Home Left

ଏହା ଦୁନିଆର ଶେଷ ରାସ୍ତା: ଯେଉଁଠିକୁ ଏକୁଟିଆ ଯାଇପାରିବେନି କେହି

ଆପଣ ନିଶ୍ଚିତ ଭାବରେ ଉତ୍ତର ମେରୁ ବିଷୟରେ ଶୁଣିଥିବେ। ଏହା ହେଉଛି ସେହି ବିନ୍ଦୁ ଯେଉଁଠାରେ ପୃଥିବୀର ଅକ୍ଷ ଘୂର୍ଣ୍ଣନ କରେ। ଏହା ନରୱେରେ ସମାପ୍ତ ହୋଇଛି। ଏଠାରୁ ଯାଉଥିବା ରାସ୍ତାକୁ ଦୁନିଆର ଶେଷ ରାସ୍ତା ବୋଲି ବିବେଚନା କରାଯାଏ। ଏହାର…

ରାଜ କପୁରଙ୍କ ଝିଅ ରିତୁଙ୍କୁ ବିବାହ କରିଥାନ୍ତେ ରାଜୀବ ଗାନ୍ଧୀ: କରିନାଙ୍କ ପ୍ରଥମ ପସନ୍ଦ ଥିଲେ ରାହୁଲ

ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ରିତୁ କପୁରଙ୍କ ସହିତ କରାଇବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଚାହୁଁଥିଲେ। ଗଣମାଧ୍ୟମ ପ୍ରତିନିଧି ରଶୀଦ୍‌ କିଦଓ୍ବାଇଙ୍କ ଦ୍ୱାରା ରଚିତ ପୁସ୍ତକ ‘ନେତା ଅଭିନେତା: ବଲିଉଡ୍‌ ଷ୍ଟାର ଇନ୍‌ ଇଣ୍ଡିଆନ୍‌ ପଲିଟିକ୍ସ୍‌’ରେ…

ବମ୍ବେ ଡାଇଙ୍ଗ୍‌ ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ ସଞ୍ଜୟ ଗାନ୍ଧୀ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୪ତମ ଜୟନ୍ତୀ ସୋମବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୧୪ରେ ସଞ୍ଜୟଙ୍କ ଜନ୍ମ ଦିଲ୍ଲୀରେ ହୋଇଥିଲା। ସଞ୍ଜୟ-ମାନେକାଙ୍କ ଭଲ…

ନର୍ଗିସଙ୍କ ବିବାହ ଖବର ଶୁଣି ନିଜ ଶରୀରରେ ସିଗାରେଟ୍‌ ଚେଙ୍କ ଦେଇଥିଲେ ରାଜ କପୁର

ମୁମ୍ବାଇ, ୧୪।୧୨: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୯୬ ତମ ଜନ୍ମ ବାର୍ଷିକୀ ସୋମବାର ପାଳିତ ହେଉଛି। ସେ ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ଜନ୍ମ ଗ୍ରହଣ କରିଥିଲେ। ୧୦ ବର୍ଷ ବୟସରୁ ସେ ଆରମ୍ଭ କରିଥିଲେ ନିଜର ଫିଲ୍ମ…

ରାଜ୍ୟରେ ସୁସ୍ଥ ହେଲେ ୩୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୮୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୫୭ ଜଣ। ଖୋର୍ଦ୍ଧାରୁ ୫୩, ଅନୁଗୋଳରୁ ୨୭, ବଲାଙ୍ଗୀରରୁ ୨୩, ମୟୂରଭଞ୍ଜରୁ ୨୩, କଟକରୁ ୧୮, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୬,…

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁ ୪-୨ରେ କେରଳକୁ ହରାଇଲା

ମାରଗାଓ,୧୩।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ରାତିରେ ଅନୁଷ୍ଠିତ ମ୍ୟାଚ୍‌ରେ ବେଙ୍ଗାଲୁରୁ ଏଫ୍‌ସି ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ବେଙ୍ଗାଲୁରୁ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ସବୁ ଦୃଷ୍ଟିକୋଣରୁ…

ରତନ ଟାଟାଙ୍କ ବାୟୋପିକ୍‌ରେ ନଜର ଆସିବେ ନାହିଁ ମାଧବନ

ନୂଆଦିଲ୍ଲୀ, ୧୩।୧୨- ଗତ କିଛି ଦିନ ହେଲା ସୋସିଆଲ ମିଡିଆରେ ଶିଳ୍ପପତି ରତନ ଟାଟାଙ୍କ ବାୟୋପିକ୍‌ ଫିଲ୍ମର ପୋଷ୍ଟର ଭାଇରାଲ ହେଉଛି, ଯେଉଁଥିରେ ଅଭିନେତା ଆର୍‌. ମାଧବନଙ୍କୁ ଦେଖିବାକୁ ମିଳୁଛି। ତେବେ ଏହା ଗୁଜବ ବୋଲି ସ୍ପଷ୍ଟ କରିଛନ୍ତି ୫୦ ବର୍ଷୀୟ…

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ ନଜର ଆସିବେ। ଏଥିପାଇଁ ସେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କଠାରୁ ଆର୍ଶୀବାଦ ଲୋଡିଛନ୍ତି। କଙ୍ଗନାଙ୍କ…

ପୁଞ୍ଚ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୩।୧୨- ଭାରତୀୟ ସୁରକ୍ଷାକର୍ମୀଙ୍କୁ ରବିବାର ମିଳିଛି ଏକ ବଡ଼ ସଫଳତା। ସୁରକ୍ଷାକର୍ମୀ ଓ ପୋଲିସର ମିଳିତ ଏନକାଉଣ୍ଟରରେ ନିହତ ହୋଇଛନ୍ତି ୩ ଆତଙ୍କବାଦୀ। ଏହି ଆତଙ୍କବାଦୀମାନେ ପଞ୍ଚାଲ ଅଞ୍ଚଳ ଦେଇ ପୁଞ୍ଚ ସେକ୍ଟରରେ ପ୍ରବେଶ କରିଥିଲେ। ଘଟଣା ସ୍ଥଳରୁ ଜଣଙ୍କୁ…

ସମୁଦ୍ର କୂଳରେ ମିଳିଲା ସୂନା, ଏବେ ଲୁକାୟତ ଧନ ଖୋଜିବାରେ ବ୍ୟସ୍ତ ପୂରା ଗାଁ

ଭେନେଜୁଏଲା, ୧୩।୧୨- ଦକ୍ଷିଣ ଆମେରିକାର ଭେନେଜୁଏଲା ସହରର ସମୁଦ୍ର କୂଳରେ ମିଳିଥିବା ସ୍ବର୍ଣ୍ଣ ପଦକ ଜଣେ ମାଛ ଧରାଳୀଙ୍କ ଭାଗ୍ୟ ବଦଳି ଦେଇଛି। ୟୋଲମେନ ଲରେସ ନାମକ ଜଣେ ମାଛ ଧରାଳୀ ସକାଳେ ସମୁଦ୍ର କୂଳରେ ବୁଲୁଥିଲେ। ସୂର୍ଯ୍ୟ କିରଣରେ କିଛି…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୧୩।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଭୋକିଲା ଦୂର ପାଇଁ ଆଗେଇ ଆସିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଅଭିନେତ୍ରୀ ସୋନମ କପୁର ଅନେକ ସାମାଜିକ କାର୍ଯ୍ୟ ସହିତ ନିଜକୁ ଜଡିତ କରିଛନ୍ତ। ଏପେ ସମଗ୍ର ବିଶ୍ୱରେ କ୍ଷୁଧା ଦୂର କରିବାକୁ ସେ ସ୍ଥିର କରିଛନ୍ତି। ସେ ଜାତିସଂଘର ଏକ ମିଶନରେ କାର୍ଯ୍ୟ କରୁଛନ୍ତି, ଯାହା ମାଧ୍ୟମରେ ବିଶ୍ୱରେ କାହାକୁ ଭୋକିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri