Home Left

କାର ଭିତରୁ ଲୁଟିନେଲେ ୫ଲକ୍ଷ

ଲଖନପୁର,୧୪ା୧୨(ଡି.ଏନ.ଏ.): ଝାରସୁଗୁଡା ସହର ବମ୍ବେ ଛକ ନିକଟରେ ଅଟକିଥିବା ଏକ କାର ଭିତରୁ ଦୁର୍ବୃତ୍ତମାନେ ସୋମବାର ଦିନ ଦ୍ବିପ୍ରହରରେ ୫ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଝାରସୁଗୁଡା ଟାଉନ ଥାନା ପୋଲିସ ପହଞ୍ଚତ୍ ବିଭିନ୍ନ ରାସ୍ତା ସିଲ୍‌ କରି ଲୁଟ୍‌ ସମ୍ପର୍କରେ ଛାନ୍‌ଭିନ୍‌ ଆରମ୍ଭ…

‘ଦି କପିଲ ଶର୍ମା ଶୋ’କୁ ପୁଣି ଫେରିଲେ ଭାରତୀ

ପ୍ରସିଦ୍ଧ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ପୁଣି ଥରେ ଟିଭିର ଲୋକପ୍ରିୟ କମେଡି ଶୋ ‘ଦି କପିଲ ଶର୍ମା ଶୋ’କୁ ଫେରିଛନ୍ତି। ଭାରତୀ ମଧ୍ୟ ଶୋ ପାଇଁ ଶୁଟିଂ ଆରମ୍ଭ କରିଛନ୍ତି ଏବଂ ସେ ସେଟରୁ କିଛି ଫଟୋ ସୋସିଆଲ ମିଡିଆରେ…

ମନ୍ଦିର ମରାମତି ସମୟରେ ମିଳିଲା ୫ଶହ ଗ୍ରାମ ସୁନା, ଆଉ ତା’ ପରେ…

କର୍ନାଟକର କାଞ୍ଚତ୍ପୁରମ୍‌ ଅଞ୍ଚଳରେ ଥିବା ଏକ ପ୍ରାଚୀନ ମନ୍ଦିରର ମରାମତି ସମୟରେ ୫ଶହ ଗ୍ରାମ ସୁନା ମିଳିଥିଲା। ଏହାକୁ ଜବତ କରିବା ପାଇଁ ଆସିଥିବା ଜିଲା ପ୍ରଶାସନ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଚେନ୍ନାଇଠାରୁ ୯୦ କିଲୋମିଟର ଦୂରରେ ଥିବା…

ବିବିଏଲରେ କୋଭିଡ୍‌-୧୯ ପ୍ରୋଟୋକଲ ଭାଙ୍ଗିଛନ୍ତି କ୍ରିସ ଲିନ, ଡାନ ଲରେନ୍ସ

ବ୍ରିସବେନ,୧୪।୧୨: ବ୍ରିସବେନ ହିଟ୍‌ ଅଧିନାୟକ କ୍ରିସ ଲିନ ଓ କ୍ଲବର ବିଦେଶୀ ଖେଳାଳି ଡାନ ଲରେନ୍ସ ଦଳର ଅନ୍ୟ ସଦସ୍ୟଙ୍କଠାରୁ ଦୂରେଇ ରହିବେ। ଦୁହେଁ କାନବେରାଠାରେ ଶନିବାର କୋଭିଡ୍‌-୧୯ ପ୍ରୋଟୋକଲ ଭଙ୍ଗ କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣାର ତଦନ୍ତ କରୁଛି…

ଭାରସାମ୍ୟ ହରାଇ ବୁଦା ଭିତରେ ପଶିଗଲା ରାଜ୍ୟପାଳଙ୍କ କାର

ହାଇଦ୍ରାବାଦ,୧୪।୧୨-ହିମାଚଳପ୍ରଦେଶର ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କ କାର ସୋମବାର ଦୁର୍ଘଟଣା ହୋଇଛି। ରାଜ୍ୟପାଳ ଓ ତାଙ୍କର ଦୁଇ ସହଯୋଗୀ କାର ଯୋଗେ ହାଇଦ୍ରାବାଦରୁ ନାଲଗୋଣ୍ଡାରେ ଆୟୋଜିତ ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଉଥିଲେ। ସେହି ସମୟରେ ତେଲେଙ୍ଗାନାର ୟାଦାଦ୍ରି ଭୁବନଗିରି ଜିଲାରେ…

କାଠରେ ନୁହେଁ ଆଲୁମୁନିୟମ ବ୍ୟାଟ୍‌ରେ ଖେଳୁଥିଲେ ଏହି ଖେଳାଳି

କ୍ରିକେଟରେ ସାଧାରଣତଃ କାଠରେ ତିଆରି ବ୍ୟାଟ୍‌ ବ୍ୟବହାର କରାଯାଏ। ହେଲେ କ୍ରିକେଟ ଇତିହାସରେ ଏମିତି ଜଣେ ଖେଳାଳି ଥିଲେ, ସେ ଆଲୁମୁନିୟମ ବ୍ୟାଟ୍‌ରେ ବ୍ୟାଟିଂ କରିଥିଲେ। ଘଟଣାଟି ହେଲା ୧୯୭୯ ମସିହାର। ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ପର୍ଥଠାରେ ଖେଳାଯାଉଥିବା ପ୍ରଥମ…

ଆୟୁଷ୍ମାନଙ୍କ ଘରକୁ ଆସିଲା ନୂଆ ଅତିଥି

ମୁମ୍ବାଇ,୧୪।୧୨-ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଘରକୁ ସୋମବାର ନୂଆ ଅତିଥି ଆସିଛି। ଏ ନେଇ ଆୟୁଷ୍ମାନଙ୍କ ସ୍ତ୍ରୀ ତାହିରା ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ତାହିରା ନିଜ ଇନଷ୍ଟାଗ୍ରାମରେ ଏକ ଫୋଟେ ଶେୟାର କରି ଲେଖିଛନ୍ତି, ଆମ ଘରକୁ ଜଣେ…

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୩୧ ସୁସ୍ଥ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ସଲମାନଙ୍କ ଫିଲ୍ମରୁ ଅବିକା ଆଉଟ୍ ମହିମା ଇନ୍‌

ମୁମ୍ବାଇ: ଟେଳିଭିଜନ ଧାରାବାହିକ ବାଳିକା ବଧୂ ଫେମ୍ ଅବିକା ଗୋର୍‌ଙ୍କ ଭାଗ୍ୟରେ ସତେ ଯେମିତି ତାଲା ପଡିଛି । ନିକଟରେ ଶୁଣିବାକୁ ମିଳିଥିଲା କି ସେ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ’ରେ ନଜର ଆସିବେ । ହେଲେ ଏବେ ଜଣାପଡିଛି…

ଆଇସୋଲେଶନରେ ରହି ବୁଢା ହୋଇଗଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା: ଭାଇରାଲ ହେଲା ଫଟୋ

ମୁମ୍ବାଇ,୧୪।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହେବା ପରେ ଘରେ ଆଇସୋଲେଶନରେ ରହିଛନ୍ତି ବଲିଉଡ ଅଭିନେତା ବରୁଣ ଧଓ୍ବନ। ଏକ ରୁମରେ ସଙ୍ଗରୋଧରେ ରହି ସେ ସମୟ ଅତିବାହିତ କରୁଛନ୍ତି। ଏପରିସ୍ଥିତିରେ ନିଜ ଦେହର ଯତ୍ନ ରଖିବା ସହିତ ବରୁଣ ପ୍ରଶଂସକଙ୍କୁ ହସାଇବାରେ ପଛ…

୨୦୨୦ର ପ୍ରକୃତ ହିରୋ, ଦାନ କରିଛନ୍ତି କୋଟି କୋଟି ଟଙ୍କା

ମୁମ୍ବାଇ:୨୦୨୦ ମସିହା ସମସ୍ତଙ୍କ ଜୀବନରେ ଆଣିଛି କିଛି ନା କିଛି ପରିବର୍ତ୍ତନ । ଏହାସହ ଯୋଡି ହୋଇ ଯାଇଥିବା ମହାମାରୀ କରୋନା ଅନେକଙ୍କ ଜୀବନ ଜୀବିକାକୁ ଛଡାଇ ନେଇଥିବା ବଳେ ଲୋକେ ବିଷମ ପରିସ୍ଥିତିର ସାମ୍ନା କରିଛନ୍ତି । ହେଲେ ଏହି…

ଚାକିରି ଛାଡିଥିବା ମଡେଲ୍‌ଙ୍କ ଦାବି: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କଠାରୁ କରିବି ଅଧିକ ରୋଜଗାର, ଜାଣନ୍ତୁ କିପରି

ବ୍ରିଟେନ୍‌ର ୨୪ ବର୍ଷୀୟ ମଡେଲ ଆଲିଆ ମର୍ସିଡିଜ ଦାବି କରିଛନ୍ତି, ସେ ଚଳିତ ବର୍ଷ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କଠାରୁ ଅଧିକ ରୋଜଗାର କରିବାକୁ ଯାଉଛନ୍ତି। ଆଲିଆ ବହୁତ କମ ଲୋକଙ୍କ ମଧ୍ୟରୁ ଜଣେ, ଯେଉଁମାନଙ୍କ ପାଇଁ କରୋନା ଏକ ସୁଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri