Home Left

ବିଚ୍‌ ରାସ୍ତାରେ ଉଲଗ୍ନ କଲେ, ଉଠ୍‌ବସ କରାଇଲେ

ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍‌ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଆଇନକୁ ହାତକୁ ନେଇ ଜଣେ ଯୁବକଙ୍କୁ ଉଲଗ୍ନ କରି କାନ ଧରାଇ…

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି। ରାୟପୁରରୁ ଡାଲି ଜାତୀୟ ସାମଗ୍ରୀ ନେଇ ବଲାଙ୍ଗୀର ଆସୁଥିବା ଏହି ଟ୍ରକ୍‌ର ଚକ…

କୋଣାର୍କ ଇକୋ ରିଟ୍ରିଟ୍‌ ଆରମ୍ଭ

କୋଣାର୍କ,୯ା୧୨(ଡି.ଏନ୍‌.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍‌। ଚଳିତବର୍ଷ ରାଜ୍ୟରେ ମୋଟ ୫ଟି ସ୍ଥାନ ସହ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ବେଳାଭୂମିରେ ଶୁଭାରମ୍ଭ ହୋଇଛି ଇକୋ…

ନନ୍ଦନକାନନରେ ସମ୍ବର ମୃତ

ବାରଙ୍ଗ,୯ା୧୨(ଡି.ଏନ୍‌.ଏ.)-ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବୁଧବାର ୩୯ନଂ ଏନକ୍ଲୋଜେରରେ ରହୁଥିବା ୯ବର୍ଷର ଏକ ମାଈ ସମ୍ବର ମୃତ୍ୟୁବରଣ କରିଛି। ଏନ୍‌କ୍ଲୋଜରରେ ମଙ୍ଗଳବାର ଅନ୍ୟ ସମ୍ବର ସହ ମାଡଗୋଳ ଘଟିବା ଯୋଗୁ ଏହି ମାଈ ସମ୍ବରଟି ଅସୁସ୍ଥ ହୋଇପଡ଼ିଥିଲା। କର୍ମଚାରୀମାନଙ୍କଠାରୁ ଖବରପାଇ ନନ୍ଦନକାନନର ଡାକ୍ତରମାନେ ଏନ୍‌କ୍ଲୋଜରକୁ…

ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ

ଦାରିଙ୍ଗବାଡ଼ି,୯ା୧୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଇକୋ ରିଟ୍ରିଟ୍‌ ବୁଧବାର ଦାରିଙ୍ଗବାଡିରେ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସଂ ମାଧ୍ୟମରେ ଏହାର ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଉତ୍ସବ ପରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ…

ରାଉତପଡ଼ାରେ ହାତୀ ଉପଦ୍ରବ : ଗ୍ରାମବାସୀ ଭୟଭୀତ

ରୂପ୍‌ସା,୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ଓ ରାଉତପଡ଼ା ପଞ୍ଚାୟତ ଓଡ଼ିଆଶାସନ, କୂଳ ବାରମାଣିଆ, ଭରଡ଼ାପାଳ ଆଦି ମୌଜାରେ ଶିମିଳିପାଳରୁ ୭ ଜଣିଆ ହାତୀପଲ ଆସି ନଦୀ ପାଖ ଜଙ୍ଗଲ ଭିତରେ ରହିଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। ମଙ୍ଗଳବାର ଓ…

ଆସନ୍ତାକାଲି ଭଦ୍ରକ ସହର ବନ୍ଦ

ଭଦ୍ରକ ଅଫିସ,୯।୧୨-ଭଦ୍ରକ ଜିଲାବାସୀଙ୍କ ବାରମ୍ବାର ଦାବି ସତ୍ତ୍ବେ ଏଠାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉ ନାହିଁ। ଜିଲାବାସୀଙ୍କର ଏହି ଦାବିକୁ ବହୁଦିନ ଧରି ଅଣଦେଖା କରାଯାଉଛି। ଏଣୁ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଭଦ୍ରକ ସହରକୁ…

ବାଥ ଟବରେ ଗାଧୋଉଛି ବାଘ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ବାଘ ବାଥ ଟବରେ ଗାଧୋଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଜଙ୍ଗଲ ମଧ୍ୟରେ ଏକ ବାଥ ଟବରେ ପାଣି ଭର୍ତ୍ତି ହୋଇ ରହିଛି। ଏହି ସମୟରେ ଏକ…

ଓ୍ବାର୍କଆଉଟ୍‌ ପରେ ଫଟୋ ଶେୟାର କଲେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ : ୟୁଜର୍ସ କହିଲେ ଏମିତି…

ମୁମ୍ବାଇ,୯।୧୨-ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌ ସୋସିଆଲ ମିଡିଆରେ ଅଧିକାଂଶ ସମୟ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। କେତେବେଳେ ଟ୍ରାକ୍ଟରେ ବସି ବିଲରେ ଚାଷ କରୁଥିବା ନଜର ଆସିଛନ୍ତି ତ ଆଉ କେତେବେଳେ…

୭୫ ବର୍ଷରେ ପାଦ ଥାପିଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ,୯।୧୨-ବଲିଉଡର ଭେଟରାନ ଅଭିନେତା ଶତ୍ରୁଘ୍ନ ସିହ୍ନା ବୁଧବାର ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ସମେତ ବହୁ ବଲିଉଡ କଳାକାର ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ତେବେ ଶତ୍ରୁଘ୍ନଙ୍କ ଝିଅ ତଥା ଅଭିନେତ୍ରୀ ସୋନାକ୍ଷୀ…

ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି

କୋଲକାତା,୯।୧୨-ନିଃଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ ହେବାରୁ ବୁଧବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କୋଲକାତାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨୦୦୦ ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ବୁଦ୍ଧଦେବ। ଏହି ଖବର ପ୍ରସାରିତ ହେବା ପରେ ପଶ୍ଚିମବଙ୍ଗ…

ଗୁଡ଼ି ଉଡ଼ାଉଥିଲେ ଏହି ନାବାଳକ, ୩୦ ଫୁଟ ଉଚ୍ଚରୁ ଖସି ପଡ଼ିଲେ; ଆଉ ତା’ ପରେ…

ଇଣ୍ଡୋନେସିଆରେ ଜଣେ ନାବାଳକ ଗୁଡ଼ି ସାହାଯ୍ୟରେ ଆକାଶରେ ଉଡୁଥିବା ସମୟରେ ୩୦ ଫୁଟ ଉଚ୍ଚରୁ ଖସିପଡ଼ି ଆହତ ହୋଇଛି। ୧୨ ବର୍ଷର ଏହି ନାବାଳକ ‘ଡ୍ରାଗନ କାଇଟ୍‌’ ଉଡ଼ାଉଥିଲେ। ଯାହାକି ତାଙ୍କଠାରୁ ତିନି ଗୁଣ ବଡ଼ ଥିଲା। ପବନରେ ଏହି ଗୁଡ଼ିଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri