ଗୁରୁନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୩୦।୧୧: ସାରା ଦେଶରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମା ସହ ଗୁରୁନାନକ ଜୟନ୍ତୀ ପାଳନ କରାଯାଉଛି। ଗୁରୁ ନାନକ ଦେବ ହେଉଛନ୍ତି ଶିଖ୍ ଧର୍ମର ପ୍ରତିଷ୍ଠାତା ଏବଂ ଶିଖ୍ ଲୋକଙ୍କ ପ୍ରଥମ ଗୁରୁ। ଗୁରୁନାନକଙ୍କ କାର୍ତ୍ତିକ ପୂର୍ଣ୍ଣିମାରେ ରାବି ନଦୀ କୂଳରେ ଥିବା…
ପୃଥିବୀ ଇତିହାସରେ ପ୍ରଥମ: ବାୟୁ ପ୍ରଦୂଷଣ ମୃତ୍ୟୁ ମାମଲାରେ ହେବ ବିଚାର
ଲଣ୍ଡନ,୩୦।୧୧: ପୃଥିବୀ ଇତିହାସରେ ପ୍ରଥମ ଥର ପାଇଁ ବାୟୁ ପ୍ରଦୂଷଣ ଯୋଗୁ ମୃତ୍ୟୁ ଘଟିଥିବା ଏକ ମାମଲାର ବିଚାର କରାଯିବ। ବ୍ରିଟେନ୍ ହାଇକୋର୍ଟରେ ସୋମବାର ଏଭଳି ଏକ ମାମଲାର ଶୁଣାଣି କରାଯିବ। ୨୦୧୩ ଫେବୃୟାରୀ ୧୫ରେ ଲଣ୍ଡନରେ ବାସ କରୁଥିବା ୯…
ମାତ୍ର ୧୦ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ, ମାସିକ ୫୦ ହଜାର କରିପାରିବେ ରୋଜଗାର
କୌଣସି ଏକ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି କି, ତେବେ ଆଜି ଆମେ ଆପଣଙ୍କୁ ଏକ ବ୍ୟବସାୟ ବିଷୟରେ କହିବୁ ଯାହାକୁ ଆପଣ ସହଜରେ ଆରମ୍ଭ କରିପାରିବେ। ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରର…
ବଳାତ୍କାର ଅଭିଯୋଗ ଆଣିଲେ ଅଭିନେତ୍ରୀ
ବଲିଉଡ୍ର ଜଣେ କାଷ୍ଟିଂ ନିର୍ଦ୍ଦେଶକ ଛୋଟ ପରଦାର ଜନୈକା ଅଭିନେତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଓ୍ବେବ୍ ସିରିଜ୍ରେ କାମ କରୁଥିବା ଅଭିନେତ୍ରୀ କାଷ୍ଟିଂ ନିର୍ଦ୍ଦେଶକ ଆୟୁଷ ତିଓ୍ବାରୀଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିନେତ୍ରୀଙ୍କ ଅଭିଯୋଗକୁ ଭିତ୍ତିକରି ମୁମ୍ବାଇ ଭର୍ସୋଭା…
ଓଡ଼ିଶାକୁ ଲୁଟୁଛନ୍ତି ଅଣ ଓଡ଼ିଆ ଅଫିସର
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଏବଂ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରସଙ୍ଗ ରବିବାର ବିଧାନସଭାର ଶୂନ୍ୟକାଳରେ ଆଲୋଚନାର ମୁଖ୍ୟ ବିଷୟ ହୋଇଥିଲା। ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ସହ ପୂର୍ବତନ ମନ୍ତ୍ରୀ ତଥା…
ପରୀ ପ୍ରସଙ୍ଗ: ଆନ୍ଦୋଳନ ଜିଦ୍ରେ ଭାଜପା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ନୟାଗଡ଼ ଜିଲାର ପରୀ ହତ୍ୟାକାଣ୍ଡକୁ ନେଇ ରାଜନୈତିକ ଲଢ଼େଇ ଥମିବାର ନଁା ଧରୁନାହିଁ। କିନ୍ତୁ ବିଧାନସଭାରେ ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟରେ ମତଭେଦ ଦେଖିବାକୁ ମିଳିଲାଣି। ଉକ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ଆଇଟି ତଦନ୍ତ ନେଇ ଘୋଷଣା…
ବାରାଣସୀରେ ‘ଦେବ ଦୀପାବଳି’ ମନାଇବେ ମୋଦି: ଗଙ୍ଗା ଘାଟରେ ଜଳାଯିବ ୧୧ଲକ୍ଷ ଦୀପ
ବାରାଣସୀ,୩୦।୧୧: ଅଯୋଧ୍ୟାରେ ଦୀପାବଳି ପାଳନ କରାଯିବା ପରେ ଏବେ ଉତ୍ତରପ୍ରଦେଶ ସରକାର ବାରାଣସୀରେ ‘ଦେବ ଦୀପାବଳି’ର ଭବ୍ୟ ଆୟୋଜନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନିଜ ନିର୍ବାଚନମଣ୍ଡଳୀକୁ ଗସ୍ତ କରିବେ। ଦେବ ଦୀପାବଳି ସମାରୋହରେ ମୋଦିଙ୍କ ସହ…
ବଡ ଘୋଷଣା କରିପାରନ୍ତି ରଜନୀକାନ୍ତ
ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତା ରଜନୀକାନ୍ତ ଅଭିନୟ ଛାଡି ରାଜନୀତିରେ ଯୋଗଦେବେ। ସୋମବାର ତାଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଏକ ବୈଠକ କରି ରାଜନୀତିରେ ପ୍ରବେଶ କରିବେ। ତେବେ କିଛି ଦିନ ପୂର୍ବରୁ ଡାକ୍ତରମାନେ ତାଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ରାଜନୀତିରେ…
ମୋଦିଙ୍କ ଆଗମନ ପାଇଁ ସଜେଇ ହୋଇଛି ବାରାଣସୀ ଘାଟ
ନୂଆଦିଲ୍ଲୀ,୩୦ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିବେ । ଦ୍ୱିପ୍ରହର ସମୟରେ ମୋଦି ବାରାଣସୀ ଗସ୍ତ କରିବା ବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ କାର୍ଯ୍ୟକ୍ରମରେ ମୋଦିଙ୍କ ସହ ରହିବେ ବୋଲି…
ଲଭ୍ ଜିହାଦ ନିରୋଧୀ ଆଇନରେ ପ୍ରଥମ ମାମଲା
ଲକ୍ଷ୍ନୌ, ୩୦।୧୧: ଉତ୍ତରପ୍ରଦେଶର ନୂଆ ଧର୍ମାନ୍ତରୀକରଣ ନିରାକରଣ ଆଇନ (ଲଭ୍ ଜିହାଦ ନିରୋଧୀ ଆଇନ)ରେ ରାଜ୍ୟ ପୋଲିସ ଶନିବାର ପ୍ରଥମ ମାମଲା ରୁଜୁ କରିଛି। ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିଷିଦ୍ଧ ଅଧ୍ୟାଦେଶ, ୨୦୨୦କୁ ମଞ୍ଜୁରୀ ଦେବା ପରେ…
ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେବ ଆଣ୍ଟିଡ୍ରୋନ୍ ସିଷ୍ଟମ୍
ନୂଆଦିଲ୍ଲୀ, ୩୦।୧୧(ପି.ଟି.): ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍ଡିଓ) ଶତ୍ରୁପକ୍ଷର ଡ୍ରୋନ୍କୁ ଧ୍ୱଂସ କରିବା ପାଇଁ ଏକ ଆଣ୍ଟିଡ୍ରୋନ୍ ପ୍ରଯୁକ୍ତିର ବିକାଶ କରିଛି। ସଶସ୍ତ୍ର ବାହିନୀ ପାଇଁ ଏହି ଆଣ୍ଟିଡ୍ରୋନ୍ ସିଷ୍ଟମ ଭାରତ ଇଲେକ୍ଟ୍ରୋନିକ୍ସ ନିର୍ମାଣ କରିବ। ୨୦୨୦ ବର୍ଷ…
ଅଷ୍ଟ୍ରେଲିଆକୁ ବଡ ଝଟ୍କା
ସିଡନୀ,୩୦।୧୧: ଭାରତ ବିପକ୍ଷ ସୀମିତ ଓଭର ସିରିଜର ଅବଶିଷ୍ଟ ମ୍ୟାଚରୁ ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍ ଡେଭିଡ ୱାର୍ନର ବାଦ୍ ପଡିଛନ୍ତି। ରବିବାର ସିଡନୀରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଗୋଡ ଆଘାତ ଯୋଗୁ ତାଙ୍କୁ ପଡ଼ିଆ ଛାଡିବାକୁ ପଡିଥିଲା। ବୁଧବାର ଖେଳାଯିବାକୁ ଥିବା…
Archives


