Home Left

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ। ନନ ଟ୍ରମା କେୟାରରେ ଶତାଧିକ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ ସହାୟତା ଯୋଗାଇ ଦେଉଛି। ଏହି ରିପୋର୍ଟ ଆମେରିକା-ଚୀନ ଅର୍ଥନୈତିକ ଏବଂ ସୁରକ୍ଷା ସମୀକ୍ଷା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ ତରଫରୁ ବୁଧବାର ମେଶିନ ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଗ୍ରାମର ଭୁବନ ପରିଡ଼ାଙ୍କ ନିଆଁ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ ହୋଇନି ସେଠି କୂଅ ଓ ନଳକୂପ କିମ୍ବା ଚୁଆ ଭରସା। ଆଉ କିଛି…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି ଲୁଟେରା ଗ୍ୟାଙ୍ଗ୍‌। ରାୟଗଡ଼ା ସହରରେ ଲୁଟେରା ଗ୍ୟାଙ୍ଗ୍‌ ସ୍କୁଟି ଡିକି ଭାଙ୍ଗି ୧୧୦…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏବଂ ଆସାମ ଭାଜପା ସଭାପତି ଦିଲୀପ ସାଇକିଆଙ୍କ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ କଥା କରିବାର ଥିଲା ତେବେ ବିଧାୟକମାନଙ୍କୁ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା ଫଳରେ ଏହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ତଥାପି, ଏହା ଏକ ଆଶ୍ୱସ୍ତିର…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ କରିଛି। ଏଣିକି ବିମାନରେ ୬୦% ସିଟ୍‌ ମାଗଣାରେ ବାଛିପାରିବେ ଯାତ୍ରୀ। ପ୍ରମୁଖ ପରିବର୍ତ୍ତନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ସାଉଦି ଆରବ ଏବେ ଲାଲ ସାଗର ମାର୍ଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?