Home Left

ଶାହାରୁଖ୍‌ ଖାନ୍‌ଙ୍କୁ ଚୁପ୍‌ କରିଦେଇଥିଲେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ: ଜାଣନ୍ତୁ କିପରି…

କରୋନା ମହାମାରୀ ସମୟରେ ବଲିଉଡ୍‌ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଶାହାରୁଖ୍‌ ଖାନ୍‌ଙ୍କ ଏକ ଭିଡିଓ ଏବଂ ଫଟୋ ମଧ୍ୟ…

ପଡିଆରେ ମୁଣ୍ଡ ବୁଲାଉଥିଲା, ହାସଲ କଲେ ଶତକ

ସିଡନୀ,୧।୧୨: ଭାରତ ବିପକ୍ଷ ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଶୀର୍ଷ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଶତକ ହାସଲ କରିଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ପୂର୍ବରୁ ତାଙ୍କର ଜୋର ମୁଣ୍ଡ ବୁଲାଉଥିଲା। ଏହା ସତ୍ତ୍ୱେ ସେ ଏକ ଚମତ୍କାର…

କରୋନା କେଉଁଠୁ ଆସିଛି ଜାଣିବା ଜରୁରୀ: ଡବ୍ଲୁଏଚ୍‌ଓ

ଜେନେଭା,୧ ।୧୨: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଡାଇରେକ୍ଟର ଜେନରାଲ ଟେଡ୍ରୋସ୍ ଅଦାନମ ଘେବ୍ରୟସସ କହିଛନ୍ତି କରୋନା ଭାଇରସ କେଉଁଠୁ ଆସିଛି ତାହା ଜାଣିବା ଜରୁରୀ । ଏହା ଜାଣିଲେ ଭବିଷ୍ୟତରେ ଏମିତି ସମସ୍ୟାର ସମାଧାନ ଆମେ କରିପାରିବା ବୋଲି ସେ କହିଛନ୍ତି…

ଅନ୍ନଦାତାଙ୍କୁ ଟ୍ୟାକ୍ସି ମହାସଂଘର ସମର୍ଥନ: ଡିସେମ୍ବର ୩ରେ ‘ଦିଲ୍ଲୀ ଚଲୋ’ ଡ଼ାକରା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନକୁ ସର୍ବଭାରତୀୟ ଟ୍ୟାକ୍ସି ମହାସଂଘ ପକ୍ଷରୁ ସମର୍ଥନ କରାଯାଇଛି। ଆସନ୍ତା ୨ ଦୁଇଦିନ ମଧ୍ୟରେ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କଲେ…

ପ୍ରଥମ ସ୍ତ୍ରୀଙ୍କୁ ଚିହ୍ନିବାକୁ ବି ମନା କରିନେଇଥିଲେ ଏହି ପ୍ରସିଦ୍ଧ ଗାୟକ, ଲୁଚିଛପି କରିଥିଲେ ଦ୍ୱିତୀୟ ବିବାହ

ଗାୟକ ଉଦିତ ନାରାୟଣ ୯୦ ଦଶକରୁ ଶହ ଶହ ସୁପରହିଟ ଗୀତ ଗାଇ ବଲିଉଡରେ ନିଜର ସ୍ବରର ଯାଦୁ ଦେଖାଇ ଚାଲିଛନ୍ତି॥ ହିନ୍ଦୀ ବ୍ୟତୀତ ସେ ତାମିଲ, ମାଲାୟାଲମ, କନ୍ନଡ, ଭୋଜପୁରୀ ଏବଂ ବଙ୍ଗଳା ଭାଷାରେ ଗୀତ ଗାଇଛନ୍ତି। ଚାରିଥର ଜାତୀୟ…

କୋକୋନଟ୍‌ କୁକିଜ୍‌

ଆବଶ୍ୟକ ସାମଗ୍ରୀ: ଏକ କପ୍‌ ମଇଦା, ୧/୨ ଟି ସ୍ପୁନ୍‌ ବେକିଂ ପାଉଡ଼ର, ୧/୨ କପ୍‌ ଚିନି ଗୁଣ୍ଡ, ୧/୨ କପ୍‌ ବଟର, ୨-୩ ବୁନ୍ଦା ଭାନିଲା ଏସେନ୍ସ, ୩/୪ କପ୍‌ ଦରଶୁଖିଲା ନଡ଼ିଆ ପାଉଡ଼ର, ୧ ଟେବଲ୍‌ ସ୍ପୁନ୍‌ କ୍ଷୀର।…

ନିଶା ସେବନ କରୁଥିଲେ

ବର୍ତ୍ତମାନ କେତେକ ମହିଳା ମଡର୍ନ ଲାଇଫ୍‌ଷ୍ଟାଇଲ୍‌ ଆଳରେ ନିଶା ସେବନ ଓ ଧୂମପାନ ଭଳି ବଦଭ୍ୟାସକୁ ଆପଣେଇ ନେଉଥିବା ଦେଖିବାକୁ ମିଳୁଛି। ହେଲେ ଏହା ଯେ ପରବର୍ତ୍ତୀ ସମୟରେ ସେମାନଙ୍କ ଲାଗି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି ସେ ଦିଗରେ…

ଶୀତରେ ତ୍ୱଚାର ଯତ୍ନ

ଶୀତଦିନେ ସାମାନ୍ୟ ଅବହେଳା ତ୍ୱଚାକୁ ରୁକ୍ଷ କରିଦିଏ। ତେଣୁ ଏ ଦିନେ ଏହାକୁ ନରମ ଏବଂ ଚିକ୍କଣ ରଖିବା ଲାଗି ବିଶେଷ ଯତ୍ନ ନେବା ଆବଶ୍ୟକ। ଏଥିପାଇଁ କେତୋଟି ସାଧାରଣ ଘରୋଇ ଉପଚାର  ଜାଣି ରଖନ୍ତୁ… ଶୀତଦିନେ ପରିବେଶ ଶୁଷ୍କ ଥିବା…

କୃଷି ଆଇନ ନେଇ ଏନ୍‌ଡିଏରେ ଫାଟ: ଶାହାଙ୍କୁ ଚିଠି ଲେଖିଲେ ଆର୍‌ଏଲ୍‌ପି ଅଧ୍ୟକ୍ଷ

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଏନ୍‌ଡ଼ିଏରେ ଫାଟ ସୃଷ୍ଟି ହୋଇଛି। ଏନ୍‌ଡ଼ିଏର ସହଯୋଗୀ ଦଳ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହି ଆଇନକୁ ଫେରାଇ ନେବା ଉପରେ ଗୁରୁତ୍ୱାରୋପ କରିବା ଆରମ୍ଭ କରିଛନ୍ତି। ଏନ୍‌ଡିଏ ସହଯୋଗୀ ଥିବା…

ପିତାଙ୍କ ଜନ୍ମଦିନରେ ବିବାହ ରଚିବେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡର ପ୍ରସିଦ୍ଧ ଗାୟକ ଉଦିତ ନାରାୟଣ ଆଜି ତାଙ୍କର ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କ ପୁଅ ଆଦିତ୍ୟ ନାରାୟଣ ତାଙ୍କୁ ବହୁତ ସୁନ୍ଦର ଉପହାର ଦେବାକୁ ପ୍ରସ୍ତୁତ ହୋଇଛନ୍ତି। ଆଦିତ୍ୟ ନାରାୟଣ ପିତାଙ୍କ ଜନ୍ମଦିନ ଅବସରରେ ଗର୍ଲଫ୍ରେଣ୍ଡ…

କୋହଲିଙ୍କ ବିନା ଭାରତ ଯଦି ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ ବିଜୟ ହୁଏ ତେବେ…

କାନବେରା,୧।୧୨: ଅଷ୍ଟ୍ରେଲିଆ ଗସ୍ତରେ ଏକଦିବସୀୟ ଏବଂ ଟି-୨୦ ସିରିଜ ପରେ ଟିମ ଇଣ୍ଡିଆକୁ ୪ଟି ଟେଷ୍ଟ ମ୍ୟାଚ ଖେଳିବାକୁ ପଡି। ଏହି ସିରିଜ ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ କଷ୍ଟସାଧ୍ୟ ହେବ କାରଣ ଦଳର ନିୟମିତ ଅଧିନାୟକ ବିରାଟ କୋହଲି କେବଳ…

ସଡ଼କରେ ଭୋକ ଉପାସରେ ଅନ୍ନଦାତା, ଟିଭିରେ ସରକାର ଦେଉଛନ୍ତି ମିଥ୍ୟା ଭାଷଣ: ରାହୁଲ

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri