ବଲିଉଡ୍ର ଏହିସବୁ ଅଭିନେତ୍ରୀ ବୟଫ୍ରେଣ୍ଡ୍ଙ୍କ ପାଇଁ କରିଛନ୍ତି ଆତ୍ମହତ୍ୟା
କୌଣସି ନା କୌଣସି କାରଣକୁ ନେଇ ଖୁବ୍ କମ୍ ବୟସରେ ବଲିଉଡ୍ର କେତେଜଣ ସେଲିବ୍ରିଟି ଆତ୍ମହତ୍ୟା କରିଥିବା ନଜିର ରହିଛି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ… ପ୍ରତ୍ୟୁଷା ବାନାର୍ଜୀ: ଟେଲି ସିରିୟଲ ‘ବାଳିକା ବଧୂ’ର ଆନନ୍ଦୀ ଭୂମିକାରେ ଅଭିନୟ କରିଥିବା ପ୍ରତ୍ୟୁଷା ବାନାର୍ଜୀ…
୩ ଜଣଙ୍କୁ ବିବାହ କରି ମଧ୍ୟ ଆଜି ଏକାକୀ ବଲିଉଡ୍ର ଏହି ଲୋକପ୍ରିୟ ଅଭିନେତ୍ରୀ
ନୀଳିମା ଅଜିମ ବଲିଉଡ୍ର ଜଣେ ଜଣାଶୁଣା ଅଭିନେତ୍ରୀ। ସେ ୧୯୫୮ ମସିହା ଡିସେମ୍ବର ୨ ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍କୁ ସେ ଅନେକ ଫିଲ୍ମ ଭେଟି ଦେଇଛନ୍ତି। ଆଜିତାଙ୍କ ଜନ୍ମଦିନରେ ତାଙ୍କ ଜୀବନ ସହିତ ଜଡିତ କିଛି ବିଶେଷ କଥା…
ଆପଣଙ୍କ ଏହି ଛୋଟ ଭୁଲ୍: କରିପାରେ ବଡ଼ କ୍ଷତି
ଅଜାଣତରେ ଘରେ ଏପରି କିଛି କାର୍ଯ୍ୟ ହୋଇଥାଏ ଯାହା ଛୋଟ ହେଲେ ମଧ୍ୟ ବାସ୍ତୁବିତ୍ଙ୍କ ଅନୁଯାୟୀ, ଏହା ଅନେକ କ୍ଷତି କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ… ଘରର ମୁଖ୍ୟ ପ୍ରବେଶ ଦ୍ୱାରରେ ଅନ୍ଧକାର ରଖିବା ଅତ୍ୟନ୍ତ ଖରାପ। ମୁଖ୍ୟ ଫାଟକରୁ ରଙ୍ଗ…
ଚଳନ୍ତା ଯାତ୍ରୀବାହି ବସ୍ ଭିତରେ ପଶିଗଲା ୧୦୦ଫୁଟ୍ ଲମ୍ବ ପାଇପ
ପାଲି,୨।୧୨: ରାଜସ୍ଥାନର ପାଲି ଜିଲାର ଜୟପୁର-ଅହମଦାବାଦର ଜାତୀୟ ରାଜପଥ-୧୬୨ ନିକଟସ୍ଥ ସାଣ୍ଡେରାଓରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଚଳନ୍ତା ଯାତ୍ରୀବାହି ବସ୍ରେ ୧୦୦ଫୁଟ୍ ଲମ୍ବର ଏକ ପାଇପ୍ ପଶିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ…
ବଜାରକୁ ଆସିଲା ଭିଭୋର ସବୁଠାରୁ ପତଳା ୫ଜି ସ୍ମାର୍ଟଫୋନ୍ ଭି-୨୦ ପ୍ରୋ: ମୂଲ୍ୟ ରହିଛି…
ନୂଆଦିଲ୍ଲୀ,୨।୧୨: ଗ୍ଲୋବାଲ ସ୍ମାର୍ଟଫୋନ କମ୍ପାନୀ ଭିଭୋ ପକ୍ଷରୁ ସବୁଠାରୁ ପତଳା ୫ଜି ଫୋନ୍ ଭି-୨୦ ପ୍ରୋ ଲଞ୍ଚ କରାଯାଇଛି। ଭାରତରେ ଏହାର ମୂଲ୍ୟ ୨୯,୯୯୦ ଟଙ୍କା ରଖାଯାଇଛି। ଭିଭୋର ବି-ସିରିଜର ଏହି ସ୍ମାର୍ଟଫୋନ୍ ଦୁଇଟି ରଙ୍ଗରେ ଉପଲବ୍ଧ ହେବ। ଏହା ୭.୩୯…
ପାହାଡ଼ ଉପରେ ୫୦୦ ବର୍ଷ ତଳର ଗାଁ
ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି ରହିଛି…
ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା
କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ ର଼୍ୟାଙ୍କର ରାମେ ମାଡକାମୀ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ପାଖରେ…
ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା
ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ବୃଦ୍ଧା ରମାମଣି ଓଝା( ୬୫)ଙ୍କ ୩ ବଖରା ଘର…
ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍ ଚିହ୍ନଟ: ୪୨ ସୁସ୍ଥ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ବିବାହ ଦିନ ଡ୍ରମ ଉପରେ ଚଢ଼ି ଡ୍ୟାନ୍ସ କଲେ ଏହି ଅଭିନେତା, ଭିଡିଓ ଭାଇରାଲ
ମୁମ୍ବାଇ,୨ା୧୨: ବଲିଉଡ୍ର ପ୍ରସିଦ୍ଧ ଗାୟକ ତଥା ଅଭିନେତା ଆଦିତ୍ୟ ନାରାୟଣ ତାଙ୍କ ଗର୍ଲଫ୍ରେଣ୍ଡ ଶ୍ୱେତା ଅଗ୍ରଓ୍ବାଲଙ୍କ ସହ ଡିସେମ୍ବର ୧ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ତାଙ୍କ ବିବାହ ସମୟର ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…
ପ୍ରତିଶୋଧ ପରାୟଣ ପ୍ରେମିକା: କନ୍ୟାର ଚୁଟି କାଟି, ଆଖିରେ ପକାଇଲେ ଫେବିକ୍ୱିକ
ନାଳନ୍ଦା,୨।୧୨: ପ୍ରେମ କି ଜାଣେ ଜାତି, ଧର୍ମ। ପ୍ରେମ କି ଜାଣେ ପାତରଅନ୍ତର। ହେଲେ ପ୍ରେମରେ ଅନ୍ଧ ହୋଇ ଅପରାଧ କରିବା କେତେଦୂର ଯୁକ୍ତିଯୁକ୍ତ। କିଛି ଏଭଳି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ବିହାରରେ। ଜଣେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ…
ଭୋଜି ଖାଇବା ପରେ ରକ୍ତବାନ୍ତି କଲେ ଗ୍ରାମବାସୀ
ଡେରାଡୁନ: ଏକ ଧାର୍ମିକ କାର୍ଯ୍ୟକ୍ରମରେ ସମସ୍ତ ଗ୍ରାମବାସୀ ଏକାଠି ବସି ଖାଇଥିଲେ। ଖାଇବା ପରେ ୪୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଥିଲେ। ଏମିତି ଘଟଣା ଉତ୍ତରପ୍ରଦେଶରେ ଦେଖିବାକୁ ମିଳିଛି। ବୁଡ଼କୋଟ ତହସିଲର କ୍ୱାଲ ଗ୍ରାମରେ ଏକ ଭୋଜିରେ ୪୦ରୁ ଅଧିକ ଲୋକ…
Archives


