ବିରାଟ କୋହଲି, ଅନୁଷ୍କା ଶର୍ମାଙ୍କ ପାଇଁ ଖୁସି ଖବର
ବଲିଉଡ ଏବଂ କ୍ରୀଡା ଇଣ୍ଡଷ୍ଟ୍ରିର ସବୁଠାରୁ ଚର୍ଚ୍ଚିତ ତଥା ସୁନ୍ଦର ଦମ୍ପତିମାନଙ୍କ ମଧ୍ୟରୁ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଅନ୍ୟତମ। କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଦୁହଁିଙ୍କ ପ୍ରଶଂସକ ଅଛନ୍ତି। ନିକଟରେ ଟପ୍ ୩୫ ଗ୍ଲୋବାଲ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର…
ବିବାହ ଦିନ ସ୍ତ୍ରୀଙ୍କୁ ବୋଲିଂ କଲେ ଏହି କ୍ରିକେଟର୍, ଆଉ ତା’ପରେ
ଭାରତୀୟ କ୍ରିକେଟର ବରୁଣ ଚକ୍ରବର୍ତ୍ତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଗର୍ଲଫ୍ରେଣ୍ଡ ନେହା ଖେଡେକରଙ୍କୁ ବିବାହ କରିଛନ୍ତି। କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଆଇପିଏଲ ଖେଳୁଥିବା ବରୁଣଙ୍କ ଏକ ଭିଡିଓ ଏବେ ଭାଇରାଲ ହୋଇଛି। ରିସେପ୍ସନ ସମୟରେ ବରୁଣ ତାଙ୍କ…
ଶାଶୁଙ୍କ ବିଷୟରେ ଏମିତି କହିଲେ କାଜଲ ଅଗ୍ରଓ୍ବାଲ
ନିକଟରେ ଅଭିନେତ୍ରୀ କାଜଲ ଅଗ୍ରୱାଲ ପ୍ରେମିକ ଗୌତମ କିଚଲୁଙ୍କୁ ବିବାହ କରିଥିଲେ। ସୋସିଆଲ ମିଡିଆରେ କାଜଲଙ୍କ ବିବାହ ଫଟୋ ଭାଇରାଲ ହୋଇଥିଲା। ବିବାହ ପରେ ସେ ତାଙ୍କ ଶାଶୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। କାଜଲ ତାଙ୍କ ଶାଶୁଙ୍କ ସହ ଫଟୋ ଶେୟାର…
ପ୍ରଥମ ରୋଜଗାର ପ୍ରଥମ ଦରମାରେ ସାହିତ୍ୟ ପତ୍ରିକା କିଣିଥିଲି
ଅଧ୍ୟାପକ ତଥା ସାହିତି୍ୟକ ଅମ୍ବିକା ପ୍ରସାଦ ସାମନ୍ତରାୟ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ବାଲୁଗାଁ ସାନ୍ତରାପୁରରେ ମୋ ଜନ୍ମ। ବାଲୁଗାଁ ଉଚ୍ଚ ବିଦ୍ୟାଳୟରୁ ୧୯୮୩ରେ ମାଟ୍ରିକ୍ ପାସ୍ କରିବା ପରେ ଗୋଦାବରୀଶ ମହାବିଦ୍ୟାଳୟ, ବାଣପୁରରେ ଯୁକ୍ତ…
ମୁମ୍ବାଇର ଏହି ଛୋଟ ନଦୀରେ ଖେଳୁଛନ୍ତି ଡଲ୍ଫିନ୍
ଡଲଫିନ ଦେଖିବାକୁ ଏତେ ଆକର୍ଷଣୀୟ ଯେ, ଲୋକେ ଏହାକୁ ଦେଖିବା ପାଇଁ ସମୁଦ୍ର କୂଳରେ ଘଣ୍ଟା ଘଣ୍ଟା ଅପେକ୍ଷା କରନ୍ତି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ କିଛି ଅଜବ ଘଟଣା ଦେଖିବାକୁ ମିଳିଛି। ସେଠାକାର ଭାସି ଭଳି ଛୋଟିଆ ନଦୀରେ ଶୁକ୍ରବାର ଡଲଫିନ…
ଅନ୍ନଦାତାଙ୍କୁ ସମର୍ଥନ: ଇସ୍ତଫା ଦେଲେ ଡିଆଇଜି
ଚଣ୍ଡିଗଡ଼,୧୩।୧୨: କୃଷି ଆଇନ ନେଇ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ପଞ୍ଜାବର ଜେଲ ଡିଆଇଜି ଲଖଓ୍ବିନ୍ଦର ସିଂ ଝାଖଡ ରବିବାର ଇସ୍ତଫା ଦେଇଛନ୍ତି। ରାଜ୍ୟର ପ୍ରମୁଖ୍ୟ ଗୃହ ସଚିବଙ୍କ ପାଖକୁ ସେ ଇସ୍ତଫା ପତ୍ର ପଠାଇ ଦେଇଥିବା କହିଛନ୍ତି।…
ସିଂହ ପଛରେ ବାଇକ୍ ଧରି ଗୋଡାଉଥିଲେ ଯୁବକ, ଆଉ ତା ପରେ
ଗୁଜୁରାଟର ଜୁନାଗଡରେ ଦୁଇଜଣ ବାଇକ ଆରୋହୀ ଏକ ସିଂହ ପଛରେ ଗୋଡାଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ଜଙ୍ଗଲ ଅଧିକାରୀମାନେ ଉଭୟ ଯୁବକଙ୍କୁ ଗିରଫ କରିଛନ୍ତି। ସେମାନେ ବାଇକ୍ରେ ସିଂହକୁ ଗୋଡାଉଥିବା ବୋଳେ ସିଂହ ଭୟଭୀତ ହୋଇ ଦୈାଡ଼ୁଥିବା…
ବିବାହରେ ଯୋଗ ଦେଇପାରୁନାହାନ୍ତି ବୋଲି ଅତିଥିଙ୍କ ଘରେ ପହଞ୍ଚିଲା ଭୋଜି: ରଙ୍ଗୀନ ବ୍ୟାଗ୍ରେ ସ୍ବାଦିଷ୍ଟ ଭୋଜନ ଦେଖି ସବୁ ଆଶ୍ଚର୍ଯ୍ୟ
ଚେନ୍ନାଇ: କରୋନା କାଳରେ ବଦଳିଛି ଚିନ୍ତାଧାରା। ପରିସ୍ଥିତି ସହ ଲଢ଼ିବା ପାଇଁ ମଣିଷ ଆପଣାଉଛି ଭଳିକି ଭଳି ଉପାୟ। ଏବେ ସଂକ୍ରମଣର ସଂଖ୍ୟା କମୁଥିଲେ ହେଁ ବିପଦ ପୁରା ଟଳିନାହିଁ। ଏଣୁ ସରକାରଙ୍କ ପକ୍ଷରୁ ସଚେତନ କରାଯିବା ସହ କିଛି କଥାରେ…
ଅଜବ ଗ୍ଲୋଭ୍ସ
ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଦେହରେ ଯେମିତି ଶୀତବସ୍ତ୍ର ପିନ୍ଧାଯାଏ, ଠିକ୍ ସେମିତି ହାତରେ ବି ଗ୍ଲୋଭ୍ସ ପିନ୍ଧାଯାଇଥାଏ। କିନ୍ତୁ ଏଠାରେ ଯେଉଁ ଗୋଭ୍ସଗୁଡ଼ିକ କଥା କୁହାଯାଉଛି, ଏହା ଶୀତଦିନେ ହାତକୁ ଉଷ୍ମତା ପ୍ରଦାନ କରିବା ସଙ୍ଗେସଙ୍ଗେ ଟିକେ ଡିଫରେଣ୍ଟ…
ପର୍ଯ୍ୟଟନର ପେଣ୍ଠସ୍ଥଳ ଅରୁଣାଚଳ ପ୍ରଦେଶ
ଅରୁଣାଚଳ ପ୍ରଦେଶ ଭାରତର ଏମିତି ଏକ ରାଜ୍ୟ, ଯେଉଁଠାରେ ପର୍ଯ୍ୟଟକ ଅନେକ ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର, ଦୁର୍ଗ, ସଂଗ୍ରହାଳୟ, ମଠ, ମନ୍ଦିର ଆଦି ଦେଖିବାକୁ ପାଇପାରିବେ। ତା’ସହିତ ବିଭିନ୍ନ ଦୁଃସାହସିକ କ୍ରୀଡ଼ା ପାଇଁ ବି ଏଠାରେ ରହିଛି ଅନେକ ସୁବିଧା ଓ…
ଅମୃତାଙ୍କୁ ହାତ ଧରିବା ବେଳେ ୧୧ ବର୍ଷର ଥିଲେ କରିନା: କହିଥିଲେ ‘ ବିବାହର ଶୁଭେଚ୍ଛା ସୈଫ ଅଙ୍କଲ’
ବମ୍ବେ: ବଲିଉଡ୍ର ବେବୋଙ୍କ ହାତ ଧରିବା ପୂର୍ବରୁ ନିଜଠାରୁ ବାର ବର୍ଷ ବଡ଼ ଅଭିନେତ୍ରୀ ଅମୃତା ସିଂହଙ୍କୁ ବିବାହ କରିଥିଲେ ନବାବ ସୈଫ ଅଲ୍ଲୀ ଖାନ। ଏପରିକି ସେ ବିବାହ କରିବା ସମୟରେ କରିନାଙ୍କୁ ହୋଇଥିଲା ମାତ୍ର ୧୧ବର୍ଷ। ବିବାହରେ ଯୋଗଦେଇ…
ଏଭଳି ଢ଼ଙ୍ଗରେ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସନା ଖାନ୍: କହିଲେ ମିଳିଛି ‘ଶ୍ରେଷ୍ଠ ସ୍ବାମୀ’
ବମ୍ବେ: ବିବାହ ପରେ ଏବେ ହନିମୁନ୍ରେ ବିଗ୍ବସ୍ ଫେମ୍ ସନା ଖାନ୍। ଅଭିନୟଜଗତକୁ ବାଏ ବାଏ କହିବା ପରେ ଏବେ ମୁଫ୍ତି ଅନସ ସଈଦଙ୍କ ହାତ ସେ ଧରିଛନ୍ତି। ନୂଆ ନୂଆ ବିବାହ ଯୋଗୁ ସ୍ବାମୀଙ୍କ ସହ ସମୟ ବିତାଇବା ସ୍ବାଭାବିକ…
Archives


