Home Left

୫ ବର୍ଷରେ ପାଞ୍ଚ କୋଟି ନିଯୁକ୍ତି ଦେବାକୁ ଚେଷ୍ଟା କରୁଛନ୍ତି ସରକାର : ଗଡକରି

ନୂଆଦିଲ୍ଲୀ,୧୫।୧୨: ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସରକାର ପାଞ୍ଚ କୋଟି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ଗ୍ରାମୀଣ ଶିଳ୍ପଗୁଡିକ ବାର୍ଷିକ ୮୦,୦୦୦ କୋଟି ଟଙ୍କାର କାରବାର କରୁଛନ୍ତି। ଏହାକୁ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫ ଲକ୍ଷ…

ଜିରୋ ନାଇଟ୍‌ ସେଲିବ୍ରେଶନ୍‌ ମନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସୁଛି ନୂଆବର୍ଷ। ହେଲେ ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା। ବର୍ତ୍ତମାନର କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ୩୧ ରାତିରେ ଉତ୍ସବ ପାଳନକୁ ମନା କରାଯାଇଛି। ନୂଆବର୍ଷ ପାଳନ ନେଇ କୌଣସି ଉତ୍ସବ ଆୟୋଜନ କରାଯିବ ନାହିଁ ବୋଲି ମଙ୍ଗଳବାର ଖବରଦାତା…

ମୁସ୍ତାକ ଅଲି ଟି୨୦: ସମ୍ଭାବ୍ୟ କେରଳ ଦଳରେ ଶ୍ରୀସନ୍ଥ

ଥିରୁଭାନାନ୍ଥପୁରମ,୧୫।୧୨: ପୂର୍ବତନ ଭାରତୀୟ ପେସର ଏସ୍‌. ଶ୍ରୀସନ୍ଥ ମଙ୍ଗଳବାର ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟକୁ ଫେରିବା ଦିଗରେ ଆଉ ପାଦେ ଆଗେଇଛନ୍ତି। ଆସନ୍ତା ୨ ତାରିଖରୁ ହେବାକୁ ଯାଉଥିବା ସୟଦ ମୁସ୍ତାକ ଅଲି ଟି୨୦ ଇଭେଣ୍ଟ ଲାଗି ଘୋଷିତ ୨୬ ଜଣିଆ ସମ୍ଭାବ୍ୟ କେରଳ…

କଟକଣା କୋହଳ: ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମହାମାରୀ କରୋନା କଟକଣାକୁ ନେଇ ଥିବା କଟକଣାକୁ କୋହଳ କରାଯାଉଛି। ଏହି କ୍ରମରେ ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି ମିଳିପାରିବ ବୋଲି ସୂଚନା ମିଳିଛି। ତେବେ ୨୫ ତାରିଖ ପାଇଁ ଏହି ଅନୁମତି ଦିଆଯାଇଛି। ହେଲେ ଏହାପୂର୍ବରୁ…

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌: ଟପ୍‌-୧୦ରେ କୋହଲିଙ୍କ ସମେତ ଭାରତର ୩ ଖେଳାଳି

ଦୁବାଇ,୧୫।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି ନୂଆ ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକା। ଏହି ତାଲିକାର ଟପ୍‌-୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମେତ ୩ ଭାରତୀୟ ଖେଳାଳି ସ୍ଥାନ ପାଇଛନ୍ତି। କୋହଲିଙ୍କ…

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଛି। ଜାନୁଆରୀ ୧ ଓ…

ସ୍ବାମୀ ସୈଫଙ୍କ ସହ ଦୁଇ ପୁଅଙ୍କ ଫଟୋ ଶେୟାର କଲେ କରିନା: ଲୋକେ କହୁଛନ୍ତି ଏପରି

ବମ୍ବେ: ଏକଦା ସୋସିଆଲ ମିଡିଆ ଉପରେ ଲୁଚିଲୁଚି ନଜର ରଖୁଥିବା ବେବୋ ଏବେ ବଦଳିଯାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସ୍ବତନ୍ତ୍ର ଆକାଉଣ୍ଟ ଖୋଲି ଭଳିକି ଭଳି ପୋଷ୍ଟ ଶେୟାର କରୁଛନ୍ତି। ମୋଟାମୋଟି ଭାବେ କହିବାକୁ ଗଲେ ଅଭିନେତ୍ରୀ କରିନା କପୁର ଖାନ୍‌ ଏବେ ସୋସିଆଲ…

ଓଡ଼ିଶାରେ କରୋନା ଟିକାକରଣ ପ୍ରସ୍ତୁତି ଆରମ୍ଭ: ଏମାନଙ୍କୁ ଦିଆଯିବ ପ୍ରାଥମିକତା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହି ଟୀକା ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ବୋଲି ମଙ୍ଗଳବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। କରୋନା…

ସରକାର ଦୂର କରିବେ କୃଷକଙ୍କ ସମସ୍ତ ଶଙ୍କା, ବିରୋଧୀ ଉସକାଇବା କାମ କରୁଛନ୍ତି: ମୋଦି

ନୂଆଦିଲ୍ଲୀ,୧୫ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟ ଗସ୍ତ କରିଛନ୍ତି । ଏହି ସମୟରେ ସେ କୃଷି ଆଇନ କଥା ଉଠାଇଛନ୍ତି । କଚ୍ଛରେ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ବିରୋଧୀ କୃଷକଙ୍କୁ ଉସକାଇବା କାମ କରୁଛନ୍ତି । ସେ…

୨୮୯ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରିଛନ୍ତି। ପ୍ୟାକେଜ ଭିତରେ ସୁଧ ରିହାତି, ଟପ୍‌ଅପ୍‌ ସବ୍‌ସିଡି ଆଦି ଅନ୍ତର୍ଭୁକ୍ତ ରହିଛି। ଏଥିରେ ମୁଖ୍ୟତଃ ମହିଳା…

ବିଶାଳ ସମୁଦ୍ର ଉପରେ ଗାଁ

ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ ଗାଁ ରହିଛି। ଏହା ଚାଇନାର ଫୁଜିଆନ ପ୍ରଦେଶର ନିଙ୍ଗଡେ ସହର ନିକଟରେ ଅବସ୍ଥିତ। ବର୍ତ୍ତମାନର…

ଜ୍ୟାକଲିନଙ୍କ ଜିମ୍ ଲୁକ୍‌

ମୁମ୍ବାଇ: ବଲିଉଡ୍ ନାୟିକା ଜ୍ୟାକଲିନ୍ ଫର୍ନାଡିଜ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଥାହାନ୍ତି ଚର୍ଚ୍ଚାରେ । ନିକଟରେ ସେ ତାଙ୍କ ଆଗାମୀ ଫିଲ୍ମ ‘ଭୁତ ପୋଲିସ’ ଓ ‘ବଚ୍ଚନ ପାଣ୍ଡେ’କୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri