Home Left

ଆକାଉଣ୍ଟ ସେଟେଲ କର, ନଚେତ ଦରମା ବନ୍ଦ

କଟକ ଅଫିସ,୧୨।୧୨: ସମ୍ବଲପୁର ହୀରାକୁଦ ଡ୍ୟାମର ଜଣେ ପୂର୍ବତନ କର୍ମଚାରୀଙ୍କ ଆକାଉଣ୍ଟ ଦୀର୍ଘ ବର୍ଷ ଧରି ସେଟେଲମେଣ୍ଟ ହୋଇ ନ ଥିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅର୍ଥାତ ୨୧।୧୨।୨୦୨୦ ପୂର୍ବରୁ ଆକାଉଣ୍ଟ ସେଟେଲମେଣ୍ଟ କରା ନ…

ଅନ୍ତର୍ଜାତୀୟ ପତ୍ରିକାର କଭର ପେଜ୍‌ ପାଇଁ ଫଟୋଶୁଟ୍‌ କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଭିନ୍ନ ଶୈଳୀ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥାନ୍ତି। ଖୁବ୍‌ କମ୍‌ ସମୟ ମଧ୍ୟରେ ସେ ଇଣ୍ଡଷ୍ଟ୍ରିରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ଉର୍ବଶୀ ଏକ ପ୍ରସିଦ୍ଧ ଆରବ ପତ୍ରିକା…

ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ ହେବାକୁ…

ପିସି ଆଣ୍ଡ୍‌ ପିଏନ୍‌ଡିଟି ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍‌ ପିଏନ୍‌ଡିଟି) ସମ୍ବନ୍ଧୀୟ ଅଲ୍‌ଟ୍ରାସାଉଣ୍ଡ୍‌ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର…

ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍‌ ସୁନା ଗାଏବ: ଆନୁମାନିକ ମୂଲ୍ୟ ୪୫ କୋଟି

ଚେନ୍ନାଇ,୧୨।୧୨: ତାମିଲନାଡୁରେ ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍‌ ସୁନା ଗାଏବ ହୋଇଥିବା ଜଣାପଡ଼ିଛି। ଗାଏବ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ୪୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ୨୦୧୨ରେ ଚେନ୍ନାଇ ସ୍ଥିତ ସୁରାନା କର୍ପୋରେଶନ ଲିମିଟେଡ୍‌ ଉପରେ ଚଢ଼ାଉ କରାଯାଇ…

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ ଚାକିରି…

ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି। ତେଣୁ ମାନସିକ ଚାପରେ ରହି ମା’ ଗୁରୁବାର ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।…

‘ଗବେଷଣାକୁ ପ୍ରାଥମିକତା ଦିଅ’

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ ପ୍ରକାଶନ…

ଖୋଲିଲା ବନ୍ଧୁକ କାରବାର ଗୁମର

କଟକ ଅଫିସ୍‌, ୧୨।୧୨: ବ୍ୟବସାୟୀ ଓ ଠିକାଦାରଙ୍କଠାରୁ ବଟି ଆଦାୟ, ଟେଣ୍ଡର ଫିକ୍ସିଂ, ବାଲିଘାଟ ନିଲାମ ଓ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା ଅଭିଯୋଗରେ ଗିରଫ ହୋଇ ଦୀର୍ଘ ୪ବର୍ଷ ହେଲା ଜେଲରେ ଥିବା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତ ଭ୍ରାତାଙ୍କ ଏବେ…

ଟିକାକରଣ: ୯୦୦ କୋଟି ଡଲାର ଦେବ ଏଡିବି

ନୂଆଦିଲ୍ଲୀ, ୧୨।୧୨(ପି.ଟି.): ବିକାଶଶୀଳ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ କୋଭିଡ୍‌ ଟିକା ସଂଗ୍ରହ ଓ ପ୍ରଦାନରେ ସହାୟତା ଲାଗି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ୯୦୦ କୋଟି ଡଲାରର ପାଣ୍ଠି ପ୍ରସ୍ତୁତ କରିଥିବା ଶୁକ୍ରବାର କହିଛି। ଏସିଆ-ପାସିଫିକ୍‌ ଭାକ୍ସିନ୍‌ ଆକ୍ସେସ୍‌ ଫାସିଲିଟି (କୋଭାକ୍ସ) ନାମରେ…

ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍‌ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ ନଜର…

ହେଲ୍ପ ଏଜ୍‌ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ

ନୂଆଦିଲ୍ଲୀ, ୧୨ା୧୨: ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ହେଲ୍ପ ଏଜ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଦ ୟୁନାଇଟେଡ ନେଶନ୍‌ସ ପପୁଲେଶନ ଫଣ୍ଡ(ୟୁଏନ୍‌ଏଫ୍‌ପିଏ), ଇଣ୍ଡିଆର ଭାରତ ପ୍ରତିନିଧି ଆର୍ଜେଣ୍ଟିନା ମାଟାଭେଲ ପିକିନ ହେଲ୍ପଏଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri