BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ
ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର ଏହି ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ଘୋଷଣା କରିଛି। ପ୍ରକୃତରେ…
WPL 2027 ଟ୍ରଫିକୁ ନେଇ ବଡ଼ କଥା କହିଲେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ (WPL) ୨୦୨୭ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୧୪ରୁ ଆରମ୍ଭ ହେବ ଏବଂ ଫେବୃଆରୀ ୭ରେ ଏହାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ ହିଁ, କେଉଁ…
‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା ଜୋର ଧରିଛି। ସେ କେଉଁ ଦଳରେ ଯୋଗ ଦେବେ, ତାହା କେବଳ ସମୟ…
ନବରଙ୍ଗପୁରରେ ଚାଞ୍ଚଲ୍ୟ: ସମାଧି ଖୋଳି କାଟି ନେଲେଗଲେ ଯୁବତୀଙ୍କ ମୁଣ୍ଡ, ମଶାଣିରେ କଲେ…
ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା ସହ ମୁଣ୍ଡ କାଟି ନେଇଥିବା ଅଭିଯୋଗ । ସମାଧି ନିକଟରେ କୁକୁଡ଼ା ବଳି…
ୟୁରୋପରେ ୧୨ ବିମାନର ଯାତ୍ରୀ ଆତଙ୍କିତ; ପ୍ୟାରିସରୁ ରୋମ ପର୍ଯ୍ୟନ୍ତ ଭୟର ବାତାବରଣ
ପ୍ୟାରିସ,୫।୧୧: ଗୁରୁବାର ୟୁରୋପର ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣିଥରେ ହାଇ ଆଲର୍ଟ ଅବସ୍ଥାରେ ରହିଥିଲେ, କାରଣ ବୋମା ଧମକ ମିଳିବା ପରେ ପ୍ରାୟ ୧୨ଟି ବିମାନର ଗତିପଥ ବଦଳାଇବାକୁ କିମ୍ବା ଜରୁରୀକାଳୀନ ଅବତରଣ (emergency landing) କରାଇବାକୁ ପଡ଼ିଥିଲା। ଗୋଟିଏ ସପ୍ତାହ ମଧ୍ୟରେ…
ପୋଲିସ ASIଙ୍କ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ନ୍ୟାୟ ପାଇଁ SPଙ୍କ ଦ୍ୱାରସ୍ଥ ହେଲେ ପରିବାର
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ମୃତ ବ୍ୟକ୍ତିଙ୍କ ନାମ ବିକ୍ରମ କେଶରୀ ସିଂହ(୫୦) ଓ…
ବନ୍ୟାରେ ଛାରଖାର ପୁରୁଷୋତ୍ତମପୁର, ବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ସରକାରଙ୍କୁ ଘେରିଲେ ଭକ୍ତ ଦାସ
ପୁରୁଷୋତ୍ତମପୁର,୫।୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି । ଘରଦ୍ୱାରଠାରୁ ଆରମ୍ଭ କରି ଚାଷଜମି ଓ ଜୀବନଜୀବିକା ପର୍ଯ୍ୟନ୍ତ ସବୁକିଛି ଉଜାଡ଼ି ଯାଇଥିବାବେଳେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଏବେ…
‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା
ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର ସାମ୍ନା କରିବାକୁ ପଡ଼େ, ତଥାପି ସେ ଆସନ୍ତା ଡିସେମ୍ବର ମାସରେ ଢାକା ଫେରିବେ।…
ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ
ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ ଘର ଉପରକୁ ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଅନେକ ବ୍ୟକ୍ତି ଆହତ ହୋଇଥିବା…
ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍ ଆଗରେ ଚାଷୀଙ୍କ ଧାରଣା!
ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଓ ଆର୍ଥିକ ସହାୟତା ପ୍ରଦାନ ଦାବି ଜୋର ଧରିଛି । ଏହି ପରିପ୍ରେକ୍ଷୀରେ…
ଆଦର୍ଶ ବିଦ୍ୟାଳୟରୁ ବାଦ୍ ପଡ଼ିଲା ୪୨ ମୌଜା ପିଏମ୍ ବାଲୁଙ୍କେଶ୍ୱର ବିଦ୍ୟାପୀଠ
କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ ଅନ୍ତର୍ଗତ ୪ଟି ବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି। ସେଗୁଡ଼ିକ ହେଲା ୪୨ ମୌଜାର ବେଣ୍ଟକାର…
ବଡ଼ ଖବର: ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଅଧିନାୟକ ଭାବେ ଫେରିବେ…
ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏକ ଦୀର୍ଘ ବିରତି ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତିଏଥର ସେ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ ପରେ, ଖରାପ ଫର୍ମ କାରଣରୁ ତାଙ୍କୁ ଅଧିନାୟକ ପଦରୁ ହଟାଇ…

