ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ
ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍ର ପ୍ରାରମ୍ଭିକ କିଛି ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦଳ ସହିତ କେବେ ଯୋଡ଼ି ହେବେ ସେ ନେଇ କୌଣସି ସ୍ପଷ୍ଟତା ନାହିଁ।…
ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ
କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା ନିର୍ବାଚନରେ ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ସେମାନଙ୍କ ଭଲ ଭବିଷ୍ୟତ…
ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି
ଇସଲାମାବାଦ୍,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା ସମ୍ପର୍କରେ ଏକ କଠୋର ବିବୃତ୍ତି ଜାରି କରି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏହାକୁ…
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର
ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ମାନଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ। ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…
ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…
ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଏବଂ LPG ଗ୍ୟାସର କଳାବଜାରୀକୁ ରୋକିବା ପାଇଁ ଏହା କରାଯାଉଛି। ତଥାପି, ଏହା…
ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା, ମଥୁରା ଏବଂ ବୃନ୍ଦାବନର ପ୍ରମୁଖ ଧାର୍ମିକ ସ୍ଥଳ ପରିଦର୍ଶନ କରିବେ। ସେ ଅଯୋଧ୍ୟାର…
ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ
ତେହରାନ୍,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’ ସମୟରେ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ମୃତ୍ୟୁ ପରେ ଇରାନ ଗଭୀର…
ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍…
ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ…
ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ
କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍ର ମୃତ୍ୟୁ ଘଟିିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନ୍ର ମୃତଦେହ…
ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍, ସରକାର ଆଣୁଛନ୍ତି ନୂଆ ନିୟମ
ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ ଏକ୍ସପାଏରୀ ଡେଟ୍ ଲେଖିବା ବାଧ୍ୟତାମୂଳକ ହେବ । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି…
SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…
ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି
ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର…

