Home Left

ଶ୍ରୀଲଙ୍କା ଉପକୂଳ ମୁହାଁଇଛି ବାତ୍ୟା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତ(ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଅବପାତ ଶ୍ରୀଲଙ୍କାର ତ୍ରିଙ୍କୋମାଳି ଠାରୁ ୭୦୦ କି.ମି. ଏବଂ ପୂର୍ବ-ଦକ୍ଷିଣ-ପୂର୍ବ କନ୍ୟାକୁମାରୀଠାରୁ ୧୧୦୦ କି.ମି. ଦୂରରେ କେନ୍ଦ୍ରୀଭୂତ…

‘ମୋଦି ସରକାର ଏକଚ୍ଛତ୍ରବାଦୀ’

ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ ବୁରାରିର ସନ୍ଥ ନିରଙ୍କରୀ ପଡ଼ିଆରେ ଆନ୍ଦୋଳନକାରୀମାନେ ଏକତ୍ର ହେବାକୁ ସରକାର ଦେଇଥିବା ପ୍ରସ୍ତାବକୁ କୃଷକମାନେ…

ଚାକିରି ନାଁରେ ୬ଲକ୍ଷ ଠକେଇ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବ୍ୟାଙ୍କରେ ଚାକିରି କରାଇ ଦେବାକୁ କହି ୬ଲକ୍ଷ ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବେତଡା ଗ୍ରାମର ଜୟନ୍ତୀ ପରିଡା(୩୦)। ଜୟନ୍ତୀ ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡିରେ…

ମାସ୍କ ନ ପିନ୍ଧିଲେ ୨୫ ଫୁଟ ଯାଇପାରେ ଛିଙ୍କ

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ମାସ୍କ, ସାମାଜିକ ଦୂରତା ବଜାୟ ରଖିବାକୁ ଗୁରୁତ୍ୱ ଦିଆଯାଉଛି। ତେବେ ଛିଙ୍କିବା ସମୟରେ ମାସ୍କ କାହିଁକି ଗୁରୁତ୍ୱପୂର୍ଣ୍ଣ ଓ ଏହା କେତେଦୂର ସଂକ୍ରମଣ ରୋକିବାରେ ସକ୍ଷମ ତାହାକୁ ନେଇ…

କୋଣାର୍କ ଉତ୍ସବ: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ

ଭୁବନେଶ୍ୱର,(ବ୍ୟୁରୋ)/କୋଣାର୍କ,୧।୧୨(ଡି.ଏନ୍‌.ଏ.) : କୋଭିଡ୍‌ କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ଉତ୍ସବ। ଏଥିପାଇଁ ସୂର୍ଯ୍ୟମନ୍ଦିର ପାଦଦେଶ ଉତ୍ସବମୁଖର ହୋଇଉଠିଥିବାବେଳେ ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୫ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ଚଳିତବର୍ଷ…

କରୋନା ଭ୍ୟାକ୍ସିନ: ଜଣେ ବ୍ୟକ୍ତିଙ୍କ ପାଇଁ ସରକାର ଖର୍ଚ୍ଚ କରିବେ ଚାରିଶହ ଟଙ୍କା!

ନୂଆଦିଲ୍ଲୀ,୧ ।୧୨: କରୋନା ମହାମାରୀକୁ ଦୂରେଇବା ପାଇଁ ଏହାର ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ପ୍ର୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି । ଆଉ ଅଳ୍ପଦିନ ମଧ୍ୟରେ ଏହା ଉପଲବ୍ଧ ହେବ ବୋଲି କୁହାଯାଉଛି । ତେବେ ଏହାକୁ ନେଇ ସରକାର ଯୋଜନା ପ୍ରସ୍ତୁତ…

ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍‌ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ…

ଟାର୍ଗେଟରେ ପ୍ରଦୀପ, ପାଠକ

ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍‌ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି।…

୨ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଏସ୍‌ଆଇଟିର ଜେରା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଜେଲ ଯାଇଥିବା ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ଆୟବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ଭିଜିଲାନ୍ସ ଦ୍ୱାରା ଗଠିତ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ସୋମବାର ୨ଜଣ ସରକାରୀ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଗୋପନୀୟ ସ୍ଥାନରେ ଜେରା କରିଛି। ତେବେ…

ଆସିଲା ବାର୍ଡ ଫ୍ଲୁ: ୧୮ ଲକ୍ଷରୁ ଊର୍ଦ୍ଧ୍ୱ କୁକୁଡାଙ୍କୁ ମାରି ଦିଆଗଲା

ଟୋକିଓ,୧ ।୧୨: ପାଖାପାଖି ୧ ବର୍ଷ ହେବାକୁ ଯାଇଛି ସାରା ବିଶ୍ୱବାସୀ କରୋନା ଭାଇରସ ଭଳି ମହାମାରୀ ସହ ଲଢି ଚାଲିଛନ୍ତି । ଆଉ ଏବେ ଦାଉ ସାଧିଲାଣି ବାର୍ଡ ଫ୍ଲୁ । ଜାପାନ କୃଷି ମନ୍ତ୍ରଣାଳୟ ମଙ୍ଗଳବାର ପ୍ରକାଶ କରିଛି…

ଲୋକତନ୍ତ୍ରକୁ ମଜଭୁତ କରିବାକୁ ଭୋଟ ଦିଅନ୍ତୁ: ଓୱାସି

ହାଇଦ୍ରାବାଦ,୧ ।୧୨: ବୃହତ ହାଇଦ୍ରାବାଦ ନଗର ନିଗମ(ଜିଏଚ୍‌ଏମ୍‌ସି) ନିର୍ବାଚନ ଏବେ ରାଷ୍ଟ୍ରୀୟ ରାଜନୀତିର କେନ୍ଦ୍ର ପାଲଟି ଯାଇଛି । ଏବେ ସମସ୍ତଙ୍କ ନଜର ଏହି ନିର୍ବାଚନ ଫଳାଫଳ ଉପରେ ରହିଛି । ମଙ୍ଗଳବାର ୧୫୦ ୱାର୍ଡ ପାଇଁ ମତଦାନ ଆରମ୍ଭ କରାଯାଇଛି…

ଆଜିଠୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟ ସରକାର ଡିସେମ୍ବର ମାସ ପାଇଁ କୋଭିଡ୍‌-୧୯ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri