Home Left

ବାହାର ଲୋକଙ୍କୁ ଗଞ୍ଜାମ ମନା

ଛତ୍ରପୁର,୨୯।୩(ଡିଏନଏ ): ଗଞ୍ଜାମ ଜିଲାରେ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ଅଭାବ ଦେଖାଯାଉଛି। କୋଭିଡ ସଂକ୍ରମଣରୁ ବର୍ତ୍ତିବା ପାଇଁ ଜାରି କରିଥିବା ନିତୀ ନିୟମ ପାଳନ ହେଉନାହିଁ। ଏ ନେଇ ସଂକ୍ରମଣ ବଢ଼ୁଥିବା ଅନୁମାନ କରାଯାଉଛି। ସଂକ୍ରମଣରୁ ରୋକିବା ନେଇ ଜିଲା ପ୍ରଶାସନ…

ଆଖିବୁଜିଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନି

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ଓଡ଼ିଶା ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଦେନିଙ୍କର କଟକ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଥିବା ତାଙ୍କ…

ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ମଧ୍ୟପ୍ରଦେଶ ସାଗର ଜିଲାରେ ସ୍କୁଲ ଶିକ୍ଷୟତ୍ରୀ ଚନ୍ଦ୍ରା ଶ୍ରୀବାସ୍ତବ ନିଜ ସ୍କୁଟିକୁ ମୋବାଇଲ୍‌…

ବନ୍ଦ ହେବନି ସରକାରୀ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି,…

ଏଠାରେ ରଙ୍ଗ ନୁହେଁ, ପଚା ଅଣ୍ଡାରେ ଖେଳାଯାଏ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

କ୍ଷମତା ଦଖଲ ଲକ୍ଷ୍ୟ: ହ୍ବିଲ୍‌ଚେୟାରରେ ବସି ପ୍ରଚାର କଲେ ମମତା

କୋଲକାତା,୨୯।୩: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଏପ୍ରିଲ୍‌ ୧ରେ କରାଯିବ। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କ ହଟାଇବା ଲାଗି ପ୍ରୟାସ ଜାରି ରଖିଛି। ଅପରପକ୍ଷରେ ମମତା ରାଜ୍ୟରେ ପୁଣି ତୃଣମୂଳ କଂଗ୍ରେସର ସଫଳତା ଦୋହରାଇ…

ଶରଦ ପଓ୍ବାର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨୯।୩: ଏନ୍‌ସିପି ଅଧ୍ୟକ୍ଷ ଶରଦ ପଓ୍ବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପେଟରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ତାଙ୍କୁ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲ ନିଆଯାଇଛି। ସେଠାର ତାଙ୍କର ଏଣ୍ଡୋସ୍କୋପି କରାଯାଇଛି। ତାଙ୍କ ଗଲ୍‌ ବ୍ଲାଡରରେ ସମସ୍ୟା ଥିବା ଡାକ୍ତର କହିଛନ୍ତି।…

କମଲା ହାରିସ୍‌ ହୋଲି ଅବସରରେ କହିଲେ ଏପରି…

ଓ୍ବାଶିଂଟନ,୨୯।୩: ଆମେରିକା ରାଷ୍ଟ୍ରପତି କମଲା ହାରିସ୍‌ ହୋଲି ଅବସରରେ ଶୁଭକାମନା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ହୋଲି ଉତ୍ସବରେ ନିଜ ନିଜ ମଧ୍ୟରେ ଥିବା ମତଭେଦ ଭୁଲି ଏକାଠି ହେବା ଆବଶ୍ୟକ। ହୋଲିର ରଙ୍ଗ ଭଲ ପାଉଥିବା ଲୋକଙ୍କୁ…

ପିପିଲି ଉପନିର୍ବାଚନରେ ହେବ ତ୍ରିମୁଖୀ ଲଢ଼େଇ: ଶେଷରେ ଅଜିତ ମଙ୍ଗରାଜଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ପୁରୀ ଅଫିସ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ…

ସୁଏଜ୍‌ କେନାଲ ଉପରୁ ସଙ୍କଟ ହଟିଲା

କାଏରୋ,୨୯।୩: ଇଜିପ୍ଟରେ ଥିବା ସୁଏଜ୍‌ କେନାଲରେ ଗତ ୬ ଦିନ ଧରି ମାର୍ଚ୍ଚ ୨୩ଠାରୁ କୌଣସି ପଣ୍ୟ ବୋଝେଇ ଜାହାଜ ଚଳାଚଳ କରିପାରୁ ନ ଥିଲା। କେନାଲ ପଥରେ ଏଭର ଗିଭେନ୍‌ ନାମକ ଏକ ବିରାଟକାୟ ଜାହାଜ ଅଟକି ରହିବାରୁ ଏଭଳି…

ଗଡ଼ିଲାନି ମୋ ବସ୍‌

ଭୁବନେଶ୍ୱର,୨୮।୩(ବ୍ୟୁରୋ): ମୋ ବସ ସେବା ସୋମବାର ବନ୍ଦ ରହିଛି। ହୋଲିକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରାଯାଇଛି। କେବଳ ପ୍ରଥମାର୍ଦ୍ଧରେ ଏହା ବନ୍ଦ ରହିବ। ହେଲେ ଅପରାହ୍ନ ୩ଟାରୁ ପୁଣି ଏହି ସେବା ଆରମ୍ଭ ହେବ। ମାଷ୍ଟର କ୍ୟାଣ୍ଟିନରେ ଥିବା ପାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?