Home Left

ବଢ଼ୁଛି କୁଣ୍ଡାତେଲ ଚାହିଦା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରାଜ୍ୟରେ ୧୨ଟି ରାଇସବ୍ରାନ୍‌ (ଧାନ କୁଣ୍ଡା ତେଲ) ୟୁନିଟ୍‌ କାର୍ଯ୍ୟକ୍ଷମ ରହିଛି। ସେଥିରୁ ବରଗଡ଼ ଜିଲାରେ ୭ଟି ଥିବା ବେଳେ ଯାଜପୁରରେ ୧, ଖୋର୍ଦ୍ଧା ୧, କୋରାପୁଟ ୨ ଏବଂ ବାଲେଶ୍ୱରରେ ଗୋଟିଏ ରାଇସବ୍ରାନ୍‌ ୟୁନିଟ୍‌ କାର୍ଯ୍ୟକ୍ଷମ ରହିଛି। ଏହି…

ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଚାଷୀଙ୍କ ଆଢୁଆଳରେ ଆନ୍ଦୋଳନ କରୁଛନ୍ତି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଚାଷୀଙ୍କୁ ଦିଆଯାଉଥିବା ଟୋକନ ଏବଂ ଧାନକିଣାରେ ଅନିୟମିତତା ହେଉଥିବା ନେଇ କେତେକ ସଂଗଠନ ଚାଷୀଙ୍କ ନାମରେ ନିଜର ନ୍ୟସ୍ତ ସ୍ବାର୍ଥ ପାଇଁ ଆନ୍ଦୋଳନ କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।…

ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କଲେ ବର: କନ୍ୟାଘରକୁ ଗଲେ ଟ୍ରାକ୍ଟରରେ

କର୍ନାଲ,୬।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଧୀରେଧୀରେ ଆନ୍ଦୋଳନକୁ ଲୋକଙ୍କ ସମର୍ଥନ ମିଳିବାରେ ଲାଗିଛି। ହରିୟାଣା କର୍ନାଲରେ ଜଣେ ଯୁବକ ଆନ୍ଦୋଳନକୁ ସମର୍ଥନ କରି ବିବାହ କରିବା ଲାଗି ଟ୍ରାକ୍ଟର ନେଇ କନ୍ୟା…

ନିରାଡ଼ମ୍ବର ହେବ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ

ଓ୍ବାଶିଂଟନ, ୬।୧୨(ପି.ଟି.): ଜାନୁୟାରୀ ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଶପଥ ନେବାକୁ ଥିବାବେଳେ ଏହି ଉତ୍ସବକୁ ଆଡ଼ମ୍ବରପୂର୍ଣ୍ଣ ନ କରିବାକୁ ସେ କହିଛନ୍ତି। ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି କେତେକ ଭର୍ଚୁଆଲ…

ନିଆଯାଇଥିବା ଅଧିକ ଅର୍ଥ ଫେରାଯାଉ

ନୂଆଦିଲ୍ଲୀ, ୬।୧୨: କୋଭିଡ୍‌ ଚିହ୍ନଟ ଲାଗି ହୋଇଥିବା ଆର୍‌ଟି-ପିସିଆର୍‌ ପରୀକ୍ଷାରେ ଘରୋଇ ଲାବ୍‌ ଓ ହସ୍ପ୍‌ିଟାଲଗୁଡ଼ିକ ଅତ୍ୟଧିକ ଦେୟ ନେଇଛନ୍ତି। ଏବେ ସେମାନେ ଉକ୍ତ ଅତିରିକ୍ତ ଅର୍ଥ ଫେରାଇବା ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେବାକୁ…

ମୁକୁଲ ରାୟଙ୍କ ନଁ।ରେ ଚାର୍ଜଶିଟ୍‌

କୋଲକାତା, ୬।୧୨: କ୍ରିଷ୍ଣଗଞ୍ଜର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ବିରୋଧରେ ପଶ୍ଚିମବଙ୍ଗ ସିଆଇଡି ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଶନିବାର ଅପରାହ୍ଣରେ ନଦିଆ ଜିଲାର ଏକ…

ଅଧିକ ସମୟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ, ୬।୧୨(ପି.ଟି.): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରହିଥିବାବେଳେ ଶନିବାର କେନ୍ଦ୍ର ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ନୂଆ…

ଗ୍ରହାଣୁରୁ ମୃତ୍ତିକା ଆଣୁଛି ଜାପାନ

ଟୋକିଓ, ୬।୧୨: ଜାପାନର ହାୟାବୁସା୨ ମହାକାଶ ଯାନ ଏକ କ୍ୟାପସୁଲ୍‌କୁ ସଫଳତାର ସହ ଅଲଗା କରି ପୃଥିବୀ ଅଭିମୁଖେ ପଠାଇଛି। ଏଥିରେ ଏକ ଦୂରନ୍ତ ଗ୍ରହାଣୁ ପିଣ୍ଡରୁ ମୃତ୍ତିକା ଅଣାଯାଉଛି। ଏହାକୁ ଅନୁଧ୍ୟାନ କରାଯିବା ପରେ ସୌରଜଗତର ମୂଳ ଏବଂ ପୃଥିବୀରେ…

ଆନ୍ଦୋଳନ ରତ କୃଷକଙ୍କ ଗରମ ପୋଷାକ ପାଇଁ ଦିଲଜିତ ଦାନ କରିଛନ୍ତି ଏକ କୋଟି ଟଙ୍କା !

ନୂଆଦିଲ୍ଲୀ,୬ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନ ରତ କୃଷକଙ୍କୁ ଶନିବାର ଅଭିନେତା ତଥା ଗାୟକ ଦିଲଜିତ ଦୋସାଞ୍ଝ ଭେଟିଥିଲେ । ଏହାସହ ସରକାର ସେମାନଙ୍କ ଦାବି ମାନି ନିଅନ୍ତୁ ବୋଲି ମଧ୍ୟ ଅନୁରୋଧ କରିଥିଲେ…

କରୋନାରେ ଗୁଜରାଟ ବିଚାରପତିଙ୍କ ଦେହାନ୍ତ

ଅହମ୍ମଦାବାଦ, ୬ା୧୨: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବା ଗୁଜରାଟ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଜି. ଆର୍‌ ଉଦ୍‌ଓ୍ବାନି(୫୯)ଙ୍କର ଶନିବାର ଦେହାନ୍ତ ହୋଇଛି। ଗତ ନଭେମ୍ବର ୧୯ରେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ୨୨ରେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ…

ଆନ୍ଦୋଳନକୁ ଅନ୍ତର୍ଜାତୀୟ ସମର୍ଥନ

ଓ୍ବାଶିଂଟନ/ଓଟାଓ୍ବା/ଲଣ୍ଡନ, ୬।୧୨:କେନ୍ଦ୍ରର ବିବାଦୀୟ କୃଷି ଆଇନକୁ ବିରୋଧ କରି ଭାରତରେ ୧୦ ଦିନ ହେଲା କୃଷକମାନେ ଆନ୍ଦୋଳନ ଜାରି ରଖିଥିବାବେଳେ ଶନିବାର ସରକାରଙ୍କ ସହ ଚାଷୀ ସଂଗଠନଗୁଡ଼ିକର ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ଆଇନ ପ୍ରତ୍ୟାହାର ଦାବିରେ…

ସିନ୍ଧୁ ସୀମାରେ ତିନି ଶହରୁ ଅଧିକ କୃଷକ ଅସୁସ୍ଥ, କରୋନା ପରୀକ୍ଷା ପାଇଁ ଅରାଜି!

ନୂଆଦିଲ୍ଲୀ,୬ ।୧୨: ରାଜଧାନୀ ଦିଲ୍ଲୀରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରାଯାଉଛି । ସିନ୍ଧୁ ସୀମାରେ ଧାରଣାରତ ୩ଶହରୁ ଅଧିକ କୃଷକ ଏବେ ଅସୁସ୍ଥ ହୋଇ ପଡିଥିବା କୁହ।।ଯାଉଛି । ଏମାନେ ଥଣ୍ଡା, ସର୍ଦ୍ଦି , ଜ୍ୱର ଓ କାଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri