Home Left

ସରକାର ତୁମେ ମାନିନିଅ

ନୂଆଦିଲ୍ଲୀ,୧୦ା୧୨: ଯୁଦ୍ଧ ଜିତିବା ପରେ ହିଁ ଘରକୁ ଫେରିବ। ତା’ ପୂର୍ବରୁ କଦାପି ନୁହେଁ। ପୁଅର ଏହି କଥା ପଞ୍ଜାବର ୭୧ ବର୍ଷୀୟ କୃଷକ ଗୁର୍‌ଦେବ ସିଂଙ୍କ କାନରେ ବାରମ୍ବାର ଗୁଞ୍ଜରିତ ହେବାରେ ଲାଗିଛି। ନଭେମ୍ବର ୨୬ରେ ପୁଅ ହିଁ ସାହସ…

ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୩ଟି ମାମଲା ରୁଜୁ କରିଛି। ପାଠକ ବାପପୁଅଙ୍କ ନାଁରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ…

‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍‌ ଓ ଅନ୍ୟାନ୍ୟ କୋଭିଡ୍‌ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ…

କର୍ଣ୍ଣନଙ୍କୁ କରୋନା

ଚେନ୍ନାଇ, ୧୦ା୧୨: ମହିଳା ବିଚାରପତି ଓ ବିଚାରପତିଙ୍କ ସ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଗିରଫ ହୋଇଥିବା ମାଡ୍ରାସ ଓ କୋଲକତା ହାଇକୋର୍ଟର ପୂର୍ବତନ ବିଚାରପତି ସି. ଏସ୍‌ କର୍ଣ୍ଣନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥତା ଅନୁଭବ କରିବାକୁ ମଙ୍ଗଳବାର ସନ୍ଧ୍ୟାରେ…

ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ

ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ ‘ପରୀ ନ୍ୟାୟ ରଥ’ ପରିକ୍ରମା କରାଇ ଲୋକଙ୍କ ପାଖକୁ ଯାଇ ଦସ୍ତଖତ…

ଟିକା ନେଲେ ପ୍ରଥମ ଓଡ଼ିଆ

ଲଣ୍ଡନ, ୧୦ା୧୨: ବ୍ରିଟେନରେ ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟରତ ଡ. ଶୈଳେଶ ମିଶ୍ର ପ୍ରଥମ ଓଡ଼ିଆ ଭାବେ କରୋନା ଟିକା ନେଇଛନ୍ତି। ମଙ୍ଗଳବାରଠାରୁ ବ୍ରିଟେନରେ ଫାଇଜର ଟିକାକରଣ ଆରମ୍ଭ ହୋଇଥିବାବେଳେ ଡ. ମିଶ୍ରଙ୍କୁ ଏହି ଟିକା ଦିଆଯାଇଛି। ଟିକା ନେବାପରେ ଭାବବିହ୍ବଳ ହୋଇ…

‘କୋଇଲା ରୟାଲ୍‌ଟି ସଂଶୋଧନ କର’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍‌ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି। ଯଦିଓ କ୍ଲିନ୍‌ ଏନର୍ଜି ସେସ୍‌ ଅନେକ ଥର ବୃଦ୍ଧି କରାଯାଇଛି ତେବେ ତାହା ରାଜ୍ୟ…

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା,ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ଅନୁଗୋଳ ଜିଲାର…

ଅର୍ବାନ ଗଭର୍ନାନ୍ସରେ ଓଡ଼ିଶା ୧ ନମ୍ବର

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଅର୍ବାନ ଗଭର୍ନାନ୍ସ ଇଣ୍ଡେକ୍ସ (ସହରାଞ୍ଚଳ ଶାସନ ସୂଚକାଙ୍କ)-୨୦୨୦ରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ବିବେଚିତ ହୋଇଛି। ଦେଶର ପ୍ରମୁଖ ରାଜ୍ୟଗୁଡ଼ିକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ସ୍ଥାନ ହାସଲ କରିଛି। ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରଜା ଫାଉଣ୍ଡେଶନ ପକ୍ଷରୁ ଦିଲ୍ଲୀ ସମେତ ୨୮…

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ରାଜନଗର,୧୦ା୧୨(ଡି.ଏନ.ଏ.) :ସ୍ବାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ନେତା, ସାମ୍ବାଦିକ, ସାମାଜିକ କର୍ମୀ ଜୟସିଂହ ମହାପାତ୍ରଙ୍କ ବୁଧବାର ଅପରାହ୍ନରେ ୯୫ ବର୍ଷରେ ପରଲୋକ ହୋଇଯାଇଛି। ସପ୍ତାହେ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ହୋଇଯାଇଛି।…

କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ କହିଛନ୍ତି, ମୁଖ୍ୟ ଓପିଡିରେ ସବୁବେଳେ ଗହଳି ଲାଗି ରହୁଛି ା ଅନ୍‌ଲକ୍‌ ପରଠାରୁ ରାଜ୍ୟ…

ପ୍ରଧାନ ବିଚାରପତିଙ୍କ ମା’ ଠକାମିର ଶିକାର: ୨.୫ କୋଟି ଟଙ୍କା ଠକି ନେଲେ

ନୂଆଦିଲ୍ଲୀ,୧୦।୧୨: ଭାରତର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ମା’ ମୁକ୍ତା ବୋବଡେଙ୍କ ଠକାମିର ଶିକାର ହୋଇଛନ୍ତି। ତାଙ୍କ କେୟରଟେକର ୨.୫ କୋଟି ଟଙ୍କା ଠକି ନେଇଯାଇଛନ୍ତି। ଅଭିଯୁକ୍ତ ତାପସ ଘୋଷଙ୍କୁ ଗିରଫ କରାଯାଇଥିଲା। ନାଗପୁର ପୋଲିସ କମିଶନର ଅମିତେଶ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri