ପିଲାଙ୍କ ସଂସ୍କାର
ଗୋଟେ ଛୋଟ ଅଥଚ ଜନଗହଳିପୂର୍ଣ୍ଣ ଛକରେ ମୋର ଗାଡ଼ି ପାର୍କିଂ କଲାବେଳେ ସେଠି ଥିବା ଗୋଟେ ସ୍କୁଟରର ପାଖାପାଖି ଚାଲି ଆସିଲା। ସ୍କୁଟର ଉପରେ ବସିଥିବା ଝିଅଟିଏ ଧକ୍କା ହୋଇଯିବା ଆଶଙ୍କାରେ ଡରିଯାଇ ଓହ୍ଲାଇ ପଡିଲା ବେଳକୁ ତଳେ ପଡ଼ିଗଲା। ଝିଅଟି…
ପୁରସ୍କାର ଓ ପ୍ରବଞ୍ଚନା
ଏହି ନିକଟରେ ଦିଲ୍ଲୀରେ ଉଦ୍ଯାପିତ ହୋଇଯାଇଛି ଏଆଇ କମ୍ପାକ୍ଟ ସମିଟ୍ ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ସମ୍ପର୍କିତ ଶିଖର ସମ୍ମିଳନୀ। ବିଶ୍ବର କୋଡ଼ିଏଟି ରାଷ୍ଟ୍ରର ଶାସନମୁଖ୍ୟ ତଥା ପାଞ୍ଚଶହରୁ ଊଦ୍ଧର୍ବ ଏଆଇ ବିଶେଷଜ୍ଞଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମ୍ମିଳନୀ ଥିଲା ଭାରତ…
ମୋଜ୍ତାବା ଖାମେନେଇ ନେଇପାରନ୍ତି ନେତୃତ୍ୱ
ତେହରାନ୍ ,୯ା୩: ଫେବୃଆରୀ ୨୮ରେ ଇରାନ ଉପରେ ଇସ୍ରାଏଲ-ଆମେରିକାର ମିଳିତ ଆକ୍ରମଣ ପରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାମଧ୍ୟରେ ଇରାନ-ଆମେରିକା ଯୁଦ୍ଧକୁ ୯ ଦିନ ପୂରିଥିଲାବେଳେ ନୂଆ ନେତା ବାଛିବାକୁ ଇରାନ ସରକାର ଚୟନ ପ୍ରକ୍ରିୟା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଶିଶୁଙ୍କ ସହ ଚାଲିଗଲା ୪ଜଣଙ୍କ ଜୀବନ
ଭେଡେନ,୮।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟୁ ଗୋଡଭଗା ଆସୁଥିବା ଏକ ବୋଲେରୋ ଏବଂ ବିପରୀତ…
ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ବିଜୟଲକ୍ଷ୍ମୀ ପୁରସ୍କୃତ
ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଆଙ୍କୋରଡା ପଞ୍ଚାୟତର ଅଙ୍ଗନୱାଡ଼ି କର୍ମୀ ପି. ବିଜୟଲକ୍ଷ୍ମୀ ଦୋରାଙ୍କୁ ଗଞ୍ଜାମ ଜିଲାର ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ପୁରସ୍କୃତ କରାଯାଇଛି। ରବିବାର ଜିଲା ସଦର ମହକୁମା ଛତ୍ରପୁରରେ ଗଞ୍ଜାମ ଜିଲାସ୍ତରୀୟ…
କୋର୍ଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ରବିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍ ସିନିୟର୍ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ତାଲୁକ ଆଇନ୍ ସହାୟତା କମିଟି ଅଧ୍ୟକ୍ଷା ମହାଶ୍ୱେତୋ ପରିଜାଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବଙ୍କ ଲାଞ୍ଜିଗଡ ଗସ୍ତ, ଜନମନ ଯୋଜନାରେ….
ଲାଞ୍ଜିଗଡ,୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ୍ ଦିନିକିଆ ଗସ୍ତରେ ଆସି ତ୍ରିଲୋଚନପୁର ପଞ୍ଚାୟତର ଦୁର୍ଗମ କୁନ୍ନାକାଡୁ ଗାଁ’କୁ ରବିବାର ଗସ୍ତ କରିଥିଲେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବ ଗୀତାଞ୍ଜଳି ନାଏକ । ସଚିବ ପ୍ରଥମେ…
କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ
କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋରାପୁଟ ନବୋଦୟ ବିଦ୍ୟାଳୟର ୨…
କିଏ ସେ ଆକୃତି ଅଗ୍ରଓ୍ବାଲ? ଯାହାଙ୍କ ପ୍ରେମରେ କ୍ଲିନ୍ ବୋଲ୍ଡ ହେଲେ ପୃଥ୍ବୀ ଶ’; ନିର୍ବନ୍ଧ ପରେ…
ମୁମ୍ବାଇ,୮।୩: ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ଓପନର୍ ପୃଥ୍ବୀ ଶ’ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ନିଜର ଦୀର୍ଘ ଦିନର ବାନ୍ଧବୀ ତଥା ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆକୃତି ଅଗ୍ରୱାଲଙ୍କ ସହ ନିର୍ବନ୍ଧ…
ବସ୍କୁ ପିଟିଲା ଯାତ୍ରୀବାହୀ ବସ୍: ୩୫ ଆହତ, ୫ ଯାତ୍ରୀ ଗୁରୁତର
ବାହାନଗା,୮।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପ ନିକଟରେ ରବିବାର ୨ ଯାତ୍ରୀବାହୀ ବସ୍ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍ରେ ୮୦ରୁ ଊଦ୍ଦର୍ବ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୫ଜଣ…
ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ
ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମିତିର ସଭାପତି ସୁଷମା ଭୋଇ ସ୍ୱାଗତ ଭାଷଣ ଦେଇ ସମାଜରେ ମହିଳାଙ୍କ…
ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି?…ଫଟୋ ଦେଖାଇ PM ମୋଦିଙ୍କ ଉପରେ ବର୍ଷିଲେ ମମତା
କୋଲକାତା,୮।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। କୋଲକାତାରେ ଆୟୋଜିତ ଏକ ମଞ୍ଚରୁ ମମତା ଏକ ଫଟୋ ଜାରି କରି ପ୍ରଧାନମନ୍ତ୍ରୀଙ୍କୁ…
Archives


