Home Left

ରାଜ୍ୟରେ ପୁଣି ୪୧୮ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଜୋ ବାଇଡେନ୍‌ଙ୍କ ଟିମ୍‌ରେ ସାମିଲ ହୋଇପାରନ୍ତି ଆଉ ଜଣେ ଭାରତୀୟ-ଆମେରିକୀୟ

ୱାଶିଂଟନ,୩୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ନିଜ ଟିମ୍‌ରେ ଅଧିକରୁ ଅଧିକ ଭାରତୀୟ ମୂଳ ବାସିନ୍ଦାଙ୍କୁ ସାମିଲ କରୁଥିବା ଲକ୍ଷ୍ୟ କରାଯାଉଛି । ପ୍ରଥମତଃ ନବନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ ବାଇଡେନଙ୍କୁ ଦେଶ ଚଳାଇବାରେ ସାହାଯ୍ୟ କରିବେ…

ଦେଶରେ ୧୫ଦିନ ମଧ୍ୟରେ ୪ର୍ଥଥର ୪୦ହଜାରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ: ୯୪ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩୦।୧୧: ଭାରତରେ କରୋନା ପ୍ରକୋପ ଜାରି ରହିଛି। ଗତ କିଛି ଦିନ ହେବ କେତେକ ରାଜ୍ୟରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ କେତେକ ରାଜ୍ୟସରକାର ପୁଣି ଥରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି।…

୧୦୦ କୋଟିର ମାନହାନି ମାମଲା ଦାଏର କରିବାକୁ ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ଚେତାବନୀ

ନୂଆଦିଲ୍ଲୀ,୩୦।୧୧: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାଏର କରିବାକୁ ଚେତାବନୀ ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ କରୋନା ପ୍ରତିଷେଧକ ଟିକା ଦିଆ ଯାଇଥିବା ଜଣେ ବ୍ୟକ୍ତି ତାଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ପ୍ରକାଶ ପାଇଥିବା ଅଭିଯୋଗ କରିଥିଲେ। ସମ୍ପୃକ୍ତ…

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଠାକୁରଙ୍କୁ…

ଶିବସେନାରେ ଯୋଗଦେବେ ଉର୍ମିଳା!

ମୁମ୍ବାଇ,୩୦ ।୧୧: ବଲିଉଡ୍ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ମଙ୍ଗଳବାର ଶିବସେନାରେ ଯୋଗ ଦେଇ ପାରନ୍ତି ବୋଲି କହିଛନ୍ତି ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ । ପଲିଟିକାଲ କ୍ୟାରିୟର ଆରମ୍ଭରେ ଉର୍ମିଳା ପ୍ରଥମେ କଂଗ୍ରେସରେ ଯୋଗ ଦେଇଥିବା…

ଗୁରୁନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧୧: ସାରା ଦେଶରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମା ସହ ଗୁରୁନାନକ ଜୟନ୍ତୀ ପାଳନ କରାଯାଉଛି। ଗୁରୁ ନାନକ ଦେବ ହେଉଛନ୍ତି ଶିଖ୍‌ ଧର୍ମର ପ୍ରତିଷ୍ଠାତା ଏବଂ ଶିଖ୍‌ ଲୋକଙ୍କ ପ୍ରଥମ ଗୁରୁ। ଗୁରୁନାନକଙ୍କ କାର୍ତ୍ତିକ ପୂର୍ଣ୍ଣିମାରେ ରାବି ନଦୀ କୂଳରେ ଥିବା…

ପୃଥିବୀ ଇତିହାସରେ ପ୍ରଥମ: ବାୟୁ ପ୍ରଦୂଷଣ ମୃତ୍ୟୁ ମାମଲାରେ ହେବ ବିଚାର

ଲଣ୍ଡନ,୩୦।୧୧: ପୃଥିବୀ ଇତିହାସରେ ପ୍ରଥମ ଥର ପାଇଁ ବାୟୁ ପ୍ରଦୂଷଣ ଯୋଗୁ ମୃତ୍ୟୁ ଘଟିଥିବା ଏକ ମାମଲାର ବିଚାର କରାଯିବ। ବ୍ରିଟେନ୍‌ ହାଇକୋର୍ଟରେ ସୋମବାର ଏଭଳି ଏକ ମାମଲାର ଶୁଣାଣି କରାଯିବ। ୨୦୧୩ ଫେବୃୟାରୀ ୧୫ରେ ଲଣ୍ଡନରେ ବାସ କରୁଥିବା ୯…

ମାତ୍ର ୧୦ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ, ମାସିକ ୫୦ ହଜାର କରିପାରିବେ ରୋଜଗାର

କୌଣସି ଏକ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି କି, ତେବେ ଆଜି ଆମେ ଆପଣଙ୍କୁ ଏକ ବ୍ୟବସାୟ ବିଷୟରେ କହିବୁ ଯାହାକୁ ଆପଣ ସହଜରେ ଆରମ୍ଭ କରିପାରିବେ। ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରର…

ବଳାତ୍କାର ଅଭିଯୋଗ ଆଣିଲେ ଅଭିନେତ୍ରୀ

ବଲିଉଡ୍‌ର ଜଣେ କାଷ୍ଟିଂ ନିର୍ଦ୍ଦେଶକ ଛୋଟ ପରଦାର ଜନୈକା ଅଭିନେତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଓ୍ବେବ୍‌ ସିରିଜ୍‌ରେ କାମ କରୁଥିବା ଅଭିନେତ୍ରୀ କାଷ୍ଟିଂ ନିର୍ଦ୍ଦେଶକ ଆୟୁଷ ତିଓ୍ବାରୀଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିନେତ୍ରୀଙ୍କ ଅଭିଯୋଗକୁ ଭିତ୍ତିକରି ମୁମ୍ବାଇ ଭର୍ସୋଭା…

ଓଡ଼ିଶାକୁ ଲୁଟୁଛନ୍ତି ଅଣ ଓଡ଼ିଆ ଅଫିସର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରସଙ୍ଗ ରବିବାର ବିଧାନସଭାର ଶୂନ୍ୟକାଳରେ ଆଲୋଚନାର ମୁଖ୍ୟ ବିଷୟ ହୋଇଥିଲା। ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ସହ ପୂର୍ବତନ ମନ୍ତ୍ରୀ ତଥା…

ପରୀ ପ୍ରସଙ୍ଗ: ଆନ୍ଦୋଳନ ଜିଦ୍‌ରେ ଭାଜପା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ନୟାଗଡ଼ ଜିଲାର ପରୀ ହତ୍ୟାକାଣ୍ଡକୁ ନେଇ ରାଜନୈତିକ ଲଢ଼େଇ ଥମିବାର ନଁା ଧରୁନାହିଁ। କିନ୍ତୁ ବିଧାନସଭାରେ ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟରେ ମତଭେଦ ଦେଖିବାକୁ ମିଳିଲାଣି। ଉକ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଆଇଟି ତଦନ୍ତ ନେଇ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri