କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା
ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ ଡିଜିିପିଙ୍କୁ ଜବାବ ମାଗିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ । ସୋମବାର ଦିନ ୧୨ଟା ୧୫ରେ ମନ୍ତ୍ରଣାଳୟ…
ସ୍କୁଲ ପିଲାଙ୍କ ପାଇଁ ଆସିଲା ନୂଆ ଗାଇଡ୍ଲାଇନ୍: କମିବ ବସ୍ତାନୀ ବୋଝ
ଭୁବନେଶ୍ୱର,୧୪।୧୨: ସ୍କୁଲ ପିଲାଙ୍କ ପାଇଁ ନୂଆ ଗାଇଡ୍ଲାଇନ୍ ଆଣିଛନ୍ତି କେନ୍ଦ୍ର ସରକାର। ଏହି ଗାଇଡ୍ଲାଇନ୍ ଅନୁସାରେ ପିଲାଙ୍କ ବହି ବ୍ୟାଗ ବୋଝ କମିବ। ପିଲାଙ୍କ ଓଜନ ଠାରୁ ବହି ବ୍ୟାଗ୍ର ଓଜନ ୧ାଲି ପ୍ରତିଶତରୁ କମ ରହିବ। ପ୍ରତି ତିନି ମାସରେ…
ଅସ୍ତ୍ରୋପଚାର ପାଇଁ ଅହମ୍ମଦାବାଦ ଗଲେ ୧୦ ହୃଦ୍ରୋଗ ପୀଡିତ ଶିଶୁ
ଛତ୍ରପୁର,୧୪।୧୨(ଡି.ଏନ.ଏ.)- ଗଞ୍ଜାମ ଜିଲାର ହୃଦରୋଗରେ ପୀଡିତ ୧୦ଜଣ ଶିଶୁଙ୍କୁ ଅସ୍ତ୍ରୋପଚାର ପାଇଁ ରବିବାର ରାତିରେ ଅହମଦାବାଦ ପଠାଯାଇଛି। ରାଷ୍ଟ୍ରୀୟ ବାଲ୍ ସ୍ବାସ୍ଥ୍ୟ ଯୋଜନାରେ ଅହମ୍ମଦାବାଦର ସତ୍ୟସାଇ ହୃଦ ହସ୍ପିଟାଲରେ ମାଗଣା ଅସ୍ତ୍ରୋପଚାର ହେବ। ଖୋର୍ଦ୍ଧା ରୋଡ଼ ଷ୍ଟେଶନରୁ ଟ୍ରେନ ଯୋଗେ ଶିଶୁମାନେ…
ପାକିସ୍ତାନର ବିବାଦୀୟ ମନ୍ତବ୍ୟ: ଚାଣକ୍ୟ-ପାଣିନି ଥିଲେ ପାକିସ୍ତାନୀ
ଇସଲାମାବାଦ୍,୧୪।୧୨: ପାକିସ୍ତାନର ବିବାଦୀୟ ମନ୍ତବ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭିଏତ୍ନାମ୍ରେ ଅବସ୍ଥାପିତ ଥିବା ପାକିସ୍ତାନ ରାଷ୍ଟ୍ରଦୂତ କ୍ୱାମର ଅବାସ ଖୋଖାର କହିଛନ୍ତି ଯେ, ପ୍ରାଚୀନ ତକ୍ଷଶୀଳା ବିଶ୍ୱବିଦ୍ୟାଳୟ ପାକିସ୍ତାନରେ ଥିଲା। ଚାଣକ୍ୟ ଏବଂ ପାଣିନି ପାକିସ୍ତାନର ବାସିନ୍ଦା…
ନୂଆ କୃଷି ଆଇନ ପ୍ରତ୍ୟାହାର ଦାବି: ସତ୍ୟାଗ୍ରହକୁ ଓହ୍ଲାଇଲେ ଚାଷୀ, ସମର୍ଥନ କଲା କଂଗ୍ରେସ
ବରଗଡ ଅଫିସ,୧୪।୧୨- କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ସୋମବାର ବରଗଡ ଗାନ୍ଧୀଛକରେ ଚାଷୀମାନେ ସତ୍ୟାଗ୍ରହକୁ ଓହ୍ଲାଇଛନ୍ତି । ପଶ୍ଚିମ ଓ କୃଷକ ସଂଗଠନ…
କରୋନା ମୁକ୍ତ ହେଲା ନ୍ୟୁଜିଲାଣ୍ଡ: ଖୁସିରେ ନାଚିଲେ ପ୍ରଧାନମନ୍ତ୍ରୀ
ଓ୍ବିଲିଂଟନ୍,୧୪।୧୨: ନ୍ୟୁଜିଲାଣ୍ଡ ସମ୍ପୂର୍ଣ୍ଣ ଭାବେ କରୋନା ମୁକ୍ତ ହୋଇଛି। ଏହି ଖବର ଶୁଣିବା ପରେ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆରଡେର୍ନ ଖୁସିରେ ନାଚିଛନ୍ତି। ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଥିବାବେଳେ କୌଣସି ସଂକ୍ରମିତ ମଧ୍ୟ ନ ଥିବା ସରକାରଙକକ ପକ୍ଷରୁ କୁହାଯାଇଛି।…
ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲା: ୪ ଗିରଫ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ) ଭୁବନେଶ୍ବର ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଚାରିଜଣ ହେଲେ ଅନିରୁଦ୍ଧ ପଣ୍ତା, କୃଷ୍ଣ ବେହେରା, ସିକ୍ୟୁରିଟୀ ଗାର୍ଡ ଶ୍ରୀବତ୍ସ ସାମଲ ଓ ବିଜୟ ରାଉତ। ଏହି ଚାରିିଜଣ ରାଜ୍ୟର ଏକ…
ପଶ୍ଚିମ ଓଡିଶା କଳାକାର ମହାସଂଘର ଦାବି, ଧନୁଯାତ୍ରା କଳାକାରଙ୍କୁ ଆର୍ଥିକ ସହାୟତା ଦିଆଯାଉ
ବରଗଡ ଅଫିସ,୧୪।୧୨- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବକୁ ଏଥର ବାତିଲ କରାଯାଇଛି। କରୋନା କଟକଣାକୁ ଆଖି ଆଗରେ ରଖି ଧନୁଯାତ୍ରା ମହୋତ୍ସବ ସମିତି ଏଭଳି ନିଷ୍ପତ୍ତି ନେଇଛି। ତେବେ ଏଭଳି ନିଷ୍ପତ୍ତିକୁ କଳାକାର ମହାସଂଘ ସ୍ବାଗତ କରିଛି। ଅନ୍ୟପକ୍ଷରେ…
ରାଜ୍ୟରେ ପୁଣି ୩୩୨ କରୋନା ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ନିଖୋଜ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର: ଅଭିଯୁକ୍ତ ଗିରଫ
ବାଲିଆପାଳ,୧୪।୧୨(ସ୍ବ.ପ୍ର): ବାଲେଶ୍ୱର ବାଲିଆପାଳ ଥାନା ଅନ୍ତର୍ଗତ ଜାମ୍ଭିରାଇ ଗ୍ରାମରେ ଗତ ୧୧ ତାରିଖରୁ ନିଖୋଜ ଶିଶୁକନ୍ୟାର ମୃତଦେହ ସୋମବାର ସକାଳେ ସେହି ଗ୍ରାମର ଏକ ପରିତ୍ୟକ୍ତ ହ୍ରଦ ଭିତରୁ ଉଦ୍ଧାର କରାଯାଇଛି। ଓଡ଼ିଶାରେ ପର ନିଖୋଜ ଘଟଣା ବେଶ ଚର୍ଚ୍ଚା ଜୋର…
ବିବାହ ବେଦିରେ ବର ପଛପଟେ ଥାଇ କନ୍ୟା କଲେ ଏମିତି, ଭିଡିଓ ଦେଖି ହସି ହସି ଗଡିବେ
ବିବାହ ସମୟରେ ଏକ ମଜାଦାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖି ଆପଣ ମଧ୍ୟ ହସି ହସି ଗଡିବେ। ଗୁରୁଦ୍ୱାର ଚାଲିଥିବା ଏକ ବିବାହରେ ବେଦିରେ ବସିଥିବା ବରଙ୍କ ସହ କନ୍ୟା ଏମିତି କିଛି କରିଥିଲେ,…
କରୋନା ମହାମାରୀ ନେଇ ବିଲ୍ ଗେଟସ୍ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ
ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍ ଗେଟସ୍ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ ପୃଥିବୀ ପାଇଁ ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଛି। ଏବେ କରୋନା ଭୂତାଣୁ…
Archives


