Home Left

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର ଅନେକ ବ୍ୟାଙ୍କ ସେମାନଙ୍କର ATM କାରବାର ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ କରୁଛନ୍ତି।…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ କଇଁଛଙ୍କ ସାମୁହିକ ଅଣ୍ଡାଦାନ ହୋଇଥିବା ଜଣାପଡିଛି l ଚତୁର୍ଥ ରାତିରେ ୫୨,୯୦୦ କଇଁଚ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ସେହିଦିନଠାରୁ ପରିବାର ଲୋକ ସବୁଆଡ଼େ ଖୋଜାଖୋଜି…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ ଏହି ଶବ୍ଦଟି ଏକ ଆର୍ଥିକ ସଙ୍କଟରୁ ଉତ୍ପନ୍ନ ହୋଇନଥିଲା, ବରଂ ଏକ ଭୟଙ୍କର…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ ଦୁବୃର୍ତ୍ତମାନେ ତାଙ୍କ ଘରେ ପଶି ଟଙ୍କା ଓ ସୁନା ରୁପା ଅଳଙ୍କାର ଲୁଟ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ ମାଧ୍ୟରେ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ଘଟିଛି।…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର ଏହି ପାରମ୍ପରିକ ଯାତ୍ରା ଲୋକଙ୍କ ଭିତରେ ଭରି ଦେଇଛି ଭକ୍ତି ଓ ଭାବ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ ଯାତ୍ରୀଙ୍କ ସୁବିଧାକୁ ନେଇ ସେ ଗୃହରେ କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ବରଗଡ଼…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନ ଥିବାରୁ ରବିଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?