ତାଙ୍କ ସୁରକ୍ଷାକର୍ମୀଙ୍କ ସହ ଅଫିସକୁ ଫେରୁଥିବାବେଳେ…

ମରଣ ମୁହଁରୁ ମୋ ଭାଇ ଫେରି ଆସିଛି

ବମ୍ବେ: ଖ୍ୟାତନାମା କୋରିଓଗ୍ରାଫର ତଥା ନିର୍ଦ୍ଦେଶକ ରେମୋ ଡିସୁଜା ଏବେ ଅସୁସ୍ଥ। ହୃଦଘାତ ଯୋଗୁ ମୁମ୍ବାଇର କୋକିଲାବେନ୍‌ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ତାଙ୍କର ଏଜିଓପ୍ଲାଷ୍ଟି ସର୍ଜରୀ କରାଯାଇଥିଲା। ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଅଛନ୍ତି ବୋଲି କୁହାଯାଉଛି। ରେମୋଙ୍କ…

ଅଭିନେତା ଅର୍ଜୁନଙ୍କୁ ଏନ୍‌ସିବିର ସମନ

ବମ୍ବେ: ବଲିଉଡ୍‌ରେ ଡ୍ରଗ୍ସ ମାମଲାର ଖୋଳତାଡ଼ କରୁଛି ଏନ୍‌ସିବି। ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ, କମେଡିଆନ୍‌ ଭାରତୀ ସିଂହଙ୍କ ପରେ ଏବେ ଅଭିନେତା ଅର୍ଜୁନ ରାମପାଲଙ୍କୁ ଏନ୍‌ସିବି କରିଛି ସମନ। ଡିସେମ୍ବର ୧୬ରେ ପଚରାଉଚରା କରିବା ପାଇଁ ଅର୍ଜୁନଙ୍କୁ ଡାକରା ଆସିଛି। ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri