‘ବିଦ୍ୟୁତ୍ ଘରୋଇକରଣ ବନ୍ଦ ନ ହେଲେ ଶୁଳ୍କ ବଢ଼ିବ’
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ବିଦ୍ୟୁତ୍ ବଣ୍ଟନ କମ୍ପାନୀ ନେସ୍କୋ, ଓ୍ବେସ୍କୋ ଏବଂ ସାଉଥ୍କୋର ପରିଚାଳନା ଭାର ରିଲାଏନ୍ସ ଏନର୍ଜୀକୁ ଦେଇ ଯେଉଁ କ୍ଷତି ସହିଛନ୍ତି, ତାକୁ ପର୍ଯ୍ୟାୟକ୍ରମେ ଗ୍ରୀଡ୍କୋ ଜରିଆରେ ଶୁଳ୍କ ବୃଦ୍ଧି କରି ଗ୍ରାହକଙ୍କଠାରୁ ଆଦାୟ କରିବା ଆରମ୍ଭ କରିଛନ୍ତି। ୨୦୨୦-୨୧ ବର୍ଷ…
ଆୟୁର୍ବେଦିକ, ହୋମିଓପାଥିକ୍ କଲେଜ ଖୋଲିବାକୁ ଅନୁମତି
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଆୟୁର୍ବେଦିକ ଓ ହୋମିଓପାଥିକ୍ କଲେଜ ଖୋଲିବା ପାଇଁ ସୋମବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ କୋଭିଡ୍ ଗାଇଡ୍ଲାଇନ ପାଳନ କରି କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର…
୧୮ ହଜାର ମନ୍ଦିର ଖୋଲିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଶ୍ରୀମନ୍ଦିର ସହ ରାଜ୍ୟରେ ଅନ୍ୟାନ୍ୟ ମନ୍ଦିର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଗତ ସୋମବାର ନିଷ୍ପତ୍ତି ନିଆଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୋମବାର ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ପାଇଁ…
ହାଇକୋର୍ଟ ଗଲେ ପ୍ରଦୀପ, ଆକାଶ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆଇଏଫସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ତେବେ ଟାଟା ମୋଟର୍ସରେ ଚାକିରି…
ପଡ଼ିଆ ପଡ଼ିଛି ଶିଳ୍ପ ଅଧିକୃତ ଜମି
ଯାଜପୁର ଅଫିସ,୧୫।୧୨: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ପ୍ରାୟ ୩୦ ବର୍ଷ ତଳେ ଯାଜପୁର ଜିଲାରେ ବିପୁଳ ପରିମାଣରେ ଜଙ୍ଗଲ, ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି। ଜିଲା ପ୍ରଶାସନର ତଥ୍ୟ ଅନୁସାରେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୯…
ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଗଜପତି,୧୫।୧୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣି ବ୍ଲକ ଲାବନ୍ୟଗଡ଼ ପଞ୍ଚାୟତର ଏସ୍ .ରାଉତପୁର ସ୍କୁଲ ସହାୟକ ଶିକ୍ଷକ ଦୁସମନ୍ତ ନାୟକଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ନାୟକଙ୍କ ଏଡେଦେଲା…
ଟାଟା ହାତକୁ ଆସିପାରେ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ : ସରକାର ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ଲାଗି ପ୍ରକ୍ରିୟା ଜାରି ରଖିଛନ୍ତି। ସୋମବାର ସୁଦ୍ଧା ଏହି ବିମାନ କମ୍ପାନୀ ନିଲାମ ପ୍ରକ୍ରିୟାରେ ଭାଗନେବା ଲାଗି ଏକ୍ସପ୍ରେଶନ ଅଫ୍ ଇଣ୍ଟରେଷ୍ଟ(ଇଓଆଇ) ବା ଆଗ୍ରହ ପତ୍ର ଦାଖଲ କରିବାର ସୀମା ଧାର୍ଯ୍ୟ…
ଖୁଚୁରା ମୁଦ୍ରାସ୍ଫୀତି ୬.୯୩%
ନୂଆଦିଲ୍ଲୀ: ଖୁଚୁରା ମୁଦ୍ରାସ୍ଫୀତି ନଭେମ୍ବରେ ୬.୯୩% ସ୍ତରକୁ ଖସିଛି। ଖାଦ୍ୟ ସାମଗ୍ରୀ ଦର କମିବାରୁ ଖୁଚୁରା ମୁଦ୍ରାସ୍ଫୀତିରେ ସାମାନ୍ୟ ହ୍ରାସ ହୋଇଛି। ହେଲେ ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟଠାରୁ ଏହା ଊର୍ଦ୍ଧ୍ୱରେ ରହିଥିବା ଜଣାପଡିଛି। ଅକ୍ଟୋବର ମାସରେ ଖାଉଟି ମୂଲ୍ୟସୂଚୀ (ସିପିଆଇ)ଭିତ୍ତିକ…
ସମ୍ପଦ ଦେଉନି ସମୃଦ୍ଧି
ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ ଏହାର…
୩ ହଜାର ଡଲାରର ଭଡ଼ାଘର ପରି ଜେଲ୍: ଫଟୋ ଭାଇରାଲ୍
ଜେଲ୍ ବିଷୟରେ ଶୁଣିଲେ ଲୋକଙ୍କ ଦେହରୁ ଝାଳ ବାହାରିବା ଆରମ୍ଭ ହୁଏ। ଲୋକେ ଏହାକୁ ଏକ କାଳ କୋଠରି ଭାବି ନିଅନ୍ତି। ତେବେ ସୋସିଆଲ ମିଡିଆରେ ଜେଲ୍ର ଏପରି କିଛି ଫଟୋ ଭାଇରାଲ ହେବାରେ ଲାଗିଛି, ଯାହାକୁ ଦେଖିଲେ ଏହା ଜେଲ୍,…
ଟି୨୦ ବିଶ୍ୱକପ୍ ୨୦୨୨ ଯୋଗ୍ୟତା:୧୫ ସ୍ଥାନ ପାଇଁ ୮୬ ଦଳ, ଖେଳାଯିବ ୨୨୫ ମ୍ୟାଚ
ଦୁବାଇ, ୧୫ା୧୨ (ପି.ଟି.)-ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍ ୨୦୨୨ର ୧୫ଟି ସ୍ଥାନ ପାଇଁ ଲଢେଇ କରିବେ ୮୬ଟି ଟିମ୍। ୧୩ ମାସ ଧରି ଖେଳାଯିବ ୨୨୫ ମ୍ୟାଚ। ଏହା ଆସନ୍ତାବର୍ଷ ଏପ୍ରିଲରେ ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)…
ନ୍ୟୁଜିଲାଣ୍ଡର କ୍ଲିନ୍ ସୁଇପ୍
ଓ୍ବେଲିଂଟନ୍, ୧୫ା୧୨ (ଏପି): ସ୍ଥାନୀୟ ବେସିନ୍ ରିଜର୍ଭଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୧୨ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହିତ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ କ୍ଲିନ୍ ସୁଇପ୍ ବିଜୟ ହାସଲ…
Archives


