Home Left

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ ଭୟାବହ ଅଗ୍ନିକାଣ୍ଡ ଘଟି ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ବନବିଭାଗର…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି ବୋଲି ପ୍ରମାଣ କରିଛନ୍ତି । ଫିଲିପ୍ସ – ଚମତ୍କାର ଡାଇଭିଂ କ୍ୟାଚ୍ ନେବା…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ, ସର୍ବୋଚ୍ଚ ନ୍ୟାୟାଳୟ ମତ ଦେଇଛନ୍ତି…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ ମାଡ଼ ଖାଇ ମେଡିକାଲ ଯାଇଛନ୍ତି ସ୍ତ୍ରୀ। ଅନ୍ୟପକ୍ଷରେ ସ୍ବାମୀଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ କରିଛନ୍ତି ଯେ ଘରୋଇ ଏଲପିଜି ଏବଂ ପିଏନଜିର ଯୋଗାଣ ନିରନ୍ତର ଏବଂ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ ବ୍ରିଜ ଓ ରେଳପଥ ବ୍ରିଜ ନଂ ୪୮୭ ତଳେ ଏକ କଲଭର୍ଟ ନିର୍ମାଣ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା। ବର୍ତ୍ତମାନର ରିପୋର୍ଟ ଅନୁସାରେ ସେମାନଙ୍କ ଦରମା ବୃଦ୍ଧି ପାଇବାକୁ ଯାଉଛି। ଏହି ବିଷୟ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ୪ ଗୋଟି ଟ୍ରାପ କ୍ୟାମେରା ଲଗାଇଛନ୍ତି । ସୂଚନା…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ ୪/୫ ଇଞ୍ଚର କୁଆପଥର ଆସ୍ତରଣ ଦେଖିବାକୁ ମିଳିଥିଲା। ବରାଡଙ୍ଗା ପଞ୍ଚାୟତ ଶିଉନି ଗାଁ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ ଇରାନୀ ରେଡ କ୍ରିସେଣ୍ଟ ସୋସାଇଟିକୁ ହସ୍ତାନ୍ତର କରାଯାଇଛି। ଏହି ପରିପ୍ରେକ୍ଷୀରେ, ଭାରତରେ ଥିବା…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା ସହିତ, ଘରୋଇ ଉତ୍ପାଦନ ବୃଦ୍ଧି ପାଇଛି;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?