ଜମି ଆଳରେ ୭୧ ଲକ୍ଷ ଠକେଇ ମାମଲା: ଜଣେ ଗିରଫ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇ ଦେବାକୁ କହି ୭୧ ଲକ୍ଷ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ପୁରୀ ଜିଲା ବଳିଆପଣ୍ଡା ଅଞ୍ଚଳର ଜୟକୃଷ୍ଣ ପଟ୍ଟନାୟକ। ପୋଲିସ ସୂଚନାମୁତାବକ, ପୁରୀର ହୋଟେଲ…
ଅଭିଯୋଗ ସମାଧାନ ପାଇଁ ଖୋଲିବ ୨୪ ଘଣ୍ଟିଆ କଲ୍ ସେଣ୍ଟର
ପୁରୀ ଅଫିସ,୭।୧୨: ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଖୁବ୍ଶୀଘ୍ର ୨୪ଘଣ୍ଟିଆ କଲ୍ ସେଣ୍ଟର ଖୋଲାଯିବ। ଲୋକଙ୍କ ଅଭିଯୋଗ ସିଧାସଳଖ ଯେଭଳି ତୁରନ୍ତ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇହେବ ସେଥିଲାଗି ଏଭଳି ଯୋଜନା କରାଯାଇଛି। କଲ ସେଣ୍ଟର ନମ୍ବର ୭୬୫୩୮୯୧୦୩୦ରେ ଲୋକେ ନିଜର…
ସୁସ୍ଥ ଗଣତନ୍ତ୍ର ପାଇଁ ବାକ୍ ସ୍ବାଧୀନତା-ସୋସିଆଲ ମିଡ଼ିଆ ଉପରେ ରୋକ ଲଗାଇବା ଅନୁଚିତ: ଆଟର୍ନି ଜେନେରାଲ
ନୂଆଦିଲ୍ଲୀ, ୭।୧୨: ଦେଶରେ ସୁସ୍ଥ ଗଣତାନ୍ତ୍ରିକ ବ୍ୟବସ୍ଥା ବଜାୟ ରଖିବା ପାଇଁ ବାକ୍ ସ୍ବାଧୀନତା ଏବଂ ସୋସିଆଲ ମିଡ଼ିଆ ଉପରେ ରୋକ ଲଗାଇବା ଅନୁଚିତ ବୋଲି ଆଟର୍ନି ଜେନେରାଲ କେ.କେ. ଭେନୁଗୋପାଳ କହିଛନ୍ତି। ଏକ ସାକ୍ଷାତ୍କାରରେ ସେ ଏଭଳି ମତପୋଷଣ କରିଛନ୍ତି।…
ସେଲ୍ସ ଏକ୍ଜିକ୍ୟୁଟିଭ ଭାବେ କାମ କରୁଥିଲେ ରାଧିକା: ଏବେ ହେବେ ଅମ୍ବାନୀ ପରିବାରର ସାନ ବୋହୂ
ଖୁବ୍ କମ୍ ଲୋକ ଜାଣିଥିବେ ଯେ, ନୀତା ଅମ୍ବାନୀ ଏବଂ ମୁକେଶ ଅମ୍ବାନୀଙ୍କ ଭାବି ସାନ ବୋହୂ ରାଧିକା ମର୍ଚେଣ୍ଟ ଏକଦା ଇସପ୍ରାଭ୍ରେ ସେଲ୍ସ ଏକ୍ଜିକ୍ୟୁଟିଭ ଭାବେ କାମ କରୁଥିଲେ। ଏହା ଗୋଆର ହୋଲିଡେ ହୋମ୍ସ ସେଲ୍ କରୁଥିବା ଏକ କମ୍ପାନୀ।…
ପାଇଖାନା ନିର୍ମାଣରେ ଦୁର୍ନୀତି: କାମ ନ କରି ହୋଇଛି ବିଲ୍
କୋରୁକୋଣ୍ଡା,୭ା୧୨(ଡି.ଏନ. ଏ.): ସରକାର ସ୍ବଚ୍ଛ ଭାରତ ଅଭିଯାନ ନାମରେ ବହୁ ଅର୍ଥ ଖର୍ଚ୍ଚ କରୁଥିବା କହୁଥିବା ବେଳେ ଏଥିରୁ ହିତାଧିକାରୀମାନେ ସୁଫଳ ପାଉନାହାନ୍ତି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ମାରିବେଡା ପଞ୍ଚାୟତର ରାଖେଲଗୁଡା ଗ୍ରାମରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା…
ଧଓ୍ବନ୍ଙ୍କୁ ଷ୍ଟମ୍ପ ଆଉଟ୍ କରିପାରିଲେ ନାହିଁ ଅଷ୍ଟ୍ରେଲିଆ ଅଧିନାୟକ: କହିଲେ ‘ମୁଁ ଧୋନୀ ନୁହେଁ’
ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜକୁ ଭାରତ ୨-୦ ବ୍ୟବଧାନରେ ଆଗୁଆ ଜିତିନେଇଛି। ରବିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଅନେକ ଖେଳାଳି ନିଜର ପ୍ରତିଭା ଦେଖାଇଥିଲେ। ହେଲେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚଙ୍କ ଅନୁପସ୍ଥିତିରେ ଏଭଳି ଏକ…
କୋଟିଏ ଟଙ୍କାର ଲଟେରୀ ଜିଣିଲେ ପକେଟକୁ ଆସିବ କେତେ…
ନୂଆଦିଲ୍ଲୀ, ୭।୧୨: କେତେକ ଲୋକେ ଲଟେରୀ କିଣି ରାତାରାତି ଲକ୍ଷପତି ଅବା କୋଟିପତି ହେବାର ସ୍ବପ୍ନ ଦେଖିଥାନ୍ତି। ତେବେ ଲଟେରୀ ଜିଣିଲେ ଏହା ଉପରେ ୧୯୬୧ ଆୟକର ଅଧିନିୟମ ଅନୁସାରେ ବିଭିନ୍ନ ଟିକସ ଲାଗୁ ହୋଇଥାଏ। ଫଳରେ ପକେଟକୁ ଆସିବା ବେଳକୁ…
ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି
ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା ପାଣିର ବ୍ୟବସ୍ଥା ନାହିଁ। ଏହି ବଜାରରୁ ଭଲ ରାଜସ୍ବ ଆଦାୟ ହେଉଥିବାବେଳେ ଏପରି…
ଶବରପଡ଼ା ଗାଁକୁ ନାହିଁ ସବୁଦିନିଆ ରାସ୍ତା
କୋକସରା,୭ା୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତ ଶବରପଡା ଗାଁକୁ ସବୁଦିନିଆ ଭଲ ରାସ୍ତା ନାହିଁ। ଲୋକଙ୍କୁ ଯାତାୟାତ ପାଇଁ ଜମି ହିଡ ହିଁ ଭରସା ପାଲଟିଛି। ଭଲ ରାସ୍ତା ନ ଥିବାରୁ ଲୋକେ ଅନେକ ଅସୁବିଧାର ସମ୍ମୁଖିନ ଭୋଗୁଛନ୍ତି।…
ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା
ଲୋକପ୍ରିୟ ଏବିସି କମେଡି ‘ଲାଭର୍ନେ ଆଣ୍ଡ୍ ଶର୍ଲି’ରେ ସ୍କ୍ବିଗି ଭୂମିକାରେ ଅଭିନୟ କରିଥିବା ଅଭିନେତା ଡେଭିଡ୍ ଲେଣ୍ଡରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଏ ନେଇ ଡେଭିଡଙ୍କ ସ୍ତ୍ରୀ, ଝିଅ ଏବଂ ଜ୍ୱାଇଁ ଏକ ଇମେଲ…
ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରି ଭୋଟ ପାଉ ଥିବା ଏନ୍ଡିଏ ସରକାର ଅନ୍ନଦାତାଙ୍କ ସମ୍ମୁଖରେ ଅସହାୟ: ଶିବସେନା
ମୁମ୍ବାଇ, ୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଶିବସେନା ପକ୍ଷରୁ କୁହାଯାଇଛି ଯେ, ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରି ଭୋଟ ପାଉ ଥିବା ଭାଜପା ନେତୃତ୍ୱାଧିନ ଏନ୍ଡିଏ ସରକାର ଅନ୍ନଦାତାଙ୍କ ସମ୍ମୁଖରେ ଅସହାୟ ହୋଇପଡ଼ିଛି। ଅନ୍ନଦାତାଙ୍କ ସମସ୍ୟାର ସମାଧାନ…
ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଶିରିନ୍ ସଓ୍ବୋନୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମହାମାରୀ କରୋନା ଯୋଗୁ ସେ ଉଦୟନ ସଚାନଙ୍କୁ କୋର୍ଟ ମ୍ୟାରେଜ କରିଛନ୍ତି। ଏହି ବାବହରେ ଉଭୟ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ବିବାହ ପରେ ଶିରିନ୍ କିଛି…
Archives


