୪୦ କୃଷକଙ୍କୁ ହତ୍ୟା
ମାଇଡୁଗୁରି, ୩୦।୧୧: ନାଇଜେରିଆର ବର୍ନୋ ରାଜ୍ୟରେ ଇସ୍ଲାମୀୟ ଆତଙ୍କବାଦୀ ସଂଗଠନ ବୋକୋ ହାରାମ ସଦସ୍ୟଙ୍କ ଆକ୍ରମଣରେ ୪୦ ଜଣ କୃଷକ ପ୍ରାଣ ହରାଇଛନ୍ତି। ସେମାନେ ଧାନ ବିଲରେ ଫସଲ ଅମଳ କରୁଥିବାବେଳେ ଆକ୍ରମଣ ହୋଇଥିଲା। ବର୍ନୋ ସମ୍ପ୍ରଦାୟ ଧାନଚାଷ ପାଇଁ ଜଣାଶୁଣା।…
ଘରକୁ ଫେରୁଛନ୍ତି ଜିଲା ବାହାର ଶ୍ରମିକ
ବରଗଡ଼ ଅଫିସ,୩୦ା୧୧:ମହାମାରୀ କରୋନା ସଭିଁଙ୍କ ରୋଜଗାର ଛଡ଼ାଇ ନେଇଛି। ଏଥିରେ ଶ୍ରମଜୀବୀ ଶ୍ରେଣୀର ଲୋକେ ଅଧିକ ପ୍ରଭାବିତ ହୋଇଛନ୍ତି। କରୋନା ସଂକ୍ରମଣ ଆରମ୍ଭ ହେବାଠାରୁ ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ି ଯାଇଛି ଯେ, ତାହା ଥମିବାର ନାଁ ନେଉ ନାହିଁ। ଚଳିତ ଧାନ…
୧ ନିୟୁତ ଡଲାର ଦେବ ଏସ୍ଏଫ୍ଜେ
ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍ଏସ୍): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍ସ ଫର୍ ଜଷ୍ଟିସ୍’ (ଏସ୍ଏଫ୍ଜେ) ଗୋଳିଆ ପାଣିରୁ ମାଛ ଧରିବାକୁ ଉଦ୍ୟମ କରିଛି। ହରିୟାଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ଓ କ୍ଷତିଗ୍ରସ୍ତ…
ଧ୍ରୁବୀକରଣର ପ୍ରୟୋଗଶାଳା
ହାଇଦ୍ରାବାଦ/ନୂଆଦିଲ୍ଲୀ,୩୦ା୧୧: ଡିସେମ୍ବର ୧ରେ ହେବାକୁ ଥିବା ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍ଏମ୍ସି) ନିର୍ବାଚନ ଉଭୟ ଜାତୀୟ ଓ ଆଞ୍ଚଳିକ ଦଳଗୁଡ଼ିକ ପାଇଁ ଅଗ୍ନିପରୀକ୍ଷା ହୋଇଛି। ହାଇଦ୍ରାବାଦ ତେଲଙ୍ଗାନାର ରାଜଧାନୀ ଓ ଅର୍ଥନୈତିକ ଇଞ୍ଜିନ ହୋଇଥିବାରୁ ନିର୍ବାଚନ ଜିତିବା ପାଇଁ ଶାସକ…
କୃଷି ବିଲ୍କୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ: ଟିକରି-ସିନ୍ଧୁ ସୀମା ବନ୍ଦ
ନୂଆଦିଲ୍ଲୀ,୩୦ ।୧୧: କେନ୍ଦ୍ର ସରକାରଙ୍କ କୃଷି ବିଲକୁ ନେଇ ଗତ ପ୍ରାୟ ୫ଦିନ ହେବ ପଞ୍ଜାବ. ହରିୟାଣା, ରାଜସ୍ଥାନ ଆଦିର କୃଷକମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସୋମବାର ମଧ୍ୟ ଏହା ଜାରି ରହିଛି । ସିନ୍ଧୁ ସହ ଟିକରି ଓ ଦିଲ୍ଲୀ-ୟୁପି…
୧୬୩ ଆହାର କେନ୍ଦ୍ରରେ ୧୭୦୦ ଏସ୍ଏଚ୍ଜି ମହିଳା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ) :ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଆହାର କାର୍ଯ୍ୟକ୍ରମ ସଫଳତାର ଶିଖର ଛୁଇଁଛି। ରାଜ୍ୟର ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆହାର କେନ୍ଦ୍ରଗୁଡ଼ିକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୬୩ ଆହାର କେନ୍ଦ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ର…
କଣ ରହିଛି ଏଲନ୍ ମସ୍କଙ୍କ କମ୍ପାନୀ ଟେସ୍ଲାର ମୂଲ୍ୟ, ଜାଣନ୍ତୁ
ନୂଆଦିଲ୍ଲୀ: ଏଲନ୍ ମସ୍କ ଗତ କିଛି ଦିନ ହେବ ବେଶ ଚର୍ଚ୍ଚାରେ ରହି ଆସୁଛନ୍ତି। ତାଙ୍କ କମ୍ପାନୀର ବଜାର ମୂଲ୍ୟ ବଢିବା ଯୋଗୁ ବର୍ତ୍ତମାନ ସେ ବିଶ୍ୱର ଦ୍ୱିତୀୟ ଧନୀ ହୋଇ ପାରିଛନ୍ତି। ତାଙ୍କ କମ୍ପାନୀର ମୋଟ୍ ବଜାର ମୂଲ୍ୟ କେତେ…
ପହିଲାରୁ ଲାଗୁହେବ ୫ ନୂଆ ନିୟମ
ନୂଆଦିଲ୍ଲୀ: ଡିସେମ୍ବର ୧ରୁ ସାରା ଦେଶରେ ୫ ନୂଆ ନିୟମ କାର୍ଯ୍ୟକାରୀ ହେବ। ଏହାର ସିଧାସଳଖ ପ୍ରଭାବ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଜୀବନ ଉପରେ ପଡିବାକୁ ଯାଉଛି। ଏଣୁ ଏହି ନିୟମ ସବୁକୁ ଜାଣିବାର ଆବଶ୍ୟକତା ରହିଛି। ରନ୍ଧନ ଗ୍ୟାସ…
ଗାଇବନ୍ଧା ଗାଁକୁ ନାହିଁ ରାସ୍ତା କି ପିଇବା ପାଇଁ ପାଣି ନାହିଁ; ସୋଲାର ପାଣି ଟାଙ୍କି ୨ ବର୍ଷ ହେବ ଅଚଳ
କୋକସରା, ୩୦।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ଆଦିବାସୀ ବହୁଳ ଗାଁ ହେଉଛି ଗାଇବନ୍ଧା । ଏଠାରେ ୩୦ରୁ ଊଦ୍ଧ୍ୱର୍ର୍ ସାନ୍ତା ପରିବାରର ପାଖାପାଖି ୧ ଶହ ୫୦ରୁ ଊଦ୍ଧ୍ୱର୍ର୍ ଲୋକେ ବାସ କରନ୍ତି ।…
କରୋନାରେ ଆଖିବୁଜିଲେ ଭାଜପା ବିଧାୟିକା
ଜୟପୁର,୩୦।୧୧: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ରାଜସ୍ଥାନ ରାଜସମନ୍ଦର ଭାରତୀୟ ଜନତା ପାର୍ଟି ବିଧାୟିକା କିରଣ ମାହେଶ୍ୱରୀ କରୋନାରେ ପରଳୋକେ ଘଟିଛି। କରୋନା ଆକ୍ରାନ୍ତ ହୋଇ ସେ ହରିୟାଣାର ଗୁରୁଗ୍ରାମରେସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସନ୍ିତ ହେଉଥିଲେ। ରାଜସ୍ଥାନର…
ସଂସ୍କୃତ କଲେଜରେ ଚାକିରିଆ ଛାତ୍ର
ଯାଜପୁର ଅଫିସ,୩୦ା୧୧:ଯାଜପୁର ଜିଲା ସୀମାନ୍ତବର୍ତ୍ତୀ କଟକ ଜିଲା ମାହାଙ୍ଗା ବ୍ଲକ ଅଧୀନ କଇଥା ତ୍ରିନାଥପୁର ମୀରାଦେବୀ ସଂସ୍କୃତ କଲେଜରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ବିନା ରସିଦରେ ଅର୍ଥ ଆଦାୟ ଏବଂ କେତେଜଣ ବାହାରେ ଚାକିରି କରି ଏହି କଲେଜରେ…
ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ
ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ…
Archives


