ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ…
ହଲିଉଡ୍ ଅଭିନେତା ଓ୍ବାରେନ୍ ବର୍ଲିଙ୍ଗରଙ୍କ ପରଲୋକ
ଓ୍ବାଶିଂଟନ, ୫।୧୨-ହଲିଉଡ୍ ଅଭିନେତା ଓ୍ବାରେନ୍ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍’ ଏବଂ ‘ଦି କାନନବଲ୍ ରନ୍’ରେ ଅଭିନୟ ପାଇଁ ସେ ବେଶ ଜଣାଶୁଣା ଥିଲେ। କାଲିଫର୍ନିଆର ଭାଲେନ୍ସିଆସ୍ଥିତ ହେନ୍ରି…
ପୁଣି ଫେଲ୍ ମାରିଲା ଚାଷୀ-ସରକାରଙ୍କ ଆଲୋଚନା
ନୂଆଦିଲ୍ଲୀ,୫ା୧୨: ଶନିବାର କୃଷି ଆଇନକୁ ବିରୋଧ କରି କୃଷକ ଏବଂ ସରକାରଙ୍କ ମଧ୍ୟରେ ଚାଲିଥିବା ବୈଠକ ପୁଣି ଥରେ ବିଫଳ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ବୈଠକରୁ କୌଣସି ସମାଧାନର ବାଟ ବାହାରିପାରିନାହିଁ। କୃଷକମାନେ ସେମାନଙ୍କ ଜିଦ୍ରେ ଅଟଳ…
୨ ଦିନରେ ଦିଲଜୀତଙ୍କ ଫଲୋୟର୍ସ ସଂଖ୍ୟା ୪ ଲକ୍ଷ ବଢ଼ିଲା
ନୂଆଦିଲ୍ଲୀ, ୫।୧୨- ପଞ୍ଜାବୀ ଆକ୍ଟର ତଥା ସିଙ୍ଗର ଦିଲଜୀତ ଦୋସାଞ୍ଜ ଓ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ମଧ୍ୟରେ ଚାଲିଥିବା ଟୁଇଟର ଯୁଦ୍ଧ ଶେଷ ହୋଇନାହିଁ। ହେଲେ ଏହାର ପୂରା ଫାଇଦା ପାଇଛନ୍ତି ଦିଲଜୀତ। ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମରେ ପଞ୍ଜାବୀ ଷ୍ଟାରଙ୍କ…
ରାଜରାସ୍ତାରେ ହାତୀ, ଲୋକେ ଆତଙ୍କିତ
ନିରାକାରପୁର,୫ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ମାତ୍ର ଏହାକୁ ରୋକିବାରେ ବନ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ହାତୀମାନେ କେତେବେଳେ ଗାଁଗଣ୍ଡାରେ ପ୍ରବେଶ କରୁଛନ୍ତି ତ ଆଉ କେତେବେଳେ ରାଜରାସ୍ତାରେ ଛିଡ଼ା…
ବିନା ହେଲମେଟରେ ବାଇକ ପଛରେ ବସିଲେ ଗଣିବେ ଜରିମାନା
ଭୁବନେଶ୍ୱର,୫।୧୨- ଦୁଇ ଚକିଆ ଯାନ ଚଳାଉଥିବା ଏବଂ ପଛରେ ବସିଥିବା ବ୍ୟକ୍ତି ହେଲ୍ମେଟ ପିନ୍ଧିବେ। ଉଭୟଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯାଇଛି । ଯଦି ପଛରେ ବସିଥିବା ବ୍ୟକ୍ତି ହେଲ୍ମେଟ ପିନ୍ଧି ନ ଥିବେ ତେବେ ଗାଡ଼ି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ…
କରୋନାକୁ ଡରି ସ୍ତ୍ରୀଙ୍କଠାରୁ ସାମାଜିକ ଦୂରତା ରକ୍ଷା କରୁଥିଲେ ସ୍ବାମୀ, ଶେଷରେ କୋର୍ଟରେ ଦେବାକୁ ପଡ଼ିଲା ପୁରୁଷତ୍ୱର ପ୍ରମାଣ
ଭୋପାଳ,୫ା୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳଠାରେ ଏପରି ଏକ ମାମଲା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ବାସ୍ତବରେ କରୋନା ସମୟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଏକ ଦମ୍ପତି। ତେବେ ଯୁବକ ଜଣକ ତାଙ୍କ ସ୍ତ୍ରୀଙ୍କଠାରୁ ‘ସାମାଜିକ ଦୂରତା’ ବଜାୟ…
ଏମ୍ଏମ୍ଏରେ ରିତୁ ଫୋଗଟଙ୍କ ଅପରାଜେୟ ଧାରା ଜାରି
ସିଙ୍ଗାପୁର, ୫।୧୨- କୁସ୍ତିଯୋଦ୍ଧାରୁ ମିକ୍ସଡ୍ ମାର୍ସିଆଲ ଆର୍ଟସ ଫାଇଟର ପାଲଟିଥିବା ରିତୁ ଫୋଗଟ ଏମ୍ଏମ୍ଏ ଚାମ୍ପିୟନ୍ସଶିପ୍ରେ ଅପରାଜେୟ ଧାରା ଜାରି ରଖିଛନ୍ତି। ସିଙ୍ଗାପୁର ଇନ୍ଡୋର ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଫାଇଟରେ ୨୬ ବର୍ଷୀୟା ଭାରତର ପୂର୍ବତନ କୁସ୍ତିଯୋଦ୍ଧା ରିତୁ ପ୍ରଥମ ରାଉଣ୍ଡରେ…
ବିନା ମାଟିରେ ଜୈବିକ ଚାଷ କରି ଦିଗ୍ଦର୍ଶକ ପାଲଟିଛନ୍ତି କୋରାପୁଟର ପୁଅ
କୋରାପୁଟ,୫ା୧୨(ସ୍ବ.ପ୍ର.): କରୋନା ମହାମାରୀ ଯୋଗୁ ସବୁକିଛି ବଦଳିଯାଇଛି। କିଛି ଲୋକ ନିଜନିଜ କାର୍ଯ୍ୟରେ ପରିବର୍ତ୍ତନ ଆଣିଥିବାବେଳେ ଆଉ କିଛି ଲୋକ ନୂତନ କୌଶଳ ଆପଣାଇ ନିଜକୁ ସ୍ବାବଲମ୍ବୀ କରିବାକୁ ଲକ୍ଷ୍ୟ ରଖିଛନ୍ତି। ସେହିପରି ଏହି କରୋନା ଯୋଗୁ ବାଙ୍ଗାଲୁରୁରେ ଡାଟା ସାଇନ୍ସ…
ଆମେରିକାରେ ଲେମ୍ବୁ ଚାଷ କରୁଛନ୍ତି ବଲିଉଡର ଏହି ପ୍ରସିଦ୍ଧ ଅଭିନେତ୍ରୀ
ଆମେରିକାର କାଲିଫର୍ଣ୍ଣିଆର ଲସ୍ ଏଞ୍ଜେଲସରେ ପୁଣି ୩ ସପ୍ତାହ ଧରି ଲକ ଡାଉନ ଘୋଷଣା କରାଯାଇଛି। ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣି ଫେରିଛି ଲକଡାଉନ। ଏହି ସମୟରେ ସେଠାରେ ରହୁଥିବା ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ନିଜ ବଗିଚାରେ…
୧୦ରେ ନୂତନ ସଂସଦ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫ା୧୨: ଲୋକସଭା ବାଚସ୍ପତି ଓମ୍ ବିର୍ଲା ନୂତନ ସଂସଦ ଭବନ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ସଂସଦ ଗୃହର ଭିତ୍ତିପ୍ରସ୍ତର ସମାରୋହ ଡିସେମ୍ବର ୧୦ ଅପରାହ୍ନ ୧ଟାରେ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଶୁବମନ ଗିଲଙ୍କୁ ସମାଲୋଚନା କଲେ ଯୁବରାଜ
ନୂଆଦିଲ୍ଲୀ, ୫।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଯୁବ ପ୍ରତିଭାଶାଳୀ ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ ସୋସିଆଲ ମିଡିଆରେ ସମାଲୋଚନା କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ ଲାଗି ଭାରତୀୟ ଦଳରେ ସ୍ଥାନ ପାଇଥିଲେ ଗିଲ। ତାଙ୍କୁ କେବଳ ତୃତୀୟ ତଥା…
Archives


