Home Left

ଆମେରିକାରେ ଫାଇଜରକୁ ମଞ୍ଜୁରୀ ଲାଗି ସୁପାରିସ

ଓ୍ବାଶିଂଟନ, ୧୨।୧୨(ପି.ଟି.): ଫାଇଜର ନିର୍ମିତ କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ନିମନ୍ତେ ମଞ୍ଜୁରୀ ଦେବାକୁ ଆମେରିକା ସରକାରଙ୍କ ସ୍ବତନ୍ତ୍ର ପରାମର୍ଶଦାତା କମିଟି ସୁପାରିସ କରିଛି। ଗୁରୁବାର ୮ ଘଣ୍ଟାର ସର୍ବସାଧାରଣ ଶୁଣାଣି ପରେ ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍‌ଡିଏ)ର ଭାକ୍ସିନ୍‌…

ଲଖ୍‌ଭିଙ୍କୁ ମିଳିବ ମାସିକ ଖର୍ଚ୍ଚ

ନୂଆଦିଲ୍ଲୀ, ୧୨।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଲଶ୍କର-ଇ-ତୋଇବା ନେତା ଜାକିଉର ରେହମନ ଲଖ୍‌ଭିଙ୍କୁ ତାଙ୍କ ଆକାଉଣ୍ଟରୁ ମୌଳିକ ଖର୍ଚ୍ଚ ଯୋଗାଇଦେବାକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ଅନୁମତି ପ୍ରଦାନ କରିଛନ୍ତି, ଯାହା ଭାରତ ପାଇଁ ଚିନ୍ତାର କାରଣ ହୋଇଛି। ଲଖ୍‌ଭି…

ଏ ହେଉଛି ଦୁନିଆର ସବୁଠାରୁ ଥଣ୍ଡା ସ୍କୁଲ: ମାଇନସ୍‌ ୫୧ ଡିଗ୍ରୀରେ ବି କ୍ଲାସ କରିବାକୁ ଆସନ୍ତି ପିଲା

ସାଇବେରିଆ ଦୁନିଆର ସବୁଠାରୁ ଶୀତଳ ସ୍ଥାନ ଭାବରେ ପରିଗଣିତ ହୁଏ। ଏଠାରେ ବିଶ୍ୱର ସବୁଠାରୁ ଶୀତଳ ବିଦ୍ୟାଳୟ ଅଛି। ଏଠାରେ ତାପମାତ୍ରା ପ୍ରାୟତଃ ମାଇନସ୍‌ ୫୦ ଡିଗ୍ରୀ ସେଲସିୟସ ଥାଏ। ଏତେ ଥଣ୍ଡା ସତ୍ତ୍ୱେ ଛୋଟ ଛୋଟ ପିଲାମାନେ ଏହି ବିଦ୍ୟାଳୟରେ…

୨୦୨୩ ହକି ବିଶ୍ୱକପ ପ୍ରସ୍ତୁତି

ରାଉରକେଲା ଅଫିସ/ସୁନ୍ଦରଗଡ଼ (ଡି.ଏନ.ଏ), ୧୨।୧୨- ୨୦୧୮ରେ ପୁରୁଷ ହକି ବିଶ୍ୱକପ ସଫଳତାର ସହ ଆୟୋଜନ ହେବାପରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ କ୍ରମାଗତ ଦ୍ୱିତୀୟ ଥରପାଇଁ ଏହି ମେଗା ପ୍ରତିଯୋଗିତା ଓଡ଼ିଶାରେ ହେବ ବୋଲି ଗତବର୍ଷ ଘୋଷଣା କରାଯାଇଥିଲା। ପୂର୍ବଥର…

ଫିକାପଡ଼ିବ ପର୍ଯ୍ୟଟନ ଋତୁ

ଢେଙ୍କାନାଳ ଅଫିସ, ୧୨।୧୨: ଆସିଛି ଶୀତ। ଆଣିଛି ଅଜସ୍ର ଉନ୍ମାଦନା। ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପ୍ରକୃତିରାଜୀ ଭିଜୁଛି ଶୀତୁଆ ସକାଳର କାକରରେ। କୋଳାହଳମୟ ପରିବେଶଠୁ ଦୂରରେ କେଇଘଣ୍ଟା ହଜିଯିବାକୁ ପର୍ଯ୍ୟଟକଙ୍କୁ ହାତଠାରି ଡାକୁଛି ପର୍ଯ୍ୟଟନସ୍ଥଳୀ। ଭୂତାଣୁ ଭୟରେ କଟକଣା ବେଡିରେ ବନ୍ଧା…

ବର କନ୍ୟା ମୁଣ୍ଡରେ ସିନ୍ଦୁର ଦେଲାପରେ ଭାଙ୍ଗି ଗଲା ବାହାଘର: କନ୍ୟାଙ୍କ ସାନଭଉଣୀକୁ ଉଠାଇ ନେଲେ ବର

ବାଲ୍ୟ ବିବାହକୁ ପୋଲିସ ଦ୍ୱାରା ରୋକା ଯିବାରୁ ବର ରାଗି କରି କନ୍ୟାଙ୍କ ଭଉଣୀଙ୍କୁ ଉଠାଇ ନେଇଥିଲେ। ପରେ ପୋଲିସ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବରଙ୍କ ସମ୍ପର୍କୀୟ ମହିଳାଙ୍କୁ ଗିରଫ କରାଯାଇଛି। ହେଲେ ବର…

ଯୁବରାଜଙ୍କୁ ୩୯ : ୬ ବଲରେ ୬ଟି ଛକ୍କା ମାରି ରଚିଥିଲେ ଇତିହାସ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ…

ଥାଲାଇଭାଙ୍କୁ ୭୦: ସିଲ୍କ ସ୍ମିତାଙ୍କ ଶରୀରରେ ସିଗାରେଟ ଚେଙ୍କ ଦେଇଥିବା ନେଇ ଥିଲେ ଚର୍ଚ୍ଚାରେ

ବେଙ୍ଗାଲୁରୁ,୧୨।୧୨: ସାଉଥ୍‌ ଫିଲ୍ମଷ୍ଟାର ରଜନୀକାନ୍ତ ଶନିବାର ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୦ ଡିସେମ୍ବର ୧୨ରେ ବେଙ୍ଗାଲୁରୁଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଶିବାଜୀ ରାଓ ଗାଏକ୍ୱାଡ୍‌। ତାଙ୍କୁ ଲୋକେ ସ୍ନେହରେ ଥାଲାଇଭା ବୋଲି ଡାକିଥାନ୍ତି। ଫ୍ୟାମିିଲିକୁ ଅଧିକ…

କ୍ୟାନସର୍‌ ଆଶଙ୍କା କମ କରେ ଏହି ପରିବା

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିଫରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ମ, ସି ଏବଂ ଅନେକ ପୋଷକ…

ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଅବହେଳାରୁ ବିସ୍ଫୋରଣ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୂତଳ ଗ୍ୟାସ୍‌ ଟାଙ୍କି ବିସ୍ଫୋରଣ ଘଟଣା ପାଇଁ ଆଇଓସିଏଲ୍‌ର ପ୍ରାଧିକୃତ ଅଧିକାରୀ ଏବଂ ଠିକାଦାର ସଂସ୍ଥା ମେସର୍ସ ସୂର୍ଯ୍ୟଶକ୍ତି ଭେସେଲ ଲିମିଟେଡର ଅଧିକାରୀଙ୍କୁ ଦାୟୀ କରାଯାଇଛି। ପୋଲିସ ତଦନ୍ତରୁ ଏହା ଜଣାପଡ଼ିଛି। ଏଥିସହ ବିସ୍ଫୋରଣ…

ପଏଣ୍ଟ ବାଣ୍ଟିଲେ ଏଟିକେ, ହାଇଦ୍ରାବାଦ

ଫତୋର୍ଦା, ୧୧।୧୨- ଇଣ୍ଡିଆନ ସୁପରଲିଗ୍‌ରେ ଶୁକ୍ରବାର ଏଟିକେ ମୋହନ ବାଗାନ ଓ ହାଇଦ୍ରାବାଦ ଏଫସି ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ…

ଦିବାରାତ୍ର ଓ୍ବାର୍ମଅପ୍‌ ମ୍ୟାଚ୍‌ : ପ୍ରଥମ ଦିନରେ ପଡ଼ିଲା ୨୦ ଉଇକେଟ

ସିଡ୍‌ନୀ, ୧୧।୧୨(ପି.ଟି.)- ଶୁକ୍ରବାର ଏଠାରେ ଆରମ୍ଭ ହୋଇଯାଇଛି ଭାରତ ଓ ଅଷ୍ଟ୍ରେଲିଆ ‘ଏ’ ଦିବାରାତ୍ର ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିନରେ ପଡ଼ିଛି ୨୦ଟି ଉଇକେଟ। ଭାରତ ପ୍ରଥମ ଇନିଂସରେ ୧୯୪ ରନ କରିଥିବାବେଳେ ଅଷ୍ଟ୍ରେଲିଆ ‘ଏ’ ୧୦୮ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri