ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା
ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ ୧୭ ରିଖରେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ…
ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…
ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା ଦର ବଢ଼ୁଥିବା ବେଳେ, ବର୍ତ୍ତମାନ ଏଥିରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି।…
ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା ଗ୍ରାମର ଶୁକଦେବ ମହାନନ୍ଦ(୫୦) କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି…
LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…
ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ ମଧ୍ୟରେ ୨୫-୪୫ ଦିନର ବ୍ୟବଧାନ ଏବଂ ପିଏନଜି ସଂଯୋଗ ଥିବା ଘରେ ଏଲପିଜି…
ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍ କଲା ଦାବି
ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ମୁଖ୍ୟ ଅଲି ଲାରିଜାନିଙ୍କୁ ଟାର୍ଗେଟ କରିଛି। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ…
ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…
ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି। ଆହତ…
ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…
ନୂଆଦିଲ୍ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା ବେଳେ, ଦୁଇଟି ଭାରତୀୟ ଜାହାଜ, ‘ଶିବାଲିକ’ ଏବଂ ‘ନନ୍ଦା ଦେବୀ’ ଏହି ରାସ୍ତା…
ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ
ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ ପକାଇଛନ୍ତି। ଏହା ସହ ପିତୃ ପୁରୁଷଙ୍କ ଲାଗି…
ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!
ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ ମାଧ୍ୟମରେ ପ୍ରତିଶୋଧ ନେଉଛି। ପଶ୍ଚିମ ଏସିଆରେ ଏହି ଚାଲିଥିବା ଅଶାନ୍ତି ମଧ୍ୟରେ, ଭାରତ…
ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…
ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ଶାଶୁଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଭାଉଜ ମଧ୍ୟ ଗୁରୁତର ହୋଇଛନ୍ତି ।…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ
ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏହି ଘଟଣାରେ ସମ୍ପୃକ୍ତ ସୁଶୀଳାଙ୍କ ସ୍ବାମୀ ବୁଡୁଙ୍କୁ ତଦନ୍ତକାରୀ ଅଧିକାରୀ…
ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…
ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ…

