Home Left

ଶର୍ଟଲେସ୍‌ ହୋଇ ଯୋଗ କଲେ ବରୁଣ, ଏହି ଅଭିନେତ୍ରୀ ଉଡ଼ାଇଲେ ମଜା

ମୁମ୍ବାଇ: ଅଭିନେତା ବରୁଣ ଧାଓ୍ବନ ଫିଟ୍‌ନେସ ପ୍ରିୟ। ତାଙ୍କର ଓ୍ବାର୍କଆଉଟ୍‌ ଭିଡିଓ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଯେତେ ବ୍ୟସ୍ତତା ଭିତରେ ବରୁଣ ରହିଲେ ମଧ୍ୟ ଓ୍ବାର୍କଆଉଟ୍‌ କରିବାକୁ ଆଦୌ ଭୁଲନ୍ତି ନାହିଁ। ଏବେ ବରୁଣ ଅରୁଣାଚଳରେ ଫିଲ୍ମ ଶୁଟିଂ କରୁଛନ୍ତି। ଏହି…

ସୂଚନାକର୍ମୀଙ୍କ ଉପରେ ବୋମାମାଡ଼ ଘଟଣା, ୩ ଗିରଫ

ଯାଜପୁର ଅଫିସ,୭।୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ସୂଚନାକର୍ମୀ ସର୍ବେଶ୍ବର ବେହୁରାଙ୍କ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ସେମାନଙ୍କ ପରିଚୟ ଦେବାକୁ ପୋଲିସ ମନା କରିଦେଇଛି। ଲଘୁ ଖଣି କାରବାରରେ ବେଆଇନ ଭାବେ…

ଆମେରିକାରେ ଭିନ୍ନ ବିବାହ: ଦମ୍ପତି ପରସ୍ପରକୁ ଡିଜିଟାଲରେ ପିନ୍ଧାଇଲେ ରିଙ୍ଗ୍‌

ଆମେରିକାର କାଲିଫର୍ନିଆ ରାଜ୍ୟରେ ଏକ ଭିନ୍ନ ବିବାହ ଦେଖିବାକୁ ମିଳିଛି। ଏଠାରେ ଏକ ଦମ୍ପତି ରେବେକୋ ରୋଜ ଏବଂ ପିଟର କାଚେରଗିନସ୍କି ଆମେରିକାର କ୍ରିପ୍ଟୋ କରେନ୍ସି ଏକ୍ସଚେଞ୍ଜ ପ୍ଲାଟଫର୍ମରେ କାମ କରନ୍ତି। ଉଭୟ ଗତ ୧୪ ତାରିଖରେ ପରସ୍ପରଙ୍କୁ ଡିଜିଟାଲ ରିଙ୍ଗ୍‌…

ଆତ୍ମଦାହ କଲେ ଏହି ବଲିଉଡ୍‌ ଫିଲ୍ମନିର୍ମାତାଙ୍କ ସ୍ତ୍ରୀ-ଝିଅ: ଆପାର୍ଟମେଣ୍ଟରୁ ନିଆଁ ବାହାରୁଥିବା ଦେଖି…

ବମ୍ବେ: ଆତ୍ମଦାହ ଭଳି ଚରମ ପଦକ୍ଷେପ ନେଇଛନ୍ତି ଫିଲ୍ମନିର୍ମାତା ସନ୍ତୋଷ ଗୁପ୍ତାଙ୍କ ସ୍ତ୍ରୀ ଓ ତାଙ୍କର ଝିଅ। ଅନ୍ଧେରୀର ଡିଏନ୍‌ ନଗରସ୍ଥିତ ବାସଭବନରେ ଉଭୟ ଆତ୍ମହତ୍ୟା କରିଛନ୍ତି। ଏହି ଦୁଃଖଦ ଘଟଣା ବିଷୟରେ ମୁମ୍ବାଇ ପୋଲିସ ବୁଧବାର ସୂଚନା ଦେଇଛି। ସନ୍ତୋଷଙ୍କ…

ଭାଜପା ଶାସିତ ରାଜ୍ୟକୁ ମିଳୁଛି ଅଧିକ ଡୋଜ୍‌ : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଭିଯୋଗ

ମୁମ୍ବାଇ,୮।୪: କେନ୍ଦ୍ର ସରକାର କରୋନା ଟିକା ଯୋଗାଣରେ ଭେଦଭାବ କରୁଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକୁ ଅଧିକ ସଂଖ୍ୟକ ଡୋଜ୍‌ ଯୋଗାଇ ଦିଆଯାଉଥିବାବେଳେ ଅଣ-ଭାଜପା ଶାସିତ ରାଜ୍ୟ ପ୍ରତି ପାତର ଅନ୍ତର କରାଯାଉଥିବା ମହାରାଷ୍ଟ୍ର ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଅଭିଯୋଗ ଆଣିଛନ୍ତି।…

ପରିବା ବଗିଚାରୁ ହରିଣ ଉଦ୍ଧାର

ପାଟଣା,୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଉଦୟପୁର ବିଟ ଗଣିଆବରେଇ ଗ୍ରାମରୁ ଗୁରୁବାର ସକାଳୁ ଏକ ହରିଣ ଉଦ୍ଧାର ହୋଇଛି। ସୂଚନାଯୋଗ୍ୟ, ହରିଣଟି ପାଣି ପିଇବା ଉଦ୍ଦେଶ୍ୟରେ ଗାଁ ଭିତରକୁ ପଶି ଆସିଥିବା ବେଳେ ବାଡ଼ରେ ଥିବା ଜାଲରେ…

ଅମାନିଆଙ୍କ ହାତରେ କରୋନା ଦୂତ ଷ୍ଟାମ୍ପ୍‌

ବର୍ତ୍ତମାନ ସମଗ୍ର ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରୁ ନିସ୍ତାର ପାଇବା ପାଇଁ ନାନା ପଦଦେକ୍ଷ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ ପ୍ରଶାସନ ସହରରେ କରୋନା ସଂକ୍ରମଣ ରୋକିବା ପାଇଁ ଭିନ୍ନ ଏକ ପଦକ୍ଷେପ ଆପଣାଇଛି। ଯଦି…

ଘର ମହକାଉଛି ବାସିଫୁଲ

ଠାକୁରଙ୍କ ନିକଟରେ ଅର୍ପଣ କରାଯାଇଥିବା ବାସିଫୁଲ ବି ଦେଇପାରିବ କୋଟି କୋଟି ଟଙ୍କାର ରୋଜଗାର, ଯାହାକୁ କରି ଦେଖାଇଛନ୍ତି କାନପୁରର ଅଙ୍କିତ ଅଗ୍ରଓ୍ବାଲ। ଗଙ୍ଗାନଦୀ କୂଳରେ ନିଜର ବିଦେଶୀ ବନ୍ଧୁଙ୍କ ସହ ବସିଥିବାବେଳେ ହଠାତ୍‌ ତାଙ୍କ ମୁଣ୍ଡକୁ ଜୁଟିଥିଲା ଏଭଳି ଏକ…

ସ୍କାଏ ଲାଇଟ୍‌ ତାଡ଼ି ଲକ୍ଷାଧିକ ଟଙ୍କା,ସୁନା-ରୂପା ଲୁଟ: ଥାନାରେ ଅଭିଯୋଗ

ମହାକାଳପଡ଼ା,୮।୪(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନସ୍ଥ ସୁନିତି ପଞ୍ଚାୟତର ସୁଗଲ ଦତ୍ତପୂର ଗ୍ରାମରେ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତ୍ରିିରେ କେହି ଦୁର୍ବୃତ୍ତ ଉକ୍ତ ଗାଁର ନିରଞ୍ଜନ ପାତ୍ରଙ୍କ ସ୍କାଏ ଲାଇଟ ତାଡ଼ି ଘର ଭିତରକୁ ପ୍ରବେଶ କରି ଲୁଟ୍‌…

ପାକିସ୍ତାନ ଯୁବକଙ୍କ ପ୍ରେମରେ ଓଡ଼ିଶାର ଏହି ମହିଳା, ଭେଟିବା ପାଇଁ ପହଞ୍ଚିଲେ ସୀମାରେ; ଆଉ ତା’ ପରେ…

ଇସଲାମାବାଦ,୮।୪: ସୋସିଆଲ ମିଡିଆ ଜରିଆରେ ଭାରତର ଜଣେ ମହିଳା ପାକିସ୍ତାନର ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି। ଏଥିପାଇଁ ଘର ଛାଡ଼ି ପଞ୍ଜାବର ଡେରା ବାବା ନାନକସ୍ଥିତ କରତାପୁର ସୀମାରେ ପହଞ୍ଚିଛନ୍ତି। ଏହି ମହିଳା ଜଣକ ବିବାହିତ ହୋଇଥିବା ବେଳେ ତାଙ୍କର ୫ ବର୍ଷର…

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଏକ ଘଟଣା ଇଣ୍ଡୋନେସିଆରେ ଘଟିଛି। ଜଣେ ଯୁବକ ବିବାହରେ ଦେହରେ ବ୍ୟାଣ୍ଡେଜ୍‌ ଗୁଡ଼ାଇ…

ବିନା ଭକ୍ତରେ ଗଡ଼ିବ ରୁକୁଣା ରଥଯାତ୍ରା!

ଭୁବନେଶ୍ୱର,୮।୪(ବ୍ୟୁରୋ): ଚଳିତ ବର୍ଷ ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ନେଇ ଲାଗିରହିଛି ଅନିଶ୍ଚିତତା। ଗୁରୁବାର ବିଡିଏ କାର୍ଯ୍ୟାଳୟରେ ୪ ନିଯୋଗ ଓ ବିଏମ୍‌ସି କମିଶନରଙ୍କୁ ନେଇ ଏକ ଗୁରୁତ୍ୱପୂବର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଲିଙ୍ଗରାଜ ରୁକୁଣା ରଥଯାତ୍ରା ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?