ପ୍ରଥମ ସ୍ତ୍ରୀଙ୍କଠାରୁ ଅନୁମତି ନେଇ ଦ୍ୱିତୀୟ ବିବାହ କରିଥିଲେ ଏହି ଅଭିନେତା
ବେଳେ ବେଳେ ସିରିଏଲ୍ରେ ରୋମାନ୍ସ କରୁଥିବା କଳାକାର ବାସ୍ତବ ଜୀବନରେ ଜଣେ ଅନ୍ୟଜଣଙ୍କୁ ଭଲପାଇ ବସନ୍ତି। ପରେ ଏହି ଯୋଡ଼ି ବିବାହ ପାଇଁ ନିଷ୍ପତ୍ତି ନେଇଥାନ୍ତି। ଠିକ ସେହିପରି ଷ୍ଟାର ପ୍ଲସ ସିରିଏଲ୍ ‘ୟେ ରିସ୍ତା କ୍ୟା କେହେଲାତା ହୈ’ର ଅଭିନେତା…
ବରଙ୍କୁ ବେଦୀରେ ଛାଡ଼ି କାଉନସେଲିଂକୁ ଗଲେ କନ୍ୟା, ଆଉ ତା’ ପରେ…
ଲକ୍ଷ୍ନୌ,୪ା୧୨: ବିବାହ ପାଇଁ ବେଦୀରେ ବସିଥିଲେ ବରକନ୍ୟା। ସକାଳ ୫ଟାରେ ବର କନ୍ୟାଙ୍କ ମୁଣ୍ଡରେ ସିନ୍ଦୁର ଦେବା ପରେ ବେଦୀ ଉପରୁ ଚାକିରି ପାଇଁ କାଉନସେଲିଂକୁ ଚାଲିଯାଇଥିଲେ କନ୍ୟା। ସେଠାରେ ଏକ ସରକାରୀ ଚାକିରି ପାଇ ପୁଣି ଫେରି ଆସି ଖୁସିରେ…
ବୁଦା ମୂଳରୁ ଉଦ୍ଧାର ହେଲେ ୨ କଲରାପତରିଆ ଛୁଆ
ବାଲେଶ୍ୱର ଅଫିସ,୪।୧୨: ସୋର ଥାନା ଅଲ୍ଲିପୁର ଗ୍ରାମର ରାମଚନ୍ଦ୍ର ବାରିକ ଶୁକ୍ରବାର ୨ଟି ଛୁଆ କଲରାପତରିଆ ଅଥବା ଜଙ୍ଗଲୀ କ୍ୱାଟ୍ ଉଦ୍ଧାର କରିଛନ୍ତି। ବିଲରେ କାମ କରୁଥିବା ସମୟରେ ସେ ଏକ ବୁଦାମୂଳରେ ସେମାନଙ୍କୁ ଦେଖିବାକୁ ପାଇଥିଲେ। ଛୁଆଦ୍ୱୟ ନିକଟସ୍ଥ କୁଳଡିହା…
କରୋନା ଭ୍ୟାକ୍ସିନକୁ ନେଇ ଆଉ କିଛି ସପ୍ତାହ ମଧ୍ୟରେ ଆସିବ ଭଲ ଖବର : ମୋଦି
ନୂଆଦିଲ୍ଲୀ,୪ ।୧୨: କରୋନାକୁ ହରାଇବା ଏବେ ସମସ୍ତଙ୍କର ଲକ୍ଷ୍ୟ । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ମହାମାରୀର ସ୍ଥିତିକୁ ନେଇ ଚର୍ଚ୍ଚା କରିବା ଲାଗି ଏକ ସର୍ବଦଳୀୟ ବୈଠକର ନେତୃତ୍ୱ ନେଇଥିଲେ । ଏଥିରେ କେନ୍ଦ୍ରର ବିଭିନ୍ନ ଦଳର ଶୀର୍ଷ…
ପିଲାଟି ଜନ୍ମ ହେବା କ୍ଷଣି ଜଣାପଡ଼ିଲା ବୟସ ୨୭, ମା’ଠାରୁ ମାତ୍ର ଦେଢ଼ ବର୍ଷ ସାନ
ଓ୍ବାଶିଂଟନ,୪ା୧୨: ବିଜ୍ଞାନ ଯେ, ଅଗ୍ରଗତି କରିଛି ତାହା ଅସ୍ବୀକାର କରାଯାଇପାରେନା। କାରଣ ଆମେରିକାରେ ଏମିତି ଶିଶୁ ଜନ୍ମ ନେଇଛି ଯାହାର ବୟସ ୨୭ ବର୍ଷ। ଏପରିକି ସେ ତାଙ୍କ ମା’ଠାରୁ ମାତ୍ର ଦେଢ଼ ବର୍ଷ ସାନ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।…
ଦୁଇ ସନ୍ତାନର ବାପାଙ୍କ ପ୍ରେମରେ ପଡ଼ିଥିଲେ ବଲିଉଡ୍ର ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡରେ ଅନେକ ଦମ୍ପତି ଅଛନ୍ତି ଯେଉଁମାନେ ପ୍ରମାଣ କରିଦେଇଛନ୍ତି ଯେ, ପ୍ରେମ ବୟସ, ଧର୍ମ ଏସବୁରୁ ଊର୍ଦ୍ଧ୍ୱରେ। ପ୍ରେମରେ କିଛି ଦେଖାଯାଏ ନାହିଁ। ତେବେ ଅନେକ ବଲିଉଡ ଅଭିନେତ୍ରୀ ବିବାହିତ ପୁରୁଷଙ୍କ ପ୍ରେମରେ ପଡି ବିବାହ କରିଥିଲେ। ସେମାନଙ୍କ ମଧ୍ୟରୁ ଅନ୍ୟତମ…
ସକାଳୁ ଉଠି ସ୍ବାମୀଙ୍କ ସହ ଏହି ୪ କାମ କରନ୍ତୁ ସ୍ତ୍ରୀ; ଦାମ୍ପତ୍ୟ ଜୀବନ ହେବ ସୁଖମୟ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ପୁସ୍ତକ ତଥା ଚାଣକ୍ୟନୀତିରେ ମନୁଷ୍ୟର ଜୀବନକୁ ସରଳ ଏବଂ ସଫଳ କରିବା ଲାଗି ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, ୭ ଜନ୍ମ ପାଇଁ ସ୍ବାମୀ-ସ୍ତ୍ରୀ ଯୋଡି ହୁଅନ୍ତି। ସ୍ବାମୀସ୍ତ୍ରୀଙ୍କ ସମ୍ପର୍କ ଭଲ କି…
ସ୍ତ୍ରୀଙ୍କୁ ଧୋକା ଦିଅନ୍ତି ଏପରି ସ୍ବରରେ କଥା ହେଉଥିବା ସ୍ବାମୀ
କୁହାଯାଏ ଯେ, ଜଣଙ୍କ ବ୍ୟକ୍ତିତ୍ୱ ତାଙ୍କ ସ୍ବର ଦ୍ୱାରା ସହଜରେ ଜାଣିହେବ। ତେବେ ଏହି କଥା ଠିକ୍ କି ନାହିଁ ତାହା ଜାଣିବା ପାଇଁ ପୁରୁଷମାନଙ୍କ ସ୍ବରକୁ ନେଇ ଏକ ଗବେଷଣା କରାଯାଇଥିଲା। ଏହି ଗବେଷଣା ଚାଇନାର ଦକ୍ଷିଣ-ପଶ୍ଚିମ ବିଶ୍ୱବିଦ୍ୟାଳୟ ଦ୍ୱାରା…
ଘର ନଷ୍ଟ କରିଦିଏ ମହିଳାଙ୍କ ଏହି ୫ ଅଭ୍ୟାସ, ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…
ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ସେ ବିପରିତ ପରିସ୍ଥିତିରେ ମଧ୍ୟ ନିଜର ଲକ୍ଷ୍ୟକୁ ହାସଲ କରିଥିଲେ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ ସେ ମାହିର ଥିଲେ। ଚାଣକ୍ୟ ନିଜର ଅନୁଭବ ଅନୁସାରେ ମନୁଷ୍ୟ ଜୀବନ ସହ ଜଡ଼ିତ…
ବନ୍ୟଜନ୍ତୁଙ୍କ ମରଣଯନ୍ତା: ରାଞ୍ଚି-ବିଜୟୱାଡା ରାସ୍ତା
ବୈପାରିଗୁଡ଼ା,୪।୧୨ (ଡି.ଏନ୍.ଏ.): ବନ୍ୟଜନ୍ତୁଙ୍କ ପାଇଁ ମରଣଯନ୍ତା ପାଲଟିଛି ରାଞ୍ଚି-ବିଜୟୱାଡା ରାସ୍ତା। ୨ ବର୍ଷ ମଧ୍ୟରେ ଶହ ଶହ ବିରଳ ପଶୁପକ୍ଷୀ ଦ୍ରୁତଗାମୀ ବସ୍ ଚକା ତଳେ ଚାପିହୋଇ ମୃତ୍ୟୁବରଣ କଲେଣି। ଏନେଇ ବନ ବିଭାଗର ନିଦ ଭାଙ୍ଗୁନାହିଁ। ୨ ବର୍ଷ ତଳେ…
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ୍: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ
ନୂଆଦିଲ୍ଲୀ,୪।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ଖେଳାଯିବ। ଦିନିକିଆ ସିରିଜକୁ ୨-୧ରେ ଜିତିଥିବା ଅଷ୍ଟ୍ରେଲିଆ ଦଳକୁ ଶେଷ ମ୍ୟାଚ୍ରେ ପରାସ୍ତ କରିଥିଲା ଭାରତ। ଏଣୁ ଖେଳାଳିମାନେ ଆତ୍ମବିଶ୍ୱାସ ସହକାରେ ମ୍ୟାଚ୍ ଖେଳିପାରନ୍ତି ବୋଲି ପ୍ରଶଂସକ ଆଶା ରଖିଛନ୍ତି।…
ଅଧାରେ ରହିଛି ପୋଲ କାମ, ଭରସା ଦେଶୀ ଡଙ୍ଗା
ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ହରିପୁର ପଞ୍ଚାୟତରୁ ଗୋପାଳପୁର ବେଳାଭୂମିକୁ ସଂଯୋଗ ପାଇଁ ଚାଲିଥିବା ପୋଲ କାମ ଦୁଇବର୍ଷ ହେଲାଣି ଶେଷ ହୋଇନାହିଁ। ୨୦୧୯ ଫେବୃୟାରୀରେ ୧୧ କୋଟି ୩୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସେତୁ କାମ ଆରମ୍ଭ…
Archives


