Home Left

ବିପଦସଙ୍କୁଳ ଅବସ୍ଥାରେ ଲହଣ୍ଡାବୁଡ ଗ୍ରାମର ମୁକୁଳା ବିଦ୍ୟୁତ୍‌ ତାର

ସୁନ୍ଦରଗଡ଼, ୧୪।୧୨ (ଡି.ଏନ.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ଗ୍ରାମରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ମୁକୁଳା ବିଦ୍ୟୁତ୍‌ ତାର। ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ଥିବା ବେଳେ ସେଠାରୁ ଗ୍ରାମକୁ ସଂଯୋଗ ହୋଇଥିବା ବିଦ୍ୟୁତ୍‌ ତାର ମାତ୍ର ୩ ଫୁଟ ଉପରେ…

ମିଳୁନି ଟେର୍‌, ୩ ଟିମ୍‌ର ତନାଘନା

ନୟାଗଡ଼ ଅଫିସ୍‌/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ ଦିନ ଦ୍ୱିପ୍ରହରରେ ୩ ବର୍ଷର ଝିଅ ହରପ୍ରିୟା ସାହୁ(ସ୍ବାତୀ) ନ ମିଳିବା ଘଟଣା…

‘ମୋତେ ହତ୍ୟାକାରୀ ଦର୍ଶାଇବାକୁ ଉଦ୍ୟମ ଚାଲିଛି’

ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ର ସରୋଜ ସେଠୀ। ତାଙ୍କୁ ହତ୍ୟାକାରୀ…

ବିଜେଡିକୁ ୨୩ ପୂରିବ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୩ ବର୍ଷ ପୂରଣ କରି ୨୪ରେ ପଦାର୍ପଣ କରିବ। ତେଣୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବଡ଼ଧରଣର ପ୍ରସ୍ତୁତି ଚାଲିଛି। ଏହାପୂର୍ବରୁ ୨୦ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ୨୧ରେ…

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ଅଭିଭାବକ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଅର୍ଗାନାଇଜେଶନ ଅଫ୍‌ ପ୍ୟାରେଣ୍ଟ୍‌ସ ଫେଡ଼େରେଶନ(ଓଫାଫ୍‌) ପକ୍ଷରୁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନକୁ ଘେରାଉ କରାଯାଇଥିଲା। ଅଭିଭାବକମାନେ ଘଣ୍ଟ ହୁଳହୁଳି ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଘରୋଇ…

୧୭ରୁ ଥଣ୍ଡା ବଢ଼ିବ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଥଣ୍ଡାର ପ୍ରକୋପ ସାମାନ୍ୟ କମ୍‌ ରହିଛି। କିନ୍ତୁ ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ରାଜ୍ୟର ଅଧିକାଂଶ ଅଞ୍ଚଳ। ପ୍ରାୟ ୮ଟା ପର୍ଯ୍ୟନ୍ତ କୁହୁଡ଼ି ରହୁଥିବାରୁ ରାସ୍ତାଘାଟରେ ଯାତାୟାତରେ ଅସୁବିଧା ହେଉଛି। ରବିବାର କେନ୍ଦ୍ରାପଡ଼ା,…

‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ଆଉ ୪ ବେଳାଭୂମି

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ସାମିଲ ହେବାକୁ ଯାଉଛି ଓଡ଼ିଶାର ଆଉ ୪ ବେଳାଭୂମି। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ବେଳାଭୂମି ପର୍ଯ୍ୟଟନର ଗୁରୁତ୍ୱ ବୃଦ୍ଧି କରିବାକୁ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେଇଛନ୍ତି। ପୁରୀର ୨ ଓ ଗଞ୍ଜାମର ୨ ବେଳାଭୂମିକୁ ‘ବ୍ଲୁ…

ଅନ୍‌ଲାଇନରେ ହେବ ଓପିଏସ୍‌ସି ପରୀକ୍ଷା

କଟକ ଅଫିସ,୧୪ା୧୨:ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି)ର ସମସ୍ତ ପରୀକ୍ଷା ଏଣିକି ଅନ୍‌ଲାଇନରେ କରାଯିବ। କରୋନା ମହାମାରୀ ଲାଗି ଆସନ୍ତା ୨୦ରେ ହେବାକୁ ଥିବା ମେଡିକାଲ ଅଫିସର ପଦବୀ ନିମନ୍ତେ ପରୀକ୍ଷା ଅନ୍‌ଲାଇନରେ କରାଯିବ। ପରୀକ୍ଷା ପରିଚାଳନା ନିମନ୍ତେ ଏକ ବେସରକାରୀ…

ଦେବ ଦୀପାବଳି ଆରମ୍ଭ

ପୁରୀ ଅଫିସ, ୧୪ା୧୨:ଶ୍ରୀମନ୍ଦିରରେ ରବିବାରଠାରୁ ଦେବ ଦୀପାବଳି ଆରମ୍ଭ ହୋଇଛି। ଏହା ୩ଦିନ ଧରି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ କାଶ ଧଡ଼ିିଆ ବସ୍ତ୍ର ପରିଧାନ ସହ ଶ୍ରାଦ୍ଧବେଶରେ ଭୂଷିତ ହୋଇଛନ୍ତି। ସେ ବାମନ ରୂପରେ ସତ୍ୟଯୁଗର ଅଦିତି ଓ…

କଳରବ ଶୁଭୁଛି, କୋଳାହଳ ନାହିଁ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଆରମ୍ଭ ହେବାମାତ୍ରେ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ଅତିଥି ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଉଥିଲା। ପକ୍ଷୀଙ୍କ କଳରବରେ ପୂରା ଅଞ୍ଚଳ ଫାଟି ପଡୁଥିବାବେଳେ ପର୍ଯ୍ୟଟକଙ୍କ କୋଳାହଳ ଭିତରେ ମଙ୍ଗଳାଯୋଡ଼ି ସତେ ଯେମିତି ବେଶ୍‌ ଚଳଚଞ୍ଚଳ ହୋଇଉଠୁଥିଲା। ଶୀତ ଆରମ୍ଭରୁ…

ଦିଲ୍ଲୀ ସୀମାରୁ କୃଷକଙ୍କ ଆନ୍ଦୋଳନ ହଟାଇବା ଆବେଦନର ୧୬ରେ ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନକୁ ତୁରନ୍ତ ହଟାଇବା ପାଇଁ କରାଯାଇଥିବା ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖରେ କରିବେ ସୁପ୍ରିମକୋର୍ଟ। କୃଷକ ଆନ୍ଦୋଳନ ଯୋଗୁ ରାସ୍ତା ବ୍ଲକ ହେବା ସହ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…

ଡିଏମ୍‌ଏଫ୍‌ ପାଣ୍ଠି ଖର୍ଚ୍ଚରେ ଓଡ଼ିଶା ପଛରେ

ଖଣି ଖନନ ଜନିତ ପ୍ରଦୂଷଣରେ ପେଷି ହୋଇଯାଉଛନ୍ତି ସ୍ଥାନୀୟ ବାସିନ୍ଦା। ଧ୍ୱଂସପାଉଛି ସେଠାକାର ଜୈବ ବିବିଧତା। ଏହାର ସଂରକ୍ଷଣ ସାଙ୍ଗକୁ ଖଣିଜ ଅଞ୍ଚଳର ଲୋକଙ୍କ ଜୀବନମାନରେ ଉନ୍ନତି ଲାଗି ଗଠିତ ହୋଇଛି ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି। କେବଳ ସେତିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri