Home Left

ସର୍ଭେରେ ଅଟକିଛି ଦ୍ୱିତୀୟ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୭।୧୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରରେ ଚଳିତବର୍ଷର ପ୍ରଥମାର୍ଦ୍ଧରେ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ବ୍ୟାସ ସରୋବର ଜଙ୍ଗଲ ଜମିରେ ଛନ୍ଦି ହୋଇଥିବାରୁ ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାରେ ୯ ବର୍ଷ…

୨,୫୦୦ କୋର୍ଟରେ ରହିବ ଭିଡିଓ କନ୍‌ଫରେନ୍ସ କ୍ୟାବିନ୍‌

ନୂଆଦିଲ୍ଲୀ, ୭।୧୨(ପି.ଟି.): ତଳ କୋର୍ଟଗୁଡ଼ିକରେ ଅନ୍‌ଲାଇନ ଶୁଣାଣି ସାମର୍ଥ୍ୟ ବଢ଼ାଇବା ଲାଗି ଦେଶର ୨,୫୦୬ କୋର୍ଟ କମ୍ପ୍ଲେକ୍ସରେ ଭିଡିଓ କନ୍‌ଫରେନ୍ସ କ୍ୟାବିନ୍‌ ପ୍ରତିଷ୍ଠା କରାଯିବ। ଏଥିପାଇଁ ପାଣ୍ଠି ବ୍ୟବସ୍ଥା କରାଯାଇଥିବା ଆଇନ ମନ୍ତ୍ରଣାଳୟ କହିଛି। ସେପ୍ଟେମ୍ବରରେ ୫.୨୧ କୋଟି ଟଙ୍କା ଦିଆଯାଇଥିବାବେଳେ…

ଟିଏମ୍‌ସି ଖରାପ, ଭାଜପା ତା’ଠୁ ୧୦୦୦ ଗୁଣ

କୋଲକାତା, ୭।୧୨:ଦୀର୍ଘ ୯ ବର୍ଷର ନିର୍ବାଚନ ପରେ ଘର ତଥା ନିଜର ରାଜନୈତିକ ଗଡ଼ ପଶ୍ଚିମବଙ୍ଗର ପଶ୍ଚିମ ମିଦନାପୁର ଫେରିଥିବା ସିପିଆଇଏମ୍‌ର ହେଭିଓ୍ବେଟ୍‌ ନେତା ସୁଶାନ୍ତ ଘୋଷ ଟିଏମ୍‌ସି ଓ ଭାଜପା ଉପରେ ବର୍ଷିଛନ୍ତି। ୨୦୦୨ରେ ସୁଶାନ୍ତଙ୍କ ପୈତୃକ ଘର ନିକଟରୁ…

ରାଜା ଆସନ୍ତୁ, ଦେଶ ବଞ୍ଚାନ୍ତୁ

କାଠମାଣ୍ଡୁ,୭ା୧୨: ଅଢ଼େଇ ବର୍ଷ ପୂର୍ବେ ଦୁଇଜଣ ନେପାଳୀ ଯୁବକ ହିମାଳୟ ରାଷ୍ଟ୍ରର ପୁରୁଣା ଜାତୀୟ ସଙ୍ଗୀତ ଗାଇ ଗିରଫ ହୋଇଥିଲେ। ପରେ ସେମାନଙ୍କ ସାଥୀମାନେ ଦେଶବ୍ୟାପୀ ପୁରୁଣା ଜାତୀୟ ସଙ୍ଗୀତ ଅଭିଯାନର ଘୋଷଣା କାଠମାଣ୍ଡୁରେ କରିଥିଲେ। ସେମାନଙ୍କ ଦାବି ଥିଲା ନେପାଳରେ…

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ ନ ମାନିଲେ ତଣ୍ଡ ଗଣିବାକୁ ପଡ଼ିବ। ହେଲମେଟ୍‌, ସିଟ୍‌ ବେଲ୍ଟ ଓ ପରିବହନ…

ଦାବି ସହ ସାଲିସ ନାହିଁ

ନୂଆଦିଲ୍ଲୀ,୭ା୧୨: କେନ୍ଦ୍ର ସରକାର ଯେତେ ଭୁଆଁ ବୁଲାଇଲେ ବି ଦାବି ସହ ସାଲିସ କରାଯିବ ନାହିଁ ବୋଲି ରବିବାର ସ୍ପଷ୍ଟ କରିଛନ୍ତି ଆନ୍ଦୋଳନରତ କୃଷକ। ଆସନ୍ତା ୯ ତାରିଖରେ କୃଷକ-କେନ୍ଦ୍ର ମଧ୍ୟରେ ଷଷ୍ଠ ପର୍ଯ୍ୟାୟ ଆଲୋଚନା ହେବାକୁ ଥିବାବେଳେ ସରକାର ଏହି…

ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ…

ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଟିଭି ଇଣ୍ଡଷ୍ଟ୍ରିକୁ ସୋମବାର ସକାଳେ ଏକ ବଡ଼ ଝଟକା ଲାଗିଛି। ଗତ କିଛି ଦିନ ହେବ ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରୁଥିବା ଅଭିନେତ୍ରୀ ଦିବ୍ୟା ଭଟ୍ଟନାଗରଙ୍କ ଦେହାନ୍ତ ହୋଇଛି। ଟିଭି ସିରିଏଲ ‘ୟେ ରିସ୍ତା କ୍ୟା କେହଲତା ହୈ’ରେ ‘ଗୁଲାବୋ’…

ଖରସ୍ରୋତାରୁ ଭଦ୍ରକକୁ ପାଣିଦେବା ବିବାଦ: ପାଣି ନ ଛାଡ଼ିବାକୁ ଜଳ ସତ୍ୟାଗ୍ରହ

କେନ୍ଦ୍ରାପଡ଼ା ଅଫିସ/ରାଜକନିକା,୭ା୧୨ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣିଦେବା ବିବାଦ ତୀବ୍ର ହେବାରେ ଲାଗିଛି। ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତିର ଶତାଧିକ ମହିଳା ରବିବାର ପୂର୍ବାହ୍ନରେ ହାତରେ ଗରା ଧରି ବରୁଣାଡିହାଠାରେ ନଦୀରେ ପଶି ଜଳ…

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ ସହ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ସୋନପୁରରେ ପ୍ରବଳ…

ପାଣିଝରା ଦେଇଛି ପରିଚୟ

ଚମ୍ପୁଆ, ୭ା୧୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ଶଶାଙ୍କ ଗ୍ରାମ ବାଲିସାହି। ପାଣିଝରା ନିର୍ମାଣ ଓ ବିକ୍ରୟ କରି ଏଠାକାର ଆଦିବାସୀ ପାଇପାରିଛନ୍ତି ଏକ ସ୍ବତନ୍ତ୍ର ପରିଚୟ। ସମସ୍ତେ ଆଦିବାସୀ ଶ୍ରେଣୀର ହୋଇଥିଲେ ହେଁ କୌଳିକ ବୃତ୍ତି ଭାବରେ…

ଜନଙ୍କ ପରଫେକ୍ଟ ଫିଗରକୁ ଅଭିଷେକ, ଟାଇଗରଙ୍କ ପ୍ରଶଂସା

ମୁମ୍ବାଇ,୬।୧୨: ବଲିଉଡ୍‌ରେ ହ୍ୟାଣ୍ଡସମ ହଙ୍କ ଭାବେ ପରିଚିତ ଜନ ଆବ୍ରାହାମ ଏବେ ଆଗାମୀ ଫିଲ୍ମ ‘ସତ୍ୟମେବ ଜୟତେ ୨’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଇନ୍‌ଷ୍ଟାଗ୍ରାମରେ ସେ ଶେୟାର କରିଥିବା ଜିମ୍‌ରେ ଓ୍ବାର୍କଆଉଟ୍‌ ବେଳର ଫଟୋ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri