Home Left

ଭାରତ-ଚାଇନା ସୀମା ବିବାଦ, ଯେକୌଣସି ପରିସ୍ଥିତି ପାଇଁ ଆମେ ପ୍ରସ୍ତୁତ: ସିଡିଏସ୍‌

କୋଲକାତା,୧୪ ।୧୨: ଚାଇନା ସହ ଲାଗି ରହିଥିବା ସୀମା ବିବାଦକୁ ନେଇ କୋଲକତାଠାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାୱତ କହିଛନ୍ତି କରୋନା ମହାମାରୀ ସମୟରେ ଚାଇନା ବାସ୍ତବିକ ବା ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ପୂର୍ବପରି ଉତ୍ତେଜନା ପରିସ୍ଥିତି ବଜାୟ…

ବାହା ହେବାକୁ ଯାଉଥିଲେ ବର ରାସ୍ତାରେ ଘଟିଲା ଏମିତି, ଆଉ ତା’ ପରେ

ସାଧାରଣତଃ ବିବାହରେ ସମସ୍ତେ ବ୍ୟସ୍ତଥାନ୍ତି। ଏହି ସମୟରେ ସମସ୍ତଙ୍କ ନଜର ବରଯାତ୍ରୀଙ୍କ ନାଚ ଉପରେ ଥାଏ, ଯେଉଁଥିପାଇଁ ଚୋର ଏହାର ସୁଯୋଗ ନେଇ ଚୋରି କରନ୍ତି। ମୂଲ୍ୟବାନ ଜିନିଷ ନେଇ ପଳାଇଥାନ୍ତି। ଠିକ୍‌ ଏହିଭଳି ଘଟଣା ଘଟିଛି। ଦିଲ୍ଲୀର ଜନକପୁରୀ ଅଞ୍ଚଳରେ।…

ଭାଜପା ନେତା ବିଜୟଭର୍ଗିୟଙ୍କୁ ଜେଡ୍ ପ୍ଲସ ସୁରକ୍ଷା ସହ ବୁଲେଟ୍ ଫ୍ରୁଫ୍ କାର୍‌

କୋଲକାତା,୧୪ ।୧୨: ଭାରତୀୟ ଜନତା ପାର୍ଟି(ଭଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟଭର୍ଗିୟଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କିଛିଦିନ ତଳେ ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ର୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏହା କରାଯାଇଥିବା କୁହାଯାଉଛି । ଏହି…

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି । ଛିଣ୍ଡୱାଡାରେ ସମର୍ଥକଙ୍କୁ ସମ୍ବୋଧନ କରିବା ବେଳେ ରାଜନୀତି ଛାଡିବାର ସଙ୍କେତ ଦେଇଛନ୍ତି କମଲନାଥ ।…

ଆକାଶରୁ ହେଲା ଉଲ୍‌କା ବର୍ଷା: ଘଣ୍ଟାପ୍ରତି ଲକ୍ଷେ ୩୦ ହଜାର କିଲୋମିଟର ବେଗରେ ପୃଥିବୀ ଆଡ଼କୁ ଆସିଲା ମାଡ଼ି

ଦୁବାଇ,୧୪।୧୨: ଆକାଶରୁ ଉଲକା ବର୍ଷା ହେବାର ମହାଜାଗତିକ ଦୃଶ୍ୟ ରବିବାର ରାତ୍ରରେ ଦେଖିବାକୁ ମିଳିଛି। ଏଭଳି ଉଲ୍‌କା ବର୍ଷା ଜେମିନି(ମିଥୁନ) ନକ୍ଷତ୍ରପୁଞ୍ଜରୁ ହେଉଥିବାରୁ ଏହାକୁ ଜେମିନିଡ୍‌ କୁହାଯାଇଥାଏ। ଦୁବାଇରେ ଏକ ଘଣ୍ଟା ଧରି ଏହା ଜାରି ରହିଥିଲା। ଏଠାରେ ୧୨୦ ପାଖାପାଖି…

ସ୍ବାସ୍ଥ୍ୟୋପକାରୀ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି ନିୟମିତ ଭିଟାମିନ୍‌ ‘ସି’ଯୁକ୍ତ ଖାଦ୍ୟ ଖାଆନ୍ତି ତେବେ ସେ ଏପରି ସମସ୍ୟାଠାରୁ ନିଜକୁ ଅନେକାଂଶରେ…

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୦ ସୁରକ୍ଷାକର୍ମୀଙ୍କ ମୃତ୍ୟୁ

କାବୁଲ,୧୪।୧୨: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ କରାଯାଇଥିବା ଆକ୍ରମଣରେ ୧୦ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୋଲିସ କମାଣ୍ଡର ରହିଛନ୍ତି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ଚିକିିତ୍ସା ଲାଗି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ

ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓ କବଳରୁ ମୁକ୍ତ କରିବାକୁ ବିମାନ ଯୋଗେ ଡିଜି ଅଭୟ…

ସ୍ମରଣ ଶକ୍ତି ବଢ଼ାଏ ଅଣ୍ଡା

ସ୍ମରଣ ଶକ୍ତି ବଢ଼ାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏହାର ସରଳ ତଥା ସହଜ ଉପାୟ ରହିଛି, ପୁଣି ହାତ ପାଆନ୍ତାରେ। ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ପ୍ରତିଦିନ ଅଣ୍ଡା ଖାଆନ୍ତି, ତେବେ ତାହାର…

ମଙ୍ଗଳ ଗ୍ରହ : କିଛି କଥା

ମଙ୍ଗଳ ଗ୍ରହକୁ ଲୋହିତ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀ ସଦୃଶ ଏହି ଗ୍ରହର ଅକ୍ଷ ୨୩.୫ ଡିଗ୍ରୀ କୋଣରେ ଢଳି କରି ରହିଛି। ଏହି ଗ୍ରହ ନିଜ ଅକ୍ଷ ଚାରିପଟେ ଥରେ ଘୂରି ଆସିବା ପାଇଁ ୨୪ ଘଣ୍ଟା ୩୯ ମିନିଟ୍‌…

ମାନସିକ ଦୁଶ୍ଚିନ୍ତା

ଦୁଶ୍ଚିନ୍ତା ମନ ଭିତରେ ବହୁ ଦିନ ଧରି ବସା ବାନ୍ଧି ରହିବା ଦ୍ୱାରା ମନ ଭାରାକ୍ରାନ୍ତ ହୋଇ ତାହା ମାନସିକ ତଥା ଶାରୀରିକ ସ୍ତରରେ ପ୍ରଭାବ ପକାଇ ଉଚ୍ଚ ରକ୍ତଚାପ, ମଧୁମେହ, ହୃଦରୋଗ, ଶ୍ୱାସ, ଅଜୀର୍ଣ୍ଣ, ମୁଣ୍ଡ ବ୍ୟଥା, ଅନିଦ୍ରା ସହ…

ଧର୍ମାନୁଷ୍ଠାନ ଖୋଲିବା ପ୍ରକ୍ରିୟା ଆରମ୍ଭ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୧୪।୧୨: ଗତ ୯ ମାସ ପରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନଗୁଡିକ ସର୍ବସାଧାରଣଙ୍କ ପାଇଁ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଟୁଇଟ୍‌ ଯୋଗେ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri