Home Left

ଅଯୋଧ୍ୟା ମସ୍‌ଜିଦ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତ ହେବେ ନାହିଁ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ମସ୍‌ଜିଦ ଲାଗି ଗଠିତ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତି ଦେବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ମସ୍‌ଜିଦ ନିର୍ମାଣ ଲାଗି ‘ଇଣ୍ଡୋ ଇସ୍‌ଲାମିକ କଲଚରାଲ ଫାଉଣ୍ଡେଶନ’ଗଠନ କରାଯାଇଛି। ଏଥିରେ କେନ୍ଦ୍ର…

ରାସ୍ତାରେ ଝାଡ଼ୁ ମାରିବା ପୂର୍ବରୁ ପାଣି ଛିଞ୍ଚ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅତ୍ୟଧିକ ବାୟୁ ପ୍ରଦୂଷଣ ହୋଇଥିବା ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ର ସମସ୍ତ ମ୍ୟୁନିସିପାଲ କର୍ପୋରେଶନ ସମେତ ଅନ୍ୟ ସହରଗୁଡ଼ିକରେ ରାସ୍ତା ଝାଡ଼ୁ କରିବା ପୂର୍ବରୁ ପାଣି ଛିଞ୍ଚତ୍ବାକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ…

ବିବାଦୀୟ ଦ୍ୱୀପକୁ ରୋହିଙ୍ଗ୍ୟା ସ୍ଥାନାନ୍ତର

କକ୍ସ ବଜାର, ୫।୧୨: ବାଂଲାଦେଶ ସରକାର ଶହ ଶହ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏକ ବିବାଦୀୟ ଦ୍ୱୀପକୁ ସ୍ଥାନାନ୍ତର କରିବା ଆରମ୍ଭ କରିଛନ୍ତି। ବାତ୍ୟା ଓ ବନ୍ୟାପ୍ରବଣ ନିମ୍ନ ଭୂମି ଦ୍ୱୀପକୁ ରୋହିଙ୍ଗ୍ୟାମାନଙ୍କୁ ସ୍ଥାନାନ୍ତର କରାଯାଉଥିବାରୁ ଏହାକୁ ନେଇ ଜାତିସଂଘ ଓ ଅଧିକାର…

ଟିଆର୍‌ଏସ୍‌ ହାତକୁ ପୁଣି ଯାଇପାରେ ହାଇଦ୍ରାବାଦ

ହାଇଦ୍ରାବାଦ, ୫।୧୨(ପି.ଟି.): ଶାସକ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ପୁଣିଥରେ ହାଇଦ୍ରାବାଦ ପୌର ନିଗମ ଅକ୍ତିଆର କରିପାରେ। ୧୫୦ ଆସନ ବିଶିଷ୍ଟ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍‌ଏମ୍‌ସି) ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ଟିଆର୍‌ଏସ୍‌ ୫୭ ଆସନ…

ଆମେରିକୀୟଙ୍କୁ ୧୦୦ ଦିନ ମାସ୍କ ପିନ୍ଧିବାକୁ କହିବେ ବାଇଡେନ୍‌

ଓ୍ବାଶିଂଟନ,୫ା୧୨: କୋଭିଡ୍‌-୧୯ରେ ସର୍ବାଧିକ ପ୍ରଭାବିତ ହୋଇଥିବା ଆମେରିକାବାସୀଙ୍କୁ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେବେ ବୋଲି କହିଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଯଦି ଆମେରିକାର ସମସ୍ତ ବାସିନ୍ଦା ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଅନ୍ତି ତେବେ ସଂକ୍ରମଣ…

ବ୍ରିଟେନରେ ପହଞ୍ଚିଲା ଫାଇଜର ଟିକା

ଲଣ୍ଡନ, ୫ା୧୨: ବ୍ରିଟେନକୁ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ଫାଇଜର ଟିକାର ପ୍ରଥମ ପର୍ଯ୍ୟାୟ ଯୋଗାଣ ହୋଇଛି। ଶୁକ୍ରବାର ଏହି ଟିକା ବ୍ରିଟେନରେ ପହଞ୍ଚିଛି। ଏକ ଅଜ୍ଞାତ ସ୍ଥାନରେ ଥିବା ସେଣ୍ଟ୍ରାଲ ହବ୍‌ରେ ଏହାକୁ ରଖାଯାଇଛି। ସେଠାରୁ ବିଭିନ୍ନ ହସ୍ପିଟାଲ ତଥା ଟିକାକରଣ…

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା ସିଲେଇ…

କନ୍‌କସନ ସବ୍‌ଷ୍ଟିଚ୍ୟୁଟ ଚହଲଙ୍କ କମାଲ:ଭାରତ ଜିତିଲା ପ୍ରଥମ ଟି୨୦

କାନବେରା, ୫।୧୨(ପି.ଟି.)- ଲୋକେଶ ରାହୁଲ ଓ ରବୀନ୍ଦ୍ର ଜାଡେଜାଙ୍କ ଦୃଢ଼ ବ୍ୟାଟିଂ ପରେ ୟୁଜବେନ୍ଦ୍ର ଚହଲ ଓ ଟି.ନଟରାଜନଙ୍କ ଚମତ୍କାର ବୋଲିଂ ସହାୟତାରେ ଭାରତ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୧ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ…

ରାଧାକ୍ରିଷ୍ଣନ ଭାରତୀୟ ଆଥଲେଟିକ୍ସର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୫ା୧୨ (ପି.ଟି.)-ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ(ଏଏଫ୍‌ଆଇ) ଅଭିଜ୍ଞ ସମ୍ପନ୍ନ ରାଧାକ୍ରିଷ୍ଣନ ନାୟାରଙ୍କୁ ଏହାର ଫୁଲ୍‌ ଟାଇମ୍‌ ମୁଖ୍ୟକୋଚ୍‌ ଭାବେ ନିଯୁକ୍ତି ଦେଇଛି। ଜୁଲାଇରେ ବାହଦୁର ସିଂଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡ଼ିଥିଲା। ସେହିଦିନଠାରୁ ୬୨ବର୍ଷୀୟ ନାୟାର ଭାରତୀୟ…

ପ୍ରଥମ ଟେଷ୍ଟ: ଓ୍ବିଲିୟମସନଙ୍କ ଦ୍ୱିଶତକ

ହାମିଲଟନ,୫।୧୨(ଏପି): ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଦମ୍‌ଦାର ଦ୍ୱିଶତକ ବଳରେ ନୁଜିଲାଣ୍ଡ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ତା’ର ସ୍ଥିତି ଦୃଢ କରିଛି। ଶୁକ୍ରବାର ଦ୍ୱିତୀୟ ଦିନରେ ଓ୍ବିଲିୟମସନ ହିରୋ ସାବ୍ୟସ୍ତ ହୋଇଛନ୍ତି। ୪୧୨ଟି ବଲ୍‌ ଖେଳି ୬୨୪ ମିନିଟ୍‌ ଅର୍ଥାତ…

ମୃତ୍ୟୁକୁ ହରାଇବାକୁ ଯୋଜନା କରିଥିଲେ ମାଇକେଲ ଜ୍ୟାକସନ

ମାଇକେଲ ଜ୍ୟାକସନଙ୍କୁ କିଏ ବା ନ ଜାଣେ। କିନ୍ତୁ ସେ ମୃତ୍ୟୁକୁ ହରାଇବା ଲାଗି କରିଥିଲେ ଯୋଜନା। ଏହି ମହାନ ଡ୍ୟାନ୍‌ସର ଓ ପପ୍‌ ସିଙ୍ଗର ଚାହୁଁଥିଲେ ୧୫୦ ବର୍ଷ ବଞ୍ଚିବା ପାଇଁ। ଏ ନେଇ ଘରେ ରଖିଥିଲେ ୧୨ ଜଣିଆ…

ଚାଇନା କ୍ୟାମ୍ପରେ ଉଇଗର ମୁସଲମାନଙ୍କୁ ଦିଆଯାଉଛି ଘୁଷୁରି ମାଂସ

ବେଜିଂ,୪।୧୨ : ଧିରେ ଧିରେ ପଦାକୁ ଆସୁଛି ଉଇଗର ମୁସଲମାନଙ୍କ ପ୍ରତି ଚାଇନାର ଦମନକାରୀ ନୀତି। ଚାଇନାର ରି-ଏଜୁକେଶନ କ୍ୟାମ୍ପରେ ରହୁଥିବା ଉଇଗର ମୁସଲମାନଙ୍କୁ ଘୁଷୁରି ମାଂସ ଖାଇବାକୁ ବାଧ୍ୟ କରାଯାଉଛି। ତାହା ପୁଣି ପ୍ରତ୍ୟେକ ଶୁକ୍ରବାର। ମୁସଲମାନ ଧର୍ମରେ ଶୁକ୍ରବାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri