ମାଙ୍କଡ଼ଙ୍କୁ ଏପରି ଅବସ୍ଥାରେ ଦେଖି ଡରିଗଲା ମହାବଳ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…
ଶିବସେନାରେ ସାମିଲ୍ ହେଲେ ଉର୍ମିଳା
ମୁମ୍ବାଇ,୧।୧୨: ଫିଲ୍ମ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ପୁଣି ରାଜନୀତିକୁ ଫେରିଛନ୍ତି। ରାଜନୀତିରେ ତାଙ୍କର ଦ୍ୱିତୀୟ ଇନିଂସ୍ ଆରମ୍ଭ କରିଛନ୍ତି। ମଙ୍ଗଳବାର ସେ ଶିବସେନାରେ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ୍ ହୋଇଛନ୍ତି। ଏବେ ସେ ବିଧାନ…
ପିଲାଙ୍କ ପାଇଁ
ଏବେ ବି କରୋନା ଲାଗି ଅଧିକାଂଶ ମା’ ସୁରକ୍ଷା ଦୃଷ୍ଟିରୁ ପିଲାଙ୍କୁ ବାହାର କିଣା ଖାଦ୍ୟ ଦେଉ ନାହାନ୍ତି। ଏମିତିରେ ପ୍ରତିଦିନ ପିଲାଙ୍କୁ ସେମାନଙ୍କର ମନପସନ୍ଦର ଖାଦ୍ୟ ଘରେ ପ୍ରସ୍ତୁତ କରି ଖୁଆଇବା ମା’ମାନଙ୍କ ଲାଗି ସାଜିଛି ଏକ ବଡ଼ ଚ୍ୟାଲେଞ୍ଜ।…
୫ କୋଟି ଚାରା ରୋପଣ କରିବେ ନୀତିଶ ସରକାର
ପାଟନା,୧।୧୨: ବିହାରରେ ୨୦୨୧ରେ ୫ କୋଟି ଚାରା ରୋପଣ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ସବୁଜ ମିଶନ ଅନ୍ତର୍ଗତ ଅଢ଼େଇ କୋଟି ଚାରା ରୋପଣ ଲକ୍ଷ୍ୟ ରଖାଯାଇଥିଲା। ବର୍ତ୍ତମାନ…
ପ୍ରିୟଙ୍କା ନୁହଁନ୍ତି, ଏହି ଅଭିନେତ୍ରୀ ହେଉଛନ୍ତି ନିକ୍ଙ୍କ ପ୍ରଥମ ପ୍ରେମିକା
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ନିକ୍ ଜୋନାସଙ୍କ ବିବବାକୁ ଆଜି ୨ ବର୍ଷ ହୋଇଯାଇଛି। ଆଜିର ଦିନରେ ଅର୍ଥାତ୍ ୧-୨ ଡିସେମ୍ବର, ୨୦୧୮ରେ ଏହି ଯୋଡି ହିନ୍ଦୁ ଏବଂ ଖ୍ରୀଷ୍ଟିିୟାନ୍ ରୀତିରେ ବିବାହ କରିଥିଲେ। ଏହି ବିବାହ ଯୋଦ୍ଧପୁରର ଉମିଦ୍…
ଏପରି ଶିଡ଼ି ଲାଗି ଘରେ ହୋଇଥାଏ କ୍ଷତି
ପ୍ରାୟ ସମସ୍ତଙ୍କ ଘରେ ପାହାଚ ରହିଛି। ତେବେ ବାସ୍ତୁଶାସ୍ତ୍ରରେ ପାହାଚ ପାଇଁ କିଛି ନିୟମ ରହିଛି। ଯାହାକୁ ପାଳନ କରିବା ଦ୍ୱାରା ପରିବାରର ସୁଖ ଓ ସମୃଦ୍ଧି ବଢ଼ିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଯଦି ବ୍ୟକ୍ତି ଏହାକୁ ଠିକ୍…
ଲକ୍ଡ଼ାଉନ୍ ଶିଖାଇ ଦେଲା ଦାମ୍ପତ୍ୟ ଜୀବନର ଗୁରୁତ୍ୱ: ଛାଡ଼ପତ୍ର ମାମଲା ପ୍ରତ୍ୟାହାର କଲେ ସ୍ତ୍ରୀ
ଭୋପାଳ,୧।୧୨: ଦାମ୍ପତ୍ୟ ଜୀବନରେ କେତେକ ଭୁଲ ବୁଝାମଣା ଏବଂ ସନ୍ଦେହରୁ ଝଡ଼ ଦେଖାଦେଇଥାଏ। ମଧ୍ୟପ୍ରଦେଶରେ ଏଭଳି ଏକ ଘଟଣାରେ ଜଣେ ସ୍ତ୍ରୀ ନିଜ ଭାଇ, ଭାଉଜ ଏବଂ ପରିବାର ସଦସ୍ୟଙ୍କ କଥାରେ ପଡ଼ି ସ୍ବାମୀଙ୍କ ବିରୋଧରେ ଛାଡ଼ପତ୍ର ମାମଲା ରୁଜୁ କରିଥିଲେ।…
ଅଭୟକାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା
ଭୁବନେଶ୍ୱର, ୧।୧୨(ବ୍ୟୁରୋ): ବଢ଼ିଲା ଅତିରିକ୍ତ ପିସିସିଏଫ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ ଏସଆଇଟି ଖୋଲତାଡ ଜାରିରଖିଛି । ଏହି ମାମଲାରେ ମଙଙ୍ଗଳବାର ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି…
ହେୟାର କଟ୍ ଫ୍ୟାଶନ୍
ଷ୍ଟାଇଲିଶ୍ ଲୁକ୍ ପାଇଁ ବର୍ତ୍ତମାନ ହେୟାର କଟିଂ ପ୍ରତି ମହିଳାମାନେ ଅଧିକ ଗୁରୁତ୍ୱ ଦେଉଥିବା ଦେଖିବାକୁ ମିଳୁଛି । ହେଲେ ହେୟାରକଟିଂ ସମୟରେ କେତୋଟି ସାମନ୍ୟ ଭୁଲ୍ ଆପଣଙ୍କ ଲୁକ୍ ବିଗାଡ଼ି ଦେଇପାରେ। ତେଣୁ ଫେସ୍ର ସେପ୍ ଅନୁଯାୟୀ କେଉଁ ହେୟାର୍…
ଏହି ସୁପରଷ୍ଟାରଙ୍କ ଘରେ ବମ୍ ପକାଇ ଉଡ଼ାଇ ଦେବାକୁ ମିଳିଲା ଧମକ
ସାଉଥ୍ ଫିଲ୍ମର ସୁପରଷ୍ଟାର ଚିୟାନ୍ ବିକ୍ରମଙ୍କ ଘର ଉପରେ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ ପୋଲିସ ପହଞ୍ଚି ବିକ୍ରମଙ୍କ ଘରେ ଖୋଜାଖୋଜି ଚଲାଇଥିଲା। ବିକ୍ରମ ଚେନ୍ନାଇର ବେସାନ୍ତ ନଗରରେ…
ଚାଇନାର ବନ୍ଧୁ ପଣିଆ: କିମ୍ ଜୋଙ୍ଗ୍ଙ୍କୁ କରୋନା ଟିକା ଦେଲେ ଜିନ୍ପିଙ୍ଗ୍
ବେଜିଂ,୧।୧୨: ଚାଇନା ଉତ୍ତର କୋରିଆ ପ୍ରତି ଥିବା ନିଜର ବନ୍ଧୁ ପଣିଆ ଦେଖାଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ପ୍ରତି ନିଜର ପ୍ରତିଶ୍ରୁତି ବଦ୍ଧତା ଦେଖାଇ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ସରକାର କରୋନା ଟିକା ପହଞ୍ଚାଇଛନ୍ତି। ଉତ୍ତର…
ଉଜୁଡ଼ିଲାଣି କୋବି ଫସଲ, ଚିନ୍ତାରେ ଚାଷୀ
ରସୁଲପୁର,୧।୧୨(ଡି.ଏନ.ଏ.): ଏଥର ପରିବା ଫସଲ ପାଇଁ ପାଗ ଅନୁକୂଳ ରହିଛି। ମାତ୍ର ପରିବେଶର ତାପମାତ୍ରାରେ ଅସମ୍ଭବ ଧରଣର ପରିବର୍ତ୍ତନ ପରିବା ଫସଲରେ ନୂଆ ରୋଗପୋକ ସୃଷ୍ଟି କରୁଛି, ଯାହାକୁ ଚିହ୍ନଟ କରିବା ଚାଷୀଙ୍କ କ୍ଷେତ୍ରରେ ଅସମ୍ଭବ ହୋଇପଡୁଛି। ଯେତେ ପ୍ରକାର ଉପଚାର…
Archives


