ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ ବନ୍ଦ କରିଦିଆଯାଇଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ରାସ୍ତାକୁ ସିଲ କରାଯାଇଛି।…
ଓ୍ବାର୍କ ଆଟ୍ ହୋମ୍ରେ ବଢୁଛି କାମ: ଅଧିକ ସମୟ ଦେଉଛନ୍ତି କର୍ମଚାରୀ
ମେଲବୋର୍ନ,୨୯।୧୧: କରୋନା ମହାମାରୀ ସଙ୍କଟ ଯୋଗୁ ବହୁ ଦେଶରେ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ(ଓ୍ବାର୍କ ଆଟ୍ ହୋମ୍) ପରାମର୍ଶ ଦିଆଯାଇଛି। ତେବେ ଘରେ ରହି କାମ କରିବା ସହଜ ନୁହେଁ ବୋଲି ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଓ୍ବାର୍କ…
ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ ରୋକିବାକୁ ପୁଣି ଗାଇଡ୍ଲାଇନ
ଯାଜପୁର ଅଫିସ,୨୯ା୧୧: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣର ନିବାରଣ ଏବଂ ରାଜସ୍ବ ବୃଦ୍ଧି ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରାୟ ଅଢ଼େଇ ବର୍ଷ ତଳେ ପ୍ରିଭେନଶନ ଅଫ୍ ଥେଫ୍ଟ ଅଫ୍ ମାଇନର ମିନେରାଲ୍ସ ଆଣ୍ଡ ଆଭିକ୍ଶନ ଆକ୍ଟିଭିଟିଜ୍ (ପିଟିଏମ୍ଏମ୍ଇଏ) ବା ‘ଲଘୁଖଣିଜ ଦ୍ରବ୍ୟର…
ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଗଲେ
ପୁରୀ ଅଫିସ,୨୯ା୧୧: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ବୀର ବେଶରେ ମହାପ୍ରଭୁଙ୍କ ଶ୍ରୀମସ୍ତକର ଉପରି ଭାଗରେ ଶୋଭାବର୍ଦ୍ଧନ କରିଥାଏ ଏହି ଚନ୍ଦ୍ର, ସୂର୍ଯ୍ୟ। ତେବେ ଏହାକୁ ଶନିବାର ସକାଳେ ଶ୍ରୀମନ୍ଦିରର ଜଣେ କର୍ମଚାରୀ…
୨ ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ସିରମ୍ ଇନଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ,୨୯।୧୧: ଆସନ୍ତା ୨ ସପ୍ତାହ ମଧ୍ୟରେ ଜରୁରୀକାଳୀନ ବ୍ୟବହାର ପାଇଁ କରୋନା ପ୍ରତିଷେଧକ ଟିକା ଅଣାଯିବ। ଏନେଇ ସିରମ୍ ଇନଷ୍ଟିଚ୍ୟୁଟ୍ ପକ୍ଷରୁ କୁହାଯାଇଛି। ଇନଷ୍ଟିଚ୍ୟୁଟ୍ର ସିଇଓ ଅଦାର ପୁନାଓ୍ବାଲା ଏସମ୍ପର୍କରେ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସରକାର କେତେ ପରିମାଣର…
ଜମ୍ମୁ-କଶ୍ମୀର ସୀମାରେ ପୁଣି ଦୃଶ୍ୟ ହେଲା ପାକିସ୍ତାନି ଡ୍ରୋନ୍
ଜମ୍ମୁ,୨୯ ।୧୧: ଜମ୍ମୁ-କଶ୍ମୀର ଅନ୍ତରାଷ୍ଟ୍ରୀୟ ସୀମାରେ ଶନିବାର ରାତିରେ ପୁଣିଥରେ ପାକିସ୍ତାନି ଡ୍ରୋନ୍ ଦେଖିବାକୁ ମିଳିଛି । ତେବେ ଯବାନଙ୍କ ସତର୍କତା ଯୋଗୁ ଏହା ଫେରି ଯାଇଥିବା ଜଣାପଡିଛି । ବିଏସ୍ଏଫ୍ର ସୂଚନା ଅନୁଯାୟୀ, ଆର୍ଏସ୍ ପୁରା ସେକ୍ଟରର ଅରନିୟା ଅଞ୍ଚଳରେ…
ବସ୍ଯାତ୍ରୀଙ୍କୁ ଆତଙ୍କିତ କରୁଥିଲେ ବନ୍ଧୁକଧାରୀ: ସାହସିକତା ଦେଖାଇଲେ ସିପାହି, ସବୁ ମହଲରେ ପ୍ରଶଂସା
ଢେଙ୍କାନାଳ ଅଫିସ, ୨୯ା୧୧: ଯବାନଙ୍କୁ କେବେ ବିଶ୍ରାମ ନ ଥାଏ। ସୀମାନ୍ତରେ ହେଉ ଅବା ଆଭ୍ୟନ୍ତରୀଣ ଶାନ୍ତିରକ୍ଷା, ଦେଶମାତୃକାର ସେବାରେ ସେମାନେ ଥାଆନ୍ତି ସର୍ବଦା ତତ୍ପର। ସେମାନଙ୍କ ଦାୟିତ୍ୱ କେବଳ କର୍ମକ୍ଷେତ୍ରରେ ସୀମିତ ନ ଥାଏ, ବର୍ଦ୍ଦିରେ ନ ଥିବା ସମୟରେ…
କୃଷକଙ୍କୁ ନେଇ ଖଟ୍ଟାର-ଅମରିନ୍ଦର ମୁହାଁମୁହିଁ
ନୂଆଦିଲ୍ଲୀ, ୨୯।୧୧: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ କୃଷକମାନଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ଆନ୍ଦୋଳନକୁ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟାର ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀ ଅଭିମୁଖେ ଯାଉଥିବା…
ରାଉରକେଲାର ୬ ୟୁପିଏଚ୍ସିକୁ ଆଇଏସ୍ଓ ପ୍ରମାଣପତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଚଳିତ ବର୍ଷ ସୁନ୍ଦରଗଡ଼ ଜିଲାର ରାଉରକେଲା ମହାନଗର ନିଗମର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍ସି)କୁ ଆଇଏସ୍ଓ ପ୍ରମାଣପତ୍ର ମିଳିଛି। ସେହି ୟୁପିଏଚ୍ସିଗୁଡ଼ିକ ହେଲା କୋଏଲ ନଗର, ସେକ୍ଟର-୬, ତିଲକ ନଗର, ଛେଣ୍ଡ କଲୋନୀ, ବାଲୁଘାଟର ୟୁଏଫ୍ଡବ୍ଲ୍ୟୁସି ଓ…
ଆସନ ଭାଗବଣ୍ଟାକୁ ନେଇ ରାହୁଲଙ୍କ ଆଲୋଚନା
କୋଲକାତା, ୨୯ା୧୧: ୨୦୨୧ ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ଏବେଠାରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଛି। ଟିଏମ୍ସି ଓ ଭାଜପାକୁ କଡ଼ା ଟକ୍କର ଦେବା ଲାଗି କଂଗ୍ରେସ ସିପିଆଇଏମ୍ ସହ ମେଣ୍ଟ କରିିଛି। ୨୦୧୬ରେ ଏହି…
ଏସ୍ଆଇଟିର ଖୋଳତାଡ଼: ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ ଜାଲ୍…
ବର୍ବରତାର ସମସ୍ତ ସୀମା ପାର କଲା ବୋକୋ ହରମ
ଅବୁଜା,୨୯ ।୧୧: ନାଇଜେରିଆରେ ବୋକୋ ହରମ ଧାନ କ୍ଷେତରେ କାମ କରୁଥିବା ପାଖାପାଖି ୪୩ ଜଣ ମଜୁରିଆଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏହାସହ ୬ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି । ଶନିବାର ଉତ୍ତରପୂର୍ବ ନାଇଜେରିଆର ମୋଗାଦିସରେ…
Archives


