Home Left

ଏମ୍‌ଆଇ ବନାମ ଆର୍‌ସିବି: ଆଇପିଏଲ୍‌ର ଏହି ରୋମାଞ୍ଚକର ପ୍ରଥମ ମୁକାବିଲାକୁ କେବେ, କେଉଁଠି ଦେଖିବେ; ଜାଣନ୍ତୁ…

ନୂଆଦିଲ୍ଲୀ,୮।୪: ଆଉ ଗୋଟିଏ ଦିନର ଅପେକ୍ଷା। ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଶୁକ୍ରବାର ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଭେଟିବ। ସିଜିନ-୧୪ର ପ୍ରଥମ ମ୍ୟାଚ୍‌ରେ ବିରାଟ କୋହଲି ଏବଂ ରୋହିତ…

ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା କାତିକେଲାବାସୀ ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ଏହି ଆନ୍ଦୋଳନ କରିତିବା ଜଣାପଡ଼ିଛି।…

ଶୁକ୍ରବାର ଭାରତ-ଚାଇନା ଆଲୋଚନା

ନୂଆଦିଲ୍ଲୀ,୮।୪: ଭାରତ ଚାଇନା ମଧ୍ୟରେ ୧୧ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହେବ। ଲଦାଖର ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ ଏବଂ ଦେପସାଙ୍ଗ୍‌ ସମତଳ ଅଞ୍ଚଳ ନେଇ ବିସ୍ତୃତ ଚର୍ଚ୍ଚା କରାଯିବ। ପୂର୍ବ ଲଦାଖର ଚୁଶୁଲଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟା…

ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ପ୍ରବଳ ନାଚିଲେ ଆରସିବି ଖେଳାଳି: ଜାଣନ୍ତୁ କାହିଁକି

ଚେନ୍ନାଇ,୮।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ ତମ ସିଜନରେ ପ୍ରଥମ ଟାଇଟଲ ହାସଲ କରିବାକୁ ପ୍ରସ୍ତୁତ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ। ଆଇପିଏଲ୍‌ ୨୦୨୧ରେ ସେମାନଙ୍କର ଅଭିଯାନ ଆରମ୍ଭ କରିବା ପୂର୍ବରୁ, କିଛି ଆରସିବି ଖେଳାଳି ଫଟୋଶୁଟରେ ଅଂଶଗ୍ରହଣ କରିଥିଲେ।…

ଶ୍ରଦ୍ଧାଳୁଙ୍କ ପାଇଁ ହେବ ପ୍ରାଥମିକ ଚିକିତ୍ସା କେନ୍ଦ୍ର

ପୁରୀ ଅଫିସ, ୮ା୪: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ, ସେବାୟତ ଓ କର୍ମକର୍ତ୍ତାଙ୍କ ନିମନ୍ତେ ଶ୍ରୀମନ୍ଦିର ନିକଟରେ ଏକ ଶୀତତାପ ନିୟନ୍ତ୍ରିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର ନିର୍ମାଣ ହେବ। ଆସନ୍ତା ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଅବସରରେ ଏହାକୁ ଲୋକାର୍ପଣ କରାଯିବ। ଜରୁରିକାଳୀନ…

ନଗ୍‌ମା କରୋନା ପଜିଟିଭ୍‌: ନେଇ ସାରିଛନ୍ତି ପ୍ରଥମ ଡୋଜ୍‌

ମୁମ୍ବାଇ,୮।୪: ବଲିଉଡ୍‌ ଅଭିନେତ୍ରୀ ନଗ୍‌ମାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଘରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜ ନିଜର ନମୁନା ପରୀକ୍ଷା କରାଇନେବା…

ମରାମତି ହେବ ହିରଣ୍ୟକଶିପୁ ମୂର୍ତ୍ତି

ପୁରୀ ଅଫିସ,୮ା୪: ସମ୍ପ୍ରତି ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଛି। ବୁଧବାର ପ୍ରତ୍ନତତ୍ତ୍ବ ବିଭାଗର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାର ଏହି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ରାଜ୍ୟ ପ୍ରତ୍ନତତ୍ତ୍ବ ବିଭାଗର ଅଧୀକ୍ଷକ ଅରୁଣ ମଲ୍ଲିକ୍‌ ଓ…

ଶିଳ୍ପା ସେଟ୍ଟୀଙ୍କ ସହ ଡ୍ୟାନ୍ସ କଲେ ଏହି କୁନି ଝିଅ, ଫଟୋ ଭାଇରାଲ

ମୁମ୍ବାଇ: ନିଜର ଡ୍ୟାନ୍ସକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଥିବା ମଧ୍ୟପ୍ରଦେଶର କୁନିଝିଅ ଗୀତ୍‌ କୌର ବଗା ଏବେ ଛୋଟ ପରଦାରେ ନାଁ କରିଛନ୍ତି। ସୋନି ଟିଭିର ସୁପର ଡ୍ୟାନ୍ସ ଶୋ’ରେ ଗୀତ୍‌ ନିଜର ପରଫରମାନ୍ସ ଦେଖାଇଛନ୍ତି। ଗୀତ୍‌ଙ୍କ ଡ୍ୟାନ୍ସ ଦେଖି…

କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ

ପିପିଲି, ୮ା୪(ସ୍ବ.ପ୍ର): ଉପନିର୍ବାଚନ ପୂର୍ବରୁ ବୁଧବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଆଇନ ଶୃଙ୍ଖଳା) ଯଶଓ୍ବନ୍ତ ଜେଠଓ୍ବା ପିପିଲି ଗସ୍ତ କରି ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନକୁ ସ୍ବଚ୍ଛ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାରେ କରିବା ପାଇଁ…

୫ ଦିବସୀୟ ବାଂଲାଦେଶ ଗସ୍ତରେ ସେନା ମୁଖ୍ୟ

ନୂଆଦିଲ୍ଲୀ, ୮।୪: ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଭାନେ ୫ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି। ପ୍ରତିରକ୍ଷା ସହଯୋଗ ଏବଂ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ପ୍ରୋତ୍ସାହିତ କରିବା ହେଉଛି ଏହି ଗସ୍ତର ପ୍ରମୁଖ…

୬୧ହଜାର ଟଙ୍କା ଜରିମାନା ଆଦାୟ କଲା ସିଏମ୍‌ସି

କଟକ ଅଫିସ,୮ା୪: କୋଭିଡ୍‌ ନିୟମ ଉଲଙ୍ଘନ ଅଭିଯୋଗରେ ସିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ବୁଧବାର ସହରର ବିଭିନ୍ନ ଦୋକାନରେ ଚଢାଉ କରି ୬୧ ହଜାର ଟଙ୍କା ଜରିମାନା ଆଦାୟ କାରାଯାଇଛି। ମଙ୍ଗଳାବାଗସ୍ଥିତ ସନ୍‌ ଡାଇଗ୍ନୋଷ୍ଟିକ୍‌ରୁ ୭,୦୦୦ଟଙ୍କା, ଗୁଡଲକ୍‌ ହସ୍ପିଟାଲରୁ ୫,୦୦୦ଟଙ୍କା, ରାଣୀହାଟ…

ଆପଣଙ୍କ ସାଥୀ କନ୍ୟା ରାଶିର କି? ଜାଣନ୍ତୁ କିଭଳି ତାଙ୍କର ସ୍ବଭାବ, ବ୍ୟକ୍ତିତ୍ୱ…

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା। ଏମାନେ ବହୁତ ପରିଶ୍ରମୀ। ସବୁ କାମକୁ ବେଶ ଭଲ ଭାବେ ପୂରଣ କରିବାର କ୍ଷମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?