Home Left

ରାତିରେ କଲେ ଶୁଟିଂ, ସକାଳୁ ହୋଟେଲ୍‌ରୁ ମିଳିଲା ଏହି ଅଭିନେତ୍ରୀଙ୍କ ମୃତଦେହ

ଚଳିତବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରିରେ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ଆସୁଛି। ଅନେକ ଶ୍ରେଷ୍ଠ କଳାକାର ଫିଲ୍ମ ଇଣ୍ଡଷ୍ଟ୍ରି ଛାଡ଼ି ପରଲୋକ ଗମନ କରିଛନ୍ତି। ସେହିପରି ସାଉଥ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ପରିଚିତି ଲାଭ କରିଥିବା ଭି.ଜେ ଚିତ୍ରାଙ୍କ ମୃତଦେହ ବୁଧବାର ସକାଳୁ…

ନିଆରା ହସ ପାଇଁ ଏହି ଅଭିନେତ୍ରୀଙ୍କୁ ମିଳିଲା ସବୁଠୁ ବଡ଼ ସମ୍ମାନ

ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ ରେ ନିଜର ହସ ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିଣିଥିବା ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣିଥରେ କୋଟି କୋଟି ଲୋକଙ୍କ ହୃଦୟ ଜିଣିଛନ୍ତି। ଦୀପିକାଙ୍କ ଏହି ହସ ଏବେ ଐତିହ୍ୟରେ ପରିଣତ ହୋଇଛି। ଏଥେନ୍ସ ବିମାନବନ୍ଦରରେ ଦୀପିକାଙ୍କର…

କୁତବ ମିନାର ମସଜିଦ୍‌ ବିରୋଧରେ କୋର୍ଟରେ ମାମଲା

ନୂଆଦିଲ୍ଲୀ,୯।୧୨: କୁତବ ମିନାର ମସଜିଦ୍‌ ବିରୋଧରେ ଦିଲ୍ଲୀର ସାକେତ କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। କୁତବ ବିନାର ପରିସରରେ ୧୧୯୨ରେ ନିର୍ମିତ ହୋଇଥିବା କୁବତ୍‌-ଉଲ୍‌-ଇସଲାମ ମସଜିଦ୍‌ ବିରୋଧରେ ଦାଖଲ ହୋଇଥିବା ମାମଲାରେ ଉଲ୍ଲେଖ କରାଯାଇଛି ଯେ, ୨୭ ହିନ୍ଦୁ ଏବଂ…

ପୁଅ ପେଟରେ ଥିବାବେଳେ ଅଭିନେତା ସ୍ବାମୀ ଛାଡି ଚାଲିଗଲେ: ଏବେ କରୋନା କବଳରେ ମା’ପୁଅ

କନ୍ନଡ଼ ଫିଲ୍ମର ସ୍ବର୍ଗତ ଅଭିନେତା ଚିରଞ୍ଜୀବି ସରଜାଙ୍କ ସ୍ତ୍ରୀ ମେଘନା ରାଜ ଏବଂ ତାଙ୍କ ପୁଅ କରୋନା ସଂକ୍ରମିତ ହୋଇଛନ୍ତି। ଉଭୟଙ୍କ ରିପୋର୍ଟ କରୋନା ପଜିଟିଭ ଆସିଥିବା ମେଘନା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏଥିସହ ଯେଉଁମାନେ ସେମାନଙ୍କ ସମ୍ପର୍କରେ ଆସିଛନ୍ତି…

ଚିଡ଼ିଆଖାନାରେ ୪ ସିଂହଙ୍କୁ କରୋନା

ବାର୍ସିଲୋନା, ୯।୧୨: ସ୍ପେନ୍‌ର ବାର୍ସିଲୋନା ଚିଡ଼ିଆଖାନାରେ ୪ଟି ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସିଂହଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବା ଏହା ଦ୍ୱିତୀୟ ଘଟଣା। ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଯିବା ପରେ ନମୁନା ପରୀକ୍ଷା କରାଯାଇଥିଲା। ତେବେ ସିଂହଗୁଡ଼ିକ କିପରି…

ଚନ୍ଦ୍ରକୁ ପ୍ରଥମ ମହିଳା ପଠାଇବେ ବେଜୋସ୍‌

ନୂଆଦିଲ୍ଲୀ, ୯।୧୨: ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ମହାକାଶ କମ୍ପାନୀ ‘ବ୍ଲୁ ଅରିଜିନ୍‌’ ଚନ୍ଦ୍ରପୃଷ୍ଠକୁ ପ୍ରଥମ ମହିଳା ପଠାଇବାକୁ ଯାଉଛି। ଏହି କମ୍ପାନୀ ଦ୍ୱାରା ନିର୍ମିତ ଲୁନାର ଲ୍ୟାଣ୍ଡର ୨୦୨୪ ସୁଦ୍ଧା ଚନ୍ଦ୍ରକୁ ମହାକାଶଚାରୀ ପଠାଇବାକୁ ସମର୍ଥ। ଏନେଇ ନାସା ଖୁବ୍‌…

କୋଭିଡ୍‌ ଟିକାକୁ ଖୁବ୍‌ଶୀଘ୍ର ମଞ୍ଜୁରୀ

ନୂଆଦିଲ୍ଲୀ, ୯।୧୨: ଆଗାମୀ କିଛି ସପ୍ତାହ ମଧ୍ୟରେ ଭାରତରେ କେତେକ କୋଭିଡ୍‌-୧୯ ଟିକାକୁ ବ୍ୟବହାର ପାଇଁ ଲାଇସେନ୍ସ ମିଳିଯିବ ବୋଲି ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଭାରତୀୟଙ୍କୁ କୋଭିଡ୍‌ ଟିକା ଦିଆଯିବ। ପ୍ରାୟ ୧…

ଷଷ୍ଠ ପର୍ଯ୍ୟାୟ ବୈଠକ ବାତିଲ

ନୂଆଦିଲ୍ଲୀ,୯ା୧୨:କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନରତ କୃଷକ ନେତାଙ୍କୁ ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଆଲୋଚନା ପାଇଁ ଡାକିଥିଲେ। ଷଷ୍ଠ ପର୍ଯ୍ୟାୟ ବୈଠକ ପୂର୍ବରୁ ଶାହାଙ୍କ ନିମନ୍ତ୍ରଣକୁ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉ ଥିବାବେଳେ ଏଥିରୁ କୌଣସି ନିଷ୍କର୍ଷ ବାହାରି ପାରିନାହିଁ। ସ୍ବରାଷ୍ଟ୍ରମନ୍ତ୍ରୀଙ୍କ…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ପ୍ରଭାବିତ କରିବାକୁ ୭ଟି ଫ୍ରିଜ୍‌ ପଠାଇଥିଲେ ଖେଳାଳି

ନିଜ ସମୟର ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରେ ଜଣେ ଥିଲେ ଶର୍ମିଲା ଟାଗୋର। ସେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ମନସୁର ଅଲ୍ଲୀ ଖାନ୍‌ ପଟୌଦୀଙ୍କୁ ବିବାହ କରିଥିଲେ। ତେବେ ମନସୁର ଶର୍ମିଲାଙ୍କୁ ପ୍ରଭାବିତ କରିବା ପାଇଁ ୭ଟି ଫ୍ରିଜ୍‌ ତାଙ୍କ…

ବଢୁଛି ଅସନ୍ତୋଷ, ନିର୍ମାଣ ଦାବି ତେଜିଲା

ଖୋର୍ଦ୍ଧା ଅଫିସ,୯ା୧୨: ଖୋର୍ଦ୍ଧାର ବରୁଣେଇ ପାହାଡ଼ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ଶିଳାନ୍ୟାସକୁ ମଙ୍ଗଳବାର ବର୍ଷେ ବିତିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ପାଇକ ସ୍ମାରକୀ…

ଓ୍ବେବ୍‌ସାଇଟ୍‌ରେ ଶ୍ରୀମନ୍ଦିରର ଭୁଲ୍‌ ଚିତ୍ର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ, ସଚିବଙ୍କ ବିରୋଧରେ ଏତଲା

ପୁରୀ ଅଫିସ,୯ା୧୨: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ୱେବ୍‌ସାଇଟ୍‌ରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ ଏଥିରେ ଭୁଲ୍‌ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଚିତ୍ର ପରିବର୍ତ୍ତେ ଏଥିରେ ବାଲେଶ୍ୱରର ଇମାମୀ ଜଗନ୍ନାଥ ମନ୍ଦିରର ଫଟୋ ଦିଆଯାଇଛି। ଏ…

ବିରାଟ-ଅନୁଷ୍କା ଜଣାଇଲେ ଖୁସି ଖବର, ଏହି ଫଟୋକୁ କରାଗଲା ସବୁଠୁ ଅଧିକ ପସନ୍ଦ

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ସବୁଠାରୁ ପ୍ରସିଦ୍ଧ ଦମ୍ପତି ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଅଗଷ୍ଟ ମାସରେ ବିରାଟ-ଅନୁଷ୍କା ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri