Home Left

ବିଶାଳ ମନ୍ଦିର ନିର୍ମାଣ କରିବେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ଅଚନ୍ତି। ବିଭିନ୍ନ ମୁଦ୍ଦାକୁ ନେଇ ନିଜ ମତ ଦେଇ ସେ ବିବାଦ ଘେରକୁ ଆସୁଛନ୍ତି। ଗୁରୁବାର ଟୁଇଟର୍‌ରେ ସେ ବଡ ଘୋଷଣା କରିଛନ୍ତି। ଏକ ବିଶାଳ ମା’ ଦୁର୍ଗାଙ୍କ…

କ୍ରିକେଟ୍‌ ପଡିଆରେ ଅଳସୁଆ ଏହିସବୁ କ୍ରିକେଟର୍‌, ରନ୍‌ ନେବାକୁ କରନ୍ତି କୁଣ୍ଠାବୋଧ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ ମଧ୍ୟ ସେମାନେ ଫିଲ୍ଡିଂରେ ଦୁର୍ବଳ ଥାନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ……

ରତ୍ନପଥର ଚୋରା ଚାଲାଣ ଘଟଣା: ୨ ଗିରଫ

ରାୟଗଡ଼ା ଅଫିସ,୧୦ା୧୨: ରତ୍ନପଥର ଚୋରାଚାଲାଣ ଘଟଣାରେ ରାୟଗଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବୌଦ୍ଧ ଜିଲା ସୁଧାସାହିର ସରକାରୀ ଶିକ୍ଷକ ରାଧାମୋହନ ମାହାନା (୫୩) ଓ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକର ସୁବାସ ରତ୍ନାଲୁ (୪୫) ବୋଲି…

ପଶ୍ଚିମବଙ୍ଗରେ ନଡ୍ଡାଙ୍କୁ ଆକ୍ରମଣ

କୋଲକାତା,୧୦।୧୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି। ଗୁରୁବାର ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ସଂସଦୀୟ କ୍ଷେତ୍ର ଡ଼ାଏମଣ୍ଡ ହାର୍ବର ଗସ୍ତ ସମୟରେ ତାଙ୍କ ଉପରେ ଆକ୍ରମଣ ହୋଇଛି। କେତେକ ତୃଣମୂଳକର୍ମୀ…

ଘର ସଫା କରିବା ସମୟରେ ମିଳିଲା ଜେଜେବାପାଙ୍କ ଡାଏରୀ, ଏଥିରେ ଯାହା ଲେଖାଥିଲା ନାତି ହେଲେ ଆଶ୍ଚର୍ଯ୍ୟ

ଜଣେ ଯୁବକ ତାଙ୍କ ମା’ଙ୍କ ସହିତ ଘର ସଫା କରୁଥିବା ସମୟରେ ଏକ ଡାଏରୀ ପାଇଥିଲେ। ଏଥିରୁ ଯାହା ଦେଖିଲେ ସେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ ଏହି ଡାଏରୀରେ ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁ, ବି.ଆର୍‌ ଆମ୍ବେଦକର ଏବଂ ସିଭି ରମଣଙ୍କ…

ଗ୍ଲୋବାଲ ଏସୀୟ ସେଲିବ୍ରିଟି ତାଲିକାରେ ସୋନୁ ସୁଦ୍‌ ନଂ୧

ବଲିଉଡ ଅଭିନେତା ସୋନୁ ସୁଦଙ୍କ ନାମ ଏବେ ସବୁଠି ଚର୍ଚ୍ଚା। ଲକଡାଉନ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେ ଯେଉଁଭଳି ଭାବରେ ହାତ ବଢ଼ାଉଛନ୍ତି, ତେଣୁ ଲୋକମାନେ ତାଙ୍କୁ ରିଲ ହିରୋ ପରିବର୍ତ୍ତେ ରିୟଲ୍‌ ହିରୋ ଆଖ୍ୟା ଦେଇଛନ୍ତି। ନିକଟରେ…

ଆସନ୍ତାବର୍ଷ ଆଇପିଏଲ୍‌ ଖେଳିବେ କି ସୁରେଶ ରାଇନା, କଲେ ବଡ ଖୁଲାସା

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବା ସୁରେଶ ରାଇନା ପୁଣିଥରେ ପଡ଼ିଆକୁ ଫେରିବାକୁ ଯାଉଛନ୍ତି। ଖୁବଶୀଘ୍ର ତାଙ୍କୁ କ୍ରିକେଟ ଖେଳୁଥିବା ଦେଖିବାକୁ ମିଳିବ। ରାଇନା ନିଜେ ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପାରିବାରିକ କାରଣ ଦର୍ଶାଇ ରାଇନା…

ନୂଆବର୍ଷରୁ ଖୋଲିପାରେ କଲେଜ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଦୀର୍ଘ ୮ରୁ ୯ ମାସ ଧରି ସ୍କୁଲ, କଲେଜ ବନ୍ଦ ରହିଛି। ତେବେ ନୂଆ ବର୍ଷରେ କଲେଜ ଖୋଲିପାରେ ବୋଲି ଆଶା ପ୍ରକଟ କରିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର। କଲେଜରେ କ୍ଲାସ ହେବ କି…

ସୋସିଆଲ ମିଡିଆରେ ଅଧିକ ଟୁଇଟ୍‌ କରିଥିବା ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ରହିଛି ଏହି ୩ ନେତାଙ୍କ ନାମ

ଓ୍ବାଶିଂଟନ,୧୦ା୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ପରବର୍ତ୍ତୀ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ସାଧାରଣ ଲୋକଙ୍କୁ ଟୁଇଟ୍‌ କରିଥିବା ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ମାଇକ୍ରୋ ବ୍ଲଗିଂ ସାଇଟ୍‌ର ବାର୍ଷିକ…

ହନିମୁନ୍‌ର ୨ ସପ୍ତାହ ପରେ ସ୍ବାମୀ ଦେଲେ ଧୋକା, ଗୋଟିଏ ଚାବିରୁ ଖୋଲିଲା ରାଜ୍‌

ଦୁନିଆରେ ସ୍ତ୍ରୀ-ସ୍ବାମୀ ସମ୍ପର୍କ ସବୁଠୁ ପବିତ୍ର ବୋଲି ଧରାଯାଏ। ବେଦୀ ଉପରେ ଅଗ୍ନିକୁ ସାକ୍ଷୀ ରଖି ଉଭୟ ସାତ ଜନ୍ମ ପାଇଁ ରହିବାର ଶପଥ ନିଅନ୍ତି। କିନ୍ତୁ ଆଜିକାଲି ବିବାହ ଏକ ପ୍ରହଶନରେ ପରିଣତ ହୋଇଛି। କିଛି ବ୍ୟକ୍ତି ନିଜ ସ୍ବାର୍ଥ…

ଅନ୍ନଦାତାଙ୍କ ଅନ୍ଦୋଳନ ପଛରେ ଚାଇନା-ପାକିସ୍ତାନ ହାତ: ଶୀଘ୍ର କରାଯାଉ ସର୍ଜିକାଲ ଷ୍ଟ୍ରାଇକ୍‌, କଟାକ୍ଷ କଲେ ସଞ୍ଜୟ

ମୁମ୍ବାଇ,୧୦।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରି ସ୍ଥଳେ ଆନ୍ଦୋଳନ ନେଇ ଭାଜପାର ଉପଭୋକ୍ତା ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନଭେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ, ଭାରତରେ ହେଉଥିବା…

ଏଠାରେ ଲାଲ୍‌ ପିମ୍ପୁଡ଼ି ଚଟଣୀ ଖାଇଥାନ୍ତି ଲୋକେ, ଦୂର ହୋଇଥାଏ ଅନେକ ରୋଗ

ଆପଣ ଅନେକ ଚଟଣୀ ଖାଇଥିବେ, ଯେପରିକି ଟମାଟୋ ଚଟଣୀ ଖଜୁରୀ ଚଟଣୀ, ଆମ୍ବ ଚଟଣୀ, ଧନିଆ ଚଟଣୀ ଇତ୍ୟାଦି। ମାତ୍ର ଆଜି ଏକ ଭିନ୍ନ ଚଟଣୀ ବିଷୟରେ କହିବୁ ଯାହାକି ପିମ୍ପୁଡ଼ିରୁ ପ୍ରସ୍ତୁତ ଚଟଣୀ। ଏହି ପିମ୍ପୁଡ଼ି ସାଧାରଣତଃ ଶୀତଦିନରେ ଜଙ୍ଗଲିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri